ଖେଳ

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଟସ୍‌ ହାରି ଭାରତର ପ୍ରଥମ ବ୍ୟାଟିଂ

ୱେଲିଂଟନ,୨୧।୧: ଟି-୨୦ ଓ ଦିନିକିଆ ପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ୱେଲିଂଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ...

ଅଲିମ୍ପିକ ହକି ଚାମ୍ପିୟନ ଡାନ୍‌ସନ ବେନେଟ୍‌ଙ୍କ ଅବସର

ଲଣ୍ଡନ, ୨୧ା୨ (ଏଏଫ୍‌ପି)- ଗେଟ୍‌ ବ୍ରିଟେନ ମହିଳା ଫିଲ୍ଡ ହକି ଅଧିନାୟିକା ଆଲେକ୍ସ ଡାନସନ୍‌ ବେନେଟ୍‌ ଗୁରୁବାର ଖେଳୁ ତାଙ୍କ ଅବସର ଘୋଷଣା କରିଛନ୍ତି। ୨୦୧୬ ରିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିଥିବା ବ୍ରିଟିଶ ଟିମ୍‌ର ଜଣେ ଅନ୍ୟତମ ସଦସ୍ୟା ଥିତ୍ଲେ...

ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର

ଭୁବନେଶ୍ୱର, ୨୧ା୨-କଟକ ଟାଙ୍ଗିସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରଥମ ଶ୍ରେଣୀ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ପ୍ରୀତ୍‌ କନଓ୍ବର ସିଂ ଚୌହାନ। କେବଳ କ୍ୟାରିୟର ଆରମ୍ଭ କରିନାହାନ୍ତି, ନିଜ ପ୍ରଥମ ଓଭରରେ...

ଅନିଲଙ୍କୁ ‘ମିଷ୍ଟର ଓଡ଼ିଶା’ ଟାଇଟଲ୍‌

ଭୁବନେଶ୍ୱର, ୨୧।୨ (ସ୍ପୋର୍ଟ୍ସ ବ୍ୟୁରୋ)- ଓଡ଼ିଶା ମାଇନିଂ କର୍ପୋରେଶନ ପକ୍ଷରୁ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ୧୭ତମ ରାଜ୍ୟ ସିନିୟର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାର ‘ମିଷ୍ଟର ଓଡ଼ିଶା’ ସହ ପୁରୁଷ ଫିଜିକ୍‌ ଫିଟ୍‌ନେସ ଓ ମହିଳା ମଡେଲ ଫିଟ୍‌ନେସ ଉଦ୍‌ଯାପିତ...

ଇଏସ୍‌ପିଏନ୍‌ ସାହସିକ ପୁରସ୍କାର ଜିତିଲେ ଦୂତୀ

ନୂଆଦିଲ୍ଲୀ, ୨୧।୨ (ପି.ଟି.)- ଷ୍ଟାର୍‌ ସ୍ପ୍ରିଣ୍ଟର ତଥା ମହିଳା ୧୦୦ ମିଟର ରେସ୍‌ରେ ଜାତୀୟ ରେକର୍ଡର ଅଧିକାରିଣୀ ହୋଇଥିବା ଦୂତୀ ଚାନ୍ଦ ଆମେରିକୀୟ କ୍ରୀଡ଼ା ଚ୍ୟାନେଲ ଇଏସ୍‌ପିଏନ୍‌ ପକ୍ଷରୁ ‘ସାହସିକ ପୁରସ୍କାର’ ଜିତିଛନ୍ତି। ଇଏସ୍‌ପିଏନ୍‌ କ୍ରୀଡ଼ା ଚ୍ୟାନେଲ ପକ୍ଷରୁ ପ୍ରଥମ...

ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲ: ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଭୁବନେଶ୍ୱର, ୨୧।୨(କ୍ରୀଡ଼ା ପ୍ରତିନିଧି)-କଟକ ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଗୁରୁବାର ଆରମ୍ଭ ହୋଇଛି ଓଡ଼ିଶା-ବେଙ୍ଗଲ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ। ପ୍ରଥମ ସେସନରେ ୧୬.୨ ଓଭର ମଧ୍ୟରେ ମାତ୍ର ୪୬ ରନ ବିନିମୟରେ ୫ ଉଇକେଟ ହାସଲ କରିଥିବା ଓଡ଼ିଶା ସୁଯୋଗ...

ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା

ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍‌ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ ଆଇପିଏଲ ସିଜିନ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି ରାଇନା। ଯଦିଓ ସେ ବ୍ୟାଙ୍କର୍‌...

ଦିବ୍ୟା, ପିଙ୍କି, ସରିତାଙ୍କୁ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ, ୨୦ା୨ (ପି.ଟି.)-ଭାରତୀୟ ରେସ୍‌ଲର ଦିବ୍ୟା କାକ୍ରାନ, ପିଙ୍କି ଓ ସରିତା ମୋର୍‌ ଏଠାରେ ଚାଲିଥିବା ଏସିଆନ ମହିଳା ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ନିର୍ମଳା ଦେବୀ ଦେଶ ପାଇଁ ଏକ ରୌପ୍ୟ ଆଣିଦେଇଛନ୍ତି। ୫...

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ପ୍ରତିଯୋଗୀଙ୍କ ଦ୍ୱାରା ଟ୍ରଫି ଉନ୍ମୋଚିତ

ଭୁବନେଶ୍ୱର, ୨୦।୨ (ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା (କେଆଇୟୁଜି)ର ପ୍ରଥମ ସଂସ୍କରଣ ଶନିବାରଠାରୁ ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିପୂର୍ବରୁ ଶୁକ୍ରବାର କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉତ୍ସବ...

ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଭୁବନେଶ୍ୱର,୨୦।୨- ଦୁଇ ବର୍ଷ ପରେ ରଣଜୀ କ୍ୱାର୍ଟର ଫାଇନାଲ ଖେଳୁଥିବା ଓଡ଼ିଶା ଦଳ ବେଙ୍ଗଲ ବିପକ୍ଷ ମ୍ୟାଚ୍‌ର ପ୍ରଥମ ଦିନ ଏକ ସୁବର୍ଣ୍ଣ ସୁଯୋଗ ହାତଛଡ଼ା କରିଛି। ଓଡ଼ିଶା ଦଳର ଅଧିନାୟକ ଶୁଭ୍ରାଂଶୁ ଶେଖର ସେନାପତି ଟସ୍‌ ଜିତି ପ୍ରଥମେ...

ଫ୍ରେଞ୍ଚ ଓପନରେ ଖେଳିବେ ନାହିଁ ଫେଡରର

ପ୍ୟାରିସ,୨୦।୨- ସୁଇଜରଲାଣ୍ଡର କିମ୍ବଦନ୍ତୀ ରୋଜର ଫେଡରର ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଖେଳିବେ ନାହିଁ। କେବଳ ଫ୍ରେଞ୍ଚ ଓପନ ନୁହେଁ ସିଜନର ପ୍ରାୟ କ୍ଲେ କୋର୍ଟ ଇଭେଣ୍ଟରୁ ସେ ବାଦ୍‌ ପଡ଼ିଛନ୍ତି। ସୁଇଜରଲାଣ୍ଡରେ ତାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର...

ପ୍ରିମିୟର ଲିଗ୍‌ରେ ପାସ ମାଷ୍ଟର ରୋଡ୍ରିଙ୍କ ରେକର୍ଡ

ମାଞ୍ଚେଷ୍ଟର,୨୦।୨- ମାଞ୍ଚେଷ୍ଟର ସିଟି ଦଳର ମିଡ୍‌ଫିଲ୍ଡର ରୋଡ୍ରି ପ୍ରିମିୟର ଲିଗ୍‌ର ଏକ ରେକର୍ଡ ଅଧିକାରୀ ହୋଇଛନ୍ତି। ମାଞ୍ଚେଷ୍ଟର ସିଟି ୨-୦ ଗୋଲରେ ଓ୍ବେଷ୍ଟ ହାମକୁ ହରାଇ ଦେଇଛି। ଏହି ମ୍ୟାଚ୍‌ରେ ସ୍ପାନିଶ ମିଡ୍‌ଫିଲ୍ଡର ରୋଡ୍ରି ପ୍ରଥମ ଗୋଲ ଦେଇଥିଲେ। ଦ୍ୱିତୀୟାର୍ଦ୍ଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri