ଖେଳ

ସତ ହୋଇଥିଲା ଧୋନୀଙ୍କ ଭବିଷ୍ୟବାଣୀ

ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କର ଖେଳକୁ ଭଲ ଭାବେ ପଢିବା ଏବଂ ଖେଳାଳିଙ୍କୁ ସେମାନଙ୍କର ଶକ୍ତି ଏବଂ ଦୁର୍ବଳତା ଅନୁସାରେ ବ୍ୟବହାର କରିବାର ଅତ୍ୟନ୍ତ ଦକ୍ଷତା ଅଛି। ପଡିଆରେ ତାଙ୍କ ରଣନୀତିର ଏପରି ଅନେକ ଉଦାହରଣ ଅଛି। ସେ…

ଖରାପ ବ୍ୟାଟିଂ ସତ୍ତ୍ୱେ ଶୁଭମନ ଗିଲ୍‌ଙ୍କୁ ମିଳିଲା ଖାସ୍‌ ସମ୍ମାନ

ଲଣ୍ଡନ,୨୯।୬: ଭାରତୀୟ କ୍ରିକେଟ୍‌ ଦଳର ଓପନର୍‌ ଶୁଭମନ ଗିଲ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ବ୍ୟାଟ୍ସମ୍ୟାନ ଭାବେ ବିଫଳ ହୋଇଥାଇ ପାରନ୍ତି, କିନ୍ତୁ ଫିଲ୍ଡିଂ ପାଇଁ ତାଙ୍କୁ ନିଶ୍ଚିତ ଭାବେ ଏକ ବିଶେଷ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଦ୍ୱାରା…

ଏବେ ସ୍ତ୍ରୀଙ୍କ ପାଇଁ ମୋ ମୁଣ୍ଡ ଖାଇବାର ସମୟ ଆସିଛି: କାହିଁକି ଏମିତି କହିଥିଲେ ଧୋନୀ

ପୂର୍ବତନ ଭାରତୀୟ ଅଧିନାୟକ ଏମଏସ ଧୋନୀ ସୋସିଆଲ ମିଡିଆରେ କମ ସକ୍ରିୟ ଅଛନ୍ତି। ସେ ମଧ୍ୟ ଲାଇମଲାଇଟଠାରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ କ୍ରମାଗତ ଭାବରେ ଅପଡେଟ କିମ୍ବା ଫଟୋ ଶେୟାର କରୁଥିବା ତାଙ୍କୁ କ୍ୱିଚିତ୍‌…

ଏମିତି କାମ କରି ଜରିମାନା ଦେଲେ ଜାଡେଜା

ସାଧାରଣତଃ ସେଲିବ୍ରିଟିମାନେ ରାସ୍ତାରେ ଆବର୍ଜନା ନ ପକାଇବା ପାଇଁ ଲୋକଙ୍କୁ ବାର୍ତ୍ତା ଦେଇଥାନ୍ତି। କିନ୍ତୁ ଯଦି ଏହି ସେଲିବ୍ରିଟିମାନଙ୍କ ମଧ୍ୟରୁ ଜଣେ ବ୍ୟକ୍ତି ଆବର୍ଜନା ପକାଇବାରେ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ଏହାଠାରୁ ଲଜ୍ଜାଜନକ ବିଷୟ କ’ଣ ହେବ। ପୂର୍ବତନ ଟିମ…

ଗୋଟିଏ ଦିନରେ ୭୪୩ କୋଟି ଟଙ୍କା ରୋଜଗାର କଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଦୁନିଆର ସବୁଠାରୁ ଧନୀ କ୍ରିକେଟର ଭାବେ ଜଣାଶୁଣା। କୋହଲିଙ୍କ ବାର୍ଷିକ ଆୟ ୨୦୦ କୋଟି। କିନ୍ତୁ ଆପଣ ଜାଣନ୍ତି କି ଜଣେ ଖେଳାଳି ମଧ୍ୟ ଅଛନ୍ତି ଯିଏ କେବଳ ଗୋଟିଏ ମ୍ୟାଚରେ ଭାରତୀୟ…

ଶୁଟିଂ ବିଶ୍ୱକପ: ରାହିଙ୍କୁ ସ୍ବର୍ଣ୍ଣ

ଓସିଜେକ୍‌, ୨୯ା୬ (ପି.ଟି.)-ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପରେ ବର୍ତ୍ତମାନ ଭଲ ଫର୍ମରେ ଥିବା ରାହି ସାର୍ନୋବତ୍‌ ମହିଳା ୨୫ ମିଟର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସମାନ ଇଭେଣ୍ଟରେ ମନୁ ଭାକର ୭ମ ସ୍ଥାନ ଅଧିକାର କରିଛନ୍ତି।…

ୟୁଏଇରେ ଟି୨୦ ବିଶ୍ୱକପ ହେବା ସ୍ପଷ୍ଟ

ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ସ୍ଥାନାନ୍ତର ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ଏହା ସ୍ପଷ୍ଟ କରିଛନ୍ତି। ଫଳରେ ଅକ୍ଟୋବର-ନଭେମ୍ବରରେ ଏହି ମେଗା ଇଭେଣ୍ଟର…

ଶ୍ରୀଲଙ୍କାରେ ପହଞ୍ଚତ୍ଲା ଧାଓ୍ବନଙ୍କ ଦଳ

କଲମ୍ବୋ, ୨୯।୬(ପି.ଟି.)- ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ସୋମବାର ଶ୍ରୀଲଙ୍କାରେ ପହଞ୍ଚତ୍ଛି। ସେଠାରେ ଭାରତୀୟ ଦଳ ୬ଟି ସୀମିତ ଓଭର କ୍ରିକେଟ ମ୍ୟାଚ ଖେଳିବ। ଏହା ମଧ୍ୟରେ ୩ଟି ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ ସାମିଲ। ଜୁଲାଇ ୧୩ରୁ…

ଓ୍ବିମ୍ବେଲଡନ ଟେନିସ ଆରମ୍ଭ: ଜୋକୋଭିଚଙ୍କ ବିଜୟ ଅଭିଯାନ, ସିତିସ୍‌ପାସଙ୍କ ବିପର୍ଯ୍ୟୟ

ଲଣ୍ଡନ,୨୯।୬: ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ବିଶ୍ୱର ଏକ ନମ୍ବର ଖେଳାଳି ନୋଭାକ ଜୋକୋଭିଚ୍‌ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ଗତଥର ଚାମ୍ପିୟନ ଜୋକୋଭିଚ୍‌ ସୋମବାର ଅନୁଷ୍ଠିତ…

ଟୋକିଓ ଅଲିମ୍ପିକ୍ସ: ୩୦ ସ୍ବର୍ଣ୍ଣ ହାସଲ କରିବା କଷ୍ଟକର: ଜାପାନ

ଟୋକିଓ,୨୯।୬ (ଏପି): ଜୁଲାଇ ୨୩ରେ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସରେ ଆୟୋଜକ ଜାପାନ ୩୦ଟି ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ପୂର୍ବରୁ ଦାବି କରିଆସୁଥିଲା। ତେବେ ବର୍ତ୍ତମାନ ଏହି ଦାବିରୁ ଜାପାନ ଓହରିଯାଇଛି। ଏତେ ସଂଖ୍ୟକ ସ୍ବର୍ଣ୍ଣ ହାସଲ…

୧ ନମ୍ବରକୁ ଫେରିଲେ ଦୀପିକା

ପ୍ୟାରିସ,୨୯।୬(ପି.ଟି.): ଭାରତୀୟ ମହିଳା ତୀରନ୍ଦାଜ ଦୀପିକା କୁମାରୀ ପୁଣିଥରେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧ ନମ୍ବର ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଓ୍ବାଲର୍‌ଡ କପ୍‌ ଷ୍ଟେଜ୍‌ ୩ରେ ସେ ୩ଟି ସ୍ବର୍ଣ୍ଣ ପଦକ ହାସଲ କରି ଏହି ସଫଳତା ଅର୍ଜନ କରିଛନ୍ତି।…

କୋପା ଆମେରିକା ଫୁଟବଲ: ବ୍ରାଜିଲ- ଇକ୍ୱେଡର ମ୍ୟାଚ୍‌ ଡ୍ର

ସାଓ ପାଉଲୋ,୨୯।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ ରବିବାର ବ୍ରାଜିଲ ଓ ଇକ୍ୱେଡର ମଧ୍ୟରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ଗୋଇଆନିଆର ଅଲିମ୍ପିକୋ ଷ୍ଟାଡିୟମରେ ଖେଳାଯାଇଥିବା ଗ୍ରୁପ୍‌ ବି’ର ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ବ୍ରାଜିଲ ତରଫରୁ ନେମାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?