ଖେଳ

୫୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଦେଶ ନ୍ୟୁଜିଲାଣ୍ଡ; ଚାମ୍ପିଅନ୍‌ ହେବା ପଛରେ ରହିଛି ଏସବୁ କାରଣ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଟାଇଟେଲ ଜିତିଛି। ୧୮ରୁ ୨୩ ଅକ୍ଟୋବର ଅର୍ଥାତ୍‌ ୬ ଦିନ ପର୍ଯ୍ୟନ୍ତ ଚାଲିଥିବା ଟେଷ୍ଟରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଏହି ଟୁର୍ନାମେଣ୍ଟ ଆଇସିସି ଦ୍ୱାରା ୨୦୧୯ରେ ଆରମ୍ଭ…

ଚୁର୍‌ମାର୍‌ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍‌

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ ନରାଶ ହେବାକୁ ପଡିଛି। ଅଧିନାୟକ ଭାବରେ ବିରାଟଙ୍କୁ ଇତିହାସ ସୃଷ୍ଟି କରିବାର ସୁଯୋଗ ମିଳିଥିଲା…

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି। ହୋଲ୍‌ଡର (୩୮୪)ଙ୍କଠାରୁ ଜାଡେଜା ୨ ପଏଣ୍ଟ ଆଗରେ ରହିଛନ୍ତି। ଇଂଲଣ୍ଡ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ…

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇ ନ ଥିଲେ ହେଁ ଅନ୍ତର୍ଜାତୀୟ ହକି ଫେଡେରେଶନ ପକ୍ଷରୁ ବୁଧବାର…

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ ତେରା ସାମ୍‌ନେ ହାଏ’ ଶୀର୍ଷକ ଗୀତଟିର ରଚନା କରିଛନ୍ତି ଓ ଗାଇଛନ୍ତି ମୋହିତ ଚୌହାନ।…

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ଜିତିଲେ ତାଙ୍କୁ ୬ କୋଟି ଟଙ୍କା ମିଳିବ। ସେହିପରି ରୌପ୍ୟ ବିଜେତାଙ୍କୁ ୪ କୋଟି…

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ ସେ ବିଶ୍ରାମ ନେବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମେଟ୍ରୋପଲିଟାନ ସରକାର ସୂଚନା ଦେଇଛନ୍ତି। ଆୟୋଜକ…

ଲଜ୍ଜାଜନକ ରେକର୍ଡ: ୪୨ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା ଭାରତୀୟ ଦଳ

୪୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ଟେଷ୍ଟ ମ୍ୟାଚ ଏକ ଇନିଂସ ଏବଂ ୨୮୫ ରନରେ…

ରାଉଣ୍ଡ ଅଫ୍‌ ୧୬ରେ କ୍ରୋଏସିଆ: ୟୁରୋକପ୍‌ରୁ ସ୍କଟ୍‌ଲାଣ୍ଡ ଆଉଟ

ଗ୍ଲାସଗୋ,୨୪।୬: ୟୁରୋକପ୍‌ରେ କ୍ରୋଏସିଆ ନକ୍‌ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍‌ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍‌ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି। କ୍ରୋଏସିଆ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ, ପରାଜୟ ଓ ଡ୍ର ସହ…

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଲା। ଟାଇଟଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୮…

ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

ସାଉଥାମ୍ପଟନ୍‌,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ ଭାରତୀୟ ଦଳକୁ ପ୍ରଶଂସା କରିଛନ୍ତି। ବର୍ଷା ବାଧାପ୍ରାପ୍ତ ଡବ୍ଲୁଟିସି ଫାଇନାଲରେ ନ୍ୟୁଜିଲାଣ୍ଡ ଦଳ ଭାରତକୁ…

ୟୁରୋକପ୍‌ ଫୁଟ୍‌ବଲ: ଚେକ୍‌ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ

ଲଣ୍ଡନ,୨୪।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ମଙ୍ଗଳବାର ଗ୍ରୁପ୍‌ ଡି’ରେ ଇଂଲଣ୍ଡ ୧-୦ ଗୋଲରେ ଚେକ୍‌ ଗଣରାଜ୍ୟକୁ ପରାସ୍ତ କରିଛି। ୩ଟି ମ୍ୟାଚ୍‌ ଖେଳି ଇଂଲଣ୍ଡ ୨ଟି ବିଜୟ ଓ ଗୋଟିଏ ଡ୍ର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?