ଖେଳ

ବିଜୟ ହଜାରେ ଟ୍ରଫି: ଓଡ଼ିଶାର କ୍ରମାଗତ ଦ୍ୱିତୀୟ ପରାଜୟ

ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ବିଜୟ ହଜାରେ ଟ୍ରଫି ଏକଦିବସୀୟ ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୮ ଉଇକେଟରେ ରେଲଓ୍ବେଠାରୁ ହାରି ଯାଇଛି। ଓଡ଼ିଶା ପକ୍ଷରୁ ଧାର୍ଯ୍ୟ ୨୩୧ ରନର...

ମହିଳା କ୍ରିକେଟ: ଭାରତ-ଦକ୍ଷିଣ ଆଫ୍ରିକା ସିରିଜ ମାର୍ଚ୍ଚ ୭ରୁ

ନୂଆଦିଲ୍ଲୀ, ୨୩ା୨ (ପି.ଟି.)- ମାର୍ଚ୍ଚ ୭ରୁ ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ମଧ୍ୟରେ ୮ ମ୍ୟାଚ ବିଶିଷ୍ଟ ସିରିଜ ଖେଳାଯିବାର ଯୋଜନା ରହିଛି। ଯଦି ଏହା କାର୍ଯ୍ୟକାରୀ ହୁଏ ତେବେ ଘରୋଇ ଦଳ ପ୍ରାୟ ୧୨...

ମଣ୍ଟେନିଗ୍ରୋ ବକ୍ସିଂ: ଭାରତୀୟ ମହିଳା ଦଳ ଶୀର୍ଷରେ

ନୂଆଦିଲ୍ଲୀ, ୨୩ା୨ (ପି.ଟି.)-ମଣ୍ଟେନିଗ୍ରୋର ବଡ୍‌ଭାଠାରେ ଚାଲିଥିବା ୩୦ତମ ଆଡ୍ରିଆଟିକ୍‌ ପର୍ଲ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ବକ୍ସରମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ବେବିରୋଜିସାନା ଚାନୁ (୫୧କେଜି) ଏବଂ ଅରୁନ୍ଧତୀ ଚୌଧାରୀ (୬୯କେଜି) ଦେଶ ପାଇଁ ଆଉ ଦୁଇଟି ସ୍ବର୍ଣ୍ଣ ଜିତିଛନ୍ତି।...

ପ୍ରଥମ ଟି୨୦: ଅଷ୍ଟ୍ରେଲିଆକୁ ହରାଇଲା ନ୍ୟୁଜିଲାଣ୍ଡ

ଖ୍ରୀଷ୍ଟଚର୍ଚ୍ଚ,୨୩ା୨(ଏପି)-ସୋମବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚକୁ ନ୍ୟୁଜିଲାଣ୍ଡ ୫୩ ରନରେ ଜିତି ନେଇଛି। ଏହି ବିଜୟ ଦ୍ୱାରା ଆୟୋଜକ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୧-୦ରେ ଅଗ୍ରଣୀ ଲାଭ କରିଛି। ନ୍ୟୁଜିଲାଣ୍ଡକୁ ଜିତାଇବାରେ ଡେଭନ...

ଘରେ ବିମାନ ରଖିଛନ୍ତି ଏହିସବୁ କ୍ରିକେଟର୍‌

ବିସିସିଆଇ ବିଶ୍ୱର ସବୁଠୁ ଧନୀ କ୍ରିକେଟ ବୋର୍ଡ ଭାବେ ପରିଚିତ। ଅନ୍ୟ ଦେଶର କ୍ରିକେଟ ଖେଳାଳିଙ୍କ ତୁଳନାରେ ଭାରତୀୟ କ୍ରିକେଟରମାନେ ସବୁଠୁ ଅଧିକ ପାରିଶ୍ରମିକ ନେଇଥାନ୍ତି। ତେଣୁ ଭାରତୀୟ କ୍ରିକେଟରମାନେ ଧନୀ ହେବା ସ୍ବାଭାବିକ। ଭାରତରେ ଏମିତି ୪ କ୍ରିକେଟର...

ମାତ୍ର ୩ ଦିନରେ କୋଚ୍‌ ପଦବୀ ଛାଡ଼ିଲେ କିମ୍ବଦନ୍ତୀ କ୍ରିକେଟର

କଲମ୍ବୋ, ୨୨ା୨- ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଶ୍ରୀଲଙ୍କା ଦଳର ବୋଲିଂ କୋଚ୍‌ ପଦରେ ଚାମିଣ୍ଡା ଭାସଙ୍କୁ ନିଯୁକ୍ତ କରାଯାଇଥିଲା। ମାତ୍ର ୩ ଦିନରେ ସେ ଏହି ପଦବୀରୁ ଇସ୍ତଫା ଦେଇଛନ୍ତି। ଶ୍ରୀଲଙ୍କା ଦଳ ସହ ସେ ସପୋର୍ଟ ଷ୍ଟାଫ ଭାବେ...

‘ପୂରା ହେବାକୁ ଯାଉଛି ଦୀର୍ଘ ଦିନର ସ୍ବପ୍ନ’

ନୂଆଦିଲ୍ଲୀ, ୨୨ା୨- ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ସତ ହେବାକୁ ଯାଉଛି କର୍ନାଟକ ଅଲରାଉଣ୍ଡର କ୍ରିଷ୍ଣପ୍ପା ଗୋଥାମଙ୍କ ଦୀର୍ଘ ଦିନର ସ୍ବପ୍ନ। ୟୁଏଇରେ ଅନୁଷ୍ଠିତ ଗତ ଆଇପିଏଲରେ ସେ ନିଜ ଆଇଡଲ ତଥା ମହାନ ଅଧିନାୟକ ମହେନ୍ଦ୍ର ସିଂ...

ଟି୨୦ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସାମିଲ ହେଲେ ଆଇପିଏଲ ଅକ୍‌ଶନରେ ଅନ୍‌ସୋଲ୍ଡ ରହିଥିବା ଖେଳାଳି

ଖ୍ରୀଷ୍ଟଚର୍ଚ୍ଚ, ୨୨ା୨- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେଭନ କନଓ୍ବେ ସୋମବାର ସ୍ବତନ୍ତ୍ର ଟି୨୦ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ମାତ୍ର ୧ ରନ୍‌ ବ୍ୟବଧାନରେ ଶତକରୁ ବର୍ତ୍ତି ଯାଇଥିଲେ ଡେଭନ। ସେ...

ମା’-ବାପାଙ୍କୁ କନ୍ଦାଇଲେ ଏହି କ୍ରିକେଟର୍‌

ପାଟନା,୨୨।୨: ବିହାରର କ୍ରିକେଟର୍‌ ଇଶାନ କିଶନ ଟିମ ଇଣ୍ଡିଆରେ ମନୋନୀତ ହେବା ପରେ ତାଙ୍କର ଏକ କଲ ପିତାମାତାଙ୍କ ଆଖିରେ ଲୁହ ଆଣି ଦେଇଥିଲା। ତେବେ ତାଙ୍କ ମା’ବାପାଙ୍କ ଆଖିରେ ଏହି ଦୁଃଖର ନୁହେଁ ଖୁସିର ଲୁହ ଥିଲା। ଇଂଲଣ୍ଡ...

ଏହି କ୍ରିକେଟର୍‌ଙ୍କୁ ଭାବପ୍ରବଣ ମେସେଜ୍‌ କଲେ କୋହଲି

ଅହମଦାବାଦ,୨୨।୨: ପ୍ରତ୍ୟେକ ଯୁବ କ୍ରିକେଟର ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଏକ ଆଦର୍ଶ ଭାବରେ ଦେଖନ୍ତି ଏବଂ ତାଙ୍କ ସହ କ୍ରିକେଟ ଖେଳିବାକୁ ଚାହାଁନ୍ତି। ମାତ୍ର ଅଳ୍ପ ସଂଖ୍ୟକ ଖେଳାଳି ଏଭଳି ସୁଯୋଗ ପାଆନ୍ତି। କିନ୍ତୁ ଯେଉଁମାନେ ଏହି ସୁଯୋଗ...

ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ୍‌

ନୂଆଦିଲ୍ଲୀ,୨୨।୨: ଭାରତୀୟ ମିଡ଼ିଆର ବହିର୍ବ୍ୟାପାର ପ୍ରସଙ୍ଗ ଉପରେ ଦୃଷ୍ଟି ରଖୁଥିବା ଗଣମାଧ୍ୟମ ପ୍ରତିନିଧି ଏବଂ ପାକିସ୍ତାନ ହାଇକମିଶନ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ପାକିସ୍ତାନ ହାଇକମିଶନ ପଡ଼ିଆରେ ହୋଇଥିବା ଏହି ଅନୌପଚାରିକ ମ୍ୟାଚ୍‌ରେ ପାକିସ୍ତାନ ହାଇକମିଶନ...

ପିଙ୍କ୍‌ ବଲ୍‌ ଟେଷ୍ଟ: ସୂର୍ଯ୍ୟାସ୍ତରେ ବ୍ୟାଟିଂ ବେଳେ ଅଧିକ ସତର୍କତା ଜରୁରୀ

ଅହମ୍ମଦାବାଦ, ୨୨ା୨(ପି.ଟି.)-ମୋଟେରାରେ ଇଂଲଣ୍ଡ ବିପକ୍ଷରେ ପିଙ୍କ୍‌ ବଲ୍‌ ଟେଷ୍ଟ ଖେଳାଯିବା ସମୟରେ ବିଶେଷ କରି ସୂର୍ଯ୍ୟାସ୍ତ ସମୟରେ ବ୍ୟାଟିଂ ବେଳେ ତାଙ୍କୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ବୋଲି ଭାରତୀୟ ଓପନର ରୋହିତ ଶର୍ମା କହିଛନ୍ତି। ଚେନ୍ନାଇରେ ଅନୁଷ୍ଠିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri