IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ
ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍ର ଜନ୍ମ ଦିନରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ ଆରସିବିକୁ ପରାସ୍ତ କରିଛି। ସାଂଘାତିକ ବ୍ୟାଟିଂ...
IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…
ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ ରାଜସ୍ଥାନକୁ ପୁଣି ଥରେ ଅଧିନାୟକ ପରିବର୍ତ୍ତନ କରିବାକୁ ପଡ଼ିପାରେ। ଏହାର କାରଣ ହେଉଛନ୍ତି...
ଜିଲାସ୍ତରୀୟ ଚେସ୍ ପ୍ରତିଯୋଗିତା ଆରମ୍ଭ
ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ଭବାନୀପାଟଣା ତାରିଣୀ ମନ୍ଦିର ରୋଡ ସ୍ବାମୀ ବିବେକାନନ୍ଦ ପବ୍ଲିକ ସ୍କୁଲଠାରେ ଶୁକ୍ରବାର କଳାହାଣ୍ଡି ଜିଲାସ୍ତରୀୟ ଚେସ୍ ପ୍ରତିଯୋଗିତା ଉଦ୍ଘାଟିତ ହୋଇଯାଇଛି। କଳାହାଣ୍ଡି ଚେସ୍ ଏକାଡେମୀ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଶତାଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଛନ୍ତି। ଏଥିରେ...
‘ମୁଁ ଚହଲଙ୍କୁ ଚଣ୍ଡିଗଡ଼ରେ ଭେଟିଛି’ ୧୬ ବର୍ଷ ତଳର ଫଟୋ ଶେୟାର କରି PBKSର ସହ ମାଲିକାଣୀ Preity Zinta କହିଛନ୍ତି…
ନୂଆଦିଲ୍ଲୀ,୧୮।୪: ପ୍ରୀତି ଜିଣ୍ଟା ବଲିଉଡର ଏକ ଜଣାଶୁଣା ନାମ। ପ୍ରଶଂସକମାନେ ତାଙ୍କୁ ଡିମ୍ପଲ ଗର୍ଲ ଭାବରେ ମଧ୍ୟ ଜାଣନ୍ତି। Preity Zinta ତାଙ୍କ କ୍ୟାରିୟରରେ ଅନେକ ହିଟ ଫିଲ୍ମ କରିଛନ୍ତି, ଯେଉଁଥିରେ ‘ଦିଲ ଚାହତା ହୈ’, ‘କଲ ହୋ ନା...
IPL 2025: ‘ଗୁଡ ବାୟ ଇଣ୍ଡିଆ’ ଆଇପିଏଲ ୨୦୨୫ ମଝିରେ ଛାଡ଼ି ଚାଲି ଯାଉଛନ୍ତି Pat Cummins? ପତ୍ନୀଙ୍କ ପୋଷ୍ଟକୁ ନେଇ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୧୮।୪: ଆଇପିଏଲ ୨୦୨୫ରେ, ଗୁରୁବାର ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିଥିଲା। ୱାଙ୍ଖଡେରେ ଖେଳାଯାଇଥିବା ମ୍ୟାଚରେ Pat Cumminsଙ୍କ ଅଧିନାୟକତ୍ୱରେ ଦଳ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଏହି ପରାଜୟ SRHର ପ୍ଲେଅଫରେ ପହଞ୍ଚିବା ଆଶାକୁ ଏକ ଶକ୍ତ...
୨୬ରେ ଡାଇମଣ୍ଡ ଲିଗ୍: ଭାଗନେବେ ଅବିନାଶ ସାବ୍ଲେ
ନୂଆଦିଲ୍ଲୀ୧୮ା୪: ଜାତୀୟ ରେକର୍ଡଧାରୀ ୩୦୦୦ ମିଟର ଷ୍ଟିପଲଚେଜର ଅବିନାଶ ସାବ୍ଲେ ଏପ୍ରିଲ ୨୬ରେ ଚାଇନାର ଜିଆମେନ୍ଠାରେ ହେବାକୁଥିବା ସିଜନ ଓପନିଂ ଡାଇମଣ୍ଡ ଲିଗ୍ ମିଟିଂରେ ଅଂଶଗ୍ରହଣ କରିବେ। ଏଥିରେ ବିଶ୍ୱର ଆଗଧାଡ଼ି ଆଥ୍ଲେଟମାନେ ଭାଗ ନେବେ। ସେମାନଙ୍କ ମଧ୍ୟରେ ଅଲିମ୍ପିକ...
ପୁଣି ଖେଳାଯିବ ଟି୨୦ ମୁମ୍ବାଇ ଲିଗ୍: ରୋହିତ ହେବେ ବ୍ରାଣ୍ଡ ଆମ୍ବାସାଡର
ମୁମ୍ବାଇ, ୧୮ା୪: ଭାରତର ଟେଷ୍ଟ ଓ ଅନ୍ତର୍ଜାତୀୟ ଦିନିକିଆ ଅଧିନାୟକ ରୋହିତ ଶର୍ମା ଟି୨୦ ମୁମ୍ବାଇ ଲିଗ୍ରେ ବ୍ରାଣ୍ଡ ଆମ୍ବାସାଡର ହେବାକୁ ଯାଉଛନ୍ତି। କୋଭିଡ୍ ମହାମାରୀ ପୂର୍ବରୁ ଏହି ଲିଗ୍ ୨୦୧୮ ଓ ୨୦୧୯ରେ ଦୁଇଥର ଖେଳାଯାଇଛି। ରୋହିତ ଅନ୍ତର୍ଜାତୀୟ...
ମିଚେଲ ଷ୍ଟାର୍କଙ୍କୁ ଅଧିନାୟକ ଅକ୍ଷର ପଟେଲଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧୭ା୪: ରାଜସ୍ଥାନ ରୟାଲ୍ସ (ଆର୍ଆର୍) ବିପକ୍ଷ ମ୍ୟାଚର ଅନ୍ତିମ ଓଭର ଓ ସୁପର ଓଭରରେ ଜବରଦସ୍ତ ବୋଲିଂ କରିଥିବା ମିଚେଲ ଷ୍ଟାର୍କଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଅଧିନାୟକ ଅକ୍ଷର ପଟେଲ ଖୁବ୍ ପ୍ରଶଂସା କରିଛନ୍ତି। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୧୮୯...
୨୦ ଫୁଟ୍ ଗଭୀର ପାଣିରେ ଚେସ୍ ଖେଲିଲେ କ୍ରୀଡ଼ାମନ୍ତ୍ରୀ
କଟକ,୧୮ା୪(ଶିଳ୍ପା ପ୍ରିୟଦର୍ଶିନୀ): କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମହାନଦୀର ଜଳରାRଶିରେ ପ୍ରାୟ ୨୦ ଫୁଟ୍ ଗଭୀର ପାଣିରେ ବୁଡି ଚେସ୍ ଖେଳିଛନ୍ତି। କ୍ୟାଣ୍ଟନମେଣ୍ଟ ଥାନା ସମ୍ମୁଖ ମହାନଦୀ ଜଳରାଶିରେ ଏହି ଅଭିନବ ପ୍ରତିଯୋଗିତା ଆୟୋଜନ କରାଯାଇଥିବା ବେଳେ କ୍ରୀଡ଼ାମନ୍ତ୍ରୀ ସୂରଜ ପ୍ରାୟ...
ହାଇଦ୍ରାବାଦ୍କୁ ହରାଇ ମୁମ୍ବାଇର କ୍ରମାଗତ ଦ୍ୱିତୀୟ ବିଜୟ
ମୁମ୍ବାଇ,୧୭ା୪: ଆଇପିଏଲ୍ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ୪ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ୍ (ଏସ୍ଆର୍ଏଚ୍)କୁ ପରାସ୍ତ କରିଛି। ହାଇଦ୍ରାବାଦ୍ ପକ୍ଷରୁ ଧାର୍ଯ୍ୟ ୧୬୩ ରନର ଟାର୍ଗେଟକୁ ମୁମ୍ବାଇ ୧୮.୧ ଓଭରରେ ୬ ଉଇକେଟ ହରାଇ ହାସଲ କରି...
ଫ୍ରେଞ୍ଚ ଓପନରେ ସମ୍ମାନିତ ହେବେ ନାଡାଲ
ପ୍ୟାରିସ,୧୭ା୪: ଆସନ୍ତା ମେ’ ୨୫ ତାରିଖରେ ଫ୍ରେଞ୍ଚ ଓପନ ତଥା ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଆରମ୍ଭ ହେବ। ଟୁର୍ନାମେଣ୍ଟର ଉଦ୍ଘାଟନୀ ଦିନ ଅବସରପ୍ରାପ୍ତ ୧୪ ଥରର ଚାମ୍ପିୟନ ରାଫେଲ ନାଡାଲଙ୍କୁ ସମ୍ମାନିତ କରାଯିବ। ରାଫାଲଙ୍କ ଫ୍ରେଞ୍ଚ ଓପନ...
ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍ଙ୍କୁ ଜରିମାନା
ନୂଆଦିଲ୍ଲୀ,୧୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆଚରଣସଂହିତା ଉଲ୍ଲଂଘନ କରିଥିବା ଅଭିଯୋଗରେ ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ କୋଚ୍ ମୁନାଫ ପଟେଲଙ୍କୁ ତାଙ୍କ ମ୍ୟାଚ୍ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଏଥି ସହିତ ତାଙ୍କ ଶୃଙ୍ଖଳାଗତ ଖାତାରେ ଏକ ଡିମେରିଟ୍ସ...
Archives


