ଖେଳ

ଓ୍ବିମ୍ବେଲଡନରୁ ଓହରିଲେ ସିମୋନା ହାଲେପ୍‌

ଓ୍ବିମ୍ବେଲଡନ, ୨୬ା୬(ଏପି)-ପେଣ୍ଡାରେ ଆଘାତପ୍ରାପ୍ତ ଥିବାରୁ ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ୍‌ ଟେନିସ ପ୍ରତିଯୋଗିତାରୁ ଓହରିିଯାଇଛନ୍ତି। ଶୁକ୍ରବାର ଏହି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପାଇଁ ଡ୍ର’ ପୂର୍ବରୁ ହାଲେପ୍‌ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଛନ୍ତି। ସମାନ କାରଣରୁ…

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ ଶୁକ୍ରବାର ଏହା ସ୍ପଷ୍ଟ କରାଯାଇଛି। ସୁଶୀଲା ୪୮କେଜି କାଟେଗୋରି ଭାଗ ନେଇଥାନ୍ତି। ସେ ୯୮୯…

ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ଜିତିଲା ଇଂଲଣ୍ଡ

କାର୍ଡିଫ, ୨୬ା୬ (ଏପି)-ବର୍ଷାରେ ପ୍ରଭାବିତ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ ହୋଇ ୩ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ କବ୍‌ଜା କରିନେଇଛି। ଗୁରୁବାର ଅନୁଷ୍ଠିତ ଏହି ମ୍ୟାଚରେ…

ଟୋକିଓ ଅଲିମ୍ପିକ୍ସ: ବିନା ଦର୍ଶକରେ ଏବେ ସୁଦ୍ଧା ବିକଳ୍ପ ରହିଛି

ଟୋକିଓ, ୨୬ା୬ (ଏପି)-ବିନା ଦର୍ଶକରେ ଟୋକିଓ ଅଲିମ୍ପିକ୍ସ ଆୟୋଜନ ଏବେ ସୁଦ୍ଧା ବିକଳ୍ପ ପନ୍ଥା ରହିଛି। ଆୟୋଜକ କମିଟି ସଭାପତି ସିକୋ ହାସିମୋତୋ ଶୁକ୍ରବାର ପ୍ରକାଶ କରିଛନ୍ତି। ୪ଦିନ ପୂର୍ବେ ସେ ଘୋଷଣା କରିଥିଲେ ଯେ ଭେନ୍ୟୁଗୁଡ଼ିକରେ ସର୍ବାଧିକ ସ୍ଥାନୀୟ ୧୦,…

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ ହୋଇଥିବା ଏହି ଆଥ୍‌ଲେଟିକ ମିଟ୍‌ରେ ଶ୍ରୀଲଙ୍କାର କେତେଜଣ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ଇଭେଣ୍ଟର ପ୍ରଥମ…

ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ

ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ। ଅର୍ଥାତ୍‌ ଭାରତୀୟ ଖେଳାଳିମାନେ ଦୁଇ ଭାଗ ବା ଦଳରେ ବିଭକ୍ତ…

ବ୍ରାଜିଲ କୋଚ୍‌ ଟିଟେଙ୍କୁ ଜରିମାନା

ସାଓ ପାଉଲୋ,୨୫।୬: କୋଭିଡ୍‌-୧୯ ମହାମାରୀ ଭୟାବହତା ଜାରି ରହିଥିବା ବେଳେ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନକୁ ସମାଲୋଚନା କରିବା ବ୍ରାଜିଲ କୋଚ୍‌ ଟିଟେଙ୍କୁ ଭାରି ପଡିଛି। ପୂର୍ବରୁ ଗୋଟିଏ ସପ୍ତାହ ତଳେ ଜଣେ ବଲିଭିଆ ଫୁଟ୍‌ବଲର ମଧ୍ୟ ସମକାରଣ ପାଇଁ…

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟ୍‌ରେ ଉରୁଗୁଏ, ପାରାଗୁଏ

ସାଓ ପାଉଲୋ,୨୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉରୁଗୁଏ ଓ ପାରାଗୁଏ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ଏ’ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଏହି ଦୁଇ ଦେଶ ବିଜୟ ହାସଲ କରିବା ସହ ଏହି ସଫଳତା ପାଇଛନ୍ତି। ବ୍ରାଜିଲର କୁଇଆବାସ୍ଥିତ…

ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍‌ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ମଧ୍ୟରେ ଏହି ବିଶ୍ୱକପ୍‌ ଖେଳାଯିବ ବୋଲି ସୂତ୍ରରୁ ଜଣାପଡ଼ିଛି।…

ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେଲା ଟିମ୍‌ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ। ଇଂଲଣ୍ଡ ବିପକ୍ଷ ୫ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳ…

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌ ଇଣ୍ଡିଆର ଖେଳାଳିମାନେ ଦୁଇ ଭାଗରେ ବିଭକ୍ତ ହୋଇ ପରସ୍ପର ବିରୋଧରେ ଦୁଇଟି ମ୍ୟାଚ୍‌ ଖେଳିବେ।…

ମାତ୍ର ୩ ରନ୍‌ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ

ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍‌- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ ଦେଖି ଲାହୋରରେ ଦର୍ଶକ ଛିଡ଼ା ହୋଇ ତାଳି ବଜାଇଥିଲେ। ମାତ୍ର ସେହଓ୍ବାଗ୍‌ ଆଉଟ୍‌ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?