ଖେଳ

ଭାରତ ହାତକୁ ଆସୁନି ଆଇସିସି ଟ୍ରଫି

ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା ସେମିଫାଇନାଲରେ ଖେଳିଆସୁଛି। ହେଲେ ହାତକୁ ଆସୁନି ଆଇସିସି ଟ୍ରଫି। ୨୦୧୪ରେ ଟି୨୦ ବିଶ୍ୱକପ୍‌ ଫାଇନାଲରେ…

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ ନେଇଛି ନ୍ୟୁଜିଲାଣ୍ଡ। ୧୪୪ ବର୍ଷର ଇତିହାସରେ ପ୍ରଥମ ଦଳ ଭାବେ କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାତେଇଛନ୍ତି ଏହି କିମ୍ବଦନ୍ତୀ ସ୍ପିନର। ଫାଇନାଲରେ ଡେଭନ କନଓ୍ବେଙ୍କୁ ଆଉଟ୍‌…

ଭାରତକୁ ଆଶା ଦେଲେ ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍‌ ଝଟକା ଦେଇଛନ୍ତି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରଥମେ ୧୪ ତମ ଓଭରରେ ଅଶ୍ୱିନ ନ୍ୟୁଜିଲାଣ୍ଡ ଓପନର ଟମ…

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ ଟ୍ରଫି। ବର୍ଷା ବାଧାପ୍ରାପ୍ତ ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡକୁ ୫ ରନ୍‌ରେ ହରାଇ ଇତିହାସ ରଚିଥିଲା…

ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ ଆଙ୍ଗୁଠି ଭାଙ୍ଗି ଯାଇଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ଦ୍ୱିତୀୟ ସେସନ ପାଇଁ ପଡ଼ିଆକୁ…

ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ। ପ୍ରଥମ ଇନିଂସରେ ୩୨ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଦ୍ୱିତୀୟ ପାଳିରେ ମାତ୍ର…

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ରେ ଖରାପ ପ୍ରଦର୍ଶନ କାରଣରୁ ତାଙ୍କ…

ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍‌ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ ସେସନ ସୁଦ୍ଧା ଭାରତୀୟ ଦଳ ୫ ଉଇକେଟ ହରାଇ ୧୩୦ ରନ୍‌ କରିଛି। ପ୍ରଥମ…

ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…

ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍‌ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏହାପରେ ସେମାନେ ୨୦୧୯ରେ ଭୁଟାନରେ ଛୁଟି କଟାଇବାକୁ ଯାଇଥିଲେ। ଏହି ସମୟରେ ଏକ ମଜାଦାର…

୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’

ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍‌ର ପୂର୍ବ ଓପନର ବିରେନ୍ଦ୍ର ସେହ୍ବାଗ। ମଙ୍ଗଳବାର ପଞ୍ଚମ ଦିନରେ ଓ୍ବିଲିୟମସନ ୧୭୭ ବଲ୍‌ରେ ୬ ଚୌକା ସହାୟତାରେ ୪୯ରନ୍‌…

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ପଞ୍ଚମ ଦିନରେ ସେ ଏକ ବିଶେଷ ରେକର୍ଡ କରିଛନ୍ତି। ଏସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?