ଖେଳ

ମୁମ୍ବାଇ ଇଣ୍ଡିଆନ୍ସରେ ପୁଅ ସାମିଲ ହେବା ପରେ ସଚିନଙ୍କ ଝିଅ କହିଲେ ଏମିତି

ନୂଆଦିଲ୍ଲୀ,୧୯।୨: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକରଙ୍କ କ୍ରିକେଟ କ୍ୟାରିୟର ଆହୁରି ମଜଭୁତ ହୋଇଛି। ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅର୍ଜୁନଙ୍କୁ ନିଜ ଦଳରେ ନେଇଛି। ଫ୍ରାଞ୍ଚାଇଜ ଅର୍ଜୁନଙ୍କୁ ତାଙ୍କ ମୂଳ ମୂଲ୍ୟରେ ୨୦ ଲକ୍ଷ ଟଙ୍କା କିଣିଛି।...

ଅର୍ଜୁନଙ୍କୁ କିଣିଲା ମୁମ୍ବାଇ ଇଣ୍ଡିଆନ୍ସ : ଜାହିର ଖାନ କହିଲେ ଏମିତି

ଚେନ୍ନାଇ,୧୯।୨ – ଆଗାମୀ ଆଇପିଏଲରେ ଅର୍ଜୁନଙ୍କୁ ପ୍ରମାଣ କରିବାକୁ ପଡ଼ିବ ବୋଲି ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଫ୍ରାଞ୍ଚାଇଜର କ୍ରିକେଟ ଅପରେଶନ୍ସ ନିର୍ଦ୍ଦେଶକ ତଥା ପୂର୍ବତନ ପେସର ଜାହିର ଖାନ କହିଛନ୍ତି। କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ତଥା ଯୁବ...

ଦୂତୀଙ୍କୁ ସ୍ବର୍ଣ୍ଣ, ଅମିୟ ବ୍ରୋଞ୍ଜ୍‌

ଭୁବନେଶ୍ୱର, ୧୯।୨(କ୍ରୀଡ଼ା ପ୍ରତିନିଧି): କରୋନା ମହାମାରୀ ଜନିତ ଦୀର୍ଘ ଦିନର ବ୍ରେକ୍‌ ପରେ ଭାରତୀୟ ଆଥଲେଟ୍‌ମାନେ ପ୍ରଥମଥରପାଇଁ ଗୁରୁବାର ଟ୍ରାକ୍‌କୁ ଓହ୍ଲାଇଛନ୍ତି। ପଞ୍ଜାବର ପଟିଆଲାରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୧ରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ ଏବଂ...

ହାସିମୋତୋ ଟୋକିଓ ଅଲିମ୍ପିକ ସଭାପତି

ଟୋକିଓ, ୧୯ା୨ (ଏପି)-ସିକୋ ହାସିିମୋତୋ ଟୋକିଓ ଅଲିମ୍ପିକ ଆୟୋଜକ କମିଟି ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୭ଟି ଅଲିମ୍ପିକ୍ସରେ ଭାଗ ନେଇଛନ୍ତି। ତନ୍ମଧ୍ୟରେ ୪ଟି ଶୀତକାଳୀନ ଅଲିମ୍ପିକ୍ସ ଏବଂ ୩ଟି ଗ୍ରୀଷ୍ଣକାଳୀନ ଅଲିମ୍ପିକ୍ସ ରହିଛି। ଜାପାନରେ ରାଜନୀତି...

ଆଇପିଏଲ୍‌ ନିଲାମ: ଚକିତ କରିଥିବା ଖେଳାଳି

ମାଡ୍ରାସ, ୧୯ା୨(ପି.ଟି.)-ଗୁରୁବାର ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମରେ ବହୁ ଖେଳାଳି ଅପ୍ରତ୍ୟାଶିତ ମୂଲ୍ୟରେ ବିକ୍ରି ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ସ୍ପିନ ଅଲରାଉଣ୍ଡର କ୍ରିଷ୍ଣାପ୍ପା ଗୋଥାମ୍‌। ତାଙ୍କ ବେସ୍‌ ପ୍ରାଇସ୍‌ ୨୦ ଲକ୍ଷ ଟଙ୍କା ରହିଥିବାବେଳେ...

୭ ବର୍ଷ ପରେ ଆଇପିଏଲରେ ଖେଳିବାକୁ ଯାଉଛନ୍ତି ଏହି ଭାରତୀୟ ଖେଳାଳି

ଚେନ୍ନାଇ, ୧୮।୨ : ଦୀର୍ଘ ୭ ବର୍ଷର ବ୍ୟବଧାନ ପରେ ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)କୁ ଫେରିବାକୁ ଯାଉଛନ୍ତି ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା। ଏହି ବରିଷ୍ଠ ବ୍ୟାଟ୍ସମ୍ୟାନଙ୍କୁ ଚେନ୍ନାଇ ସୁପର...

ଏହି ଭାରତୀୟ ଖେଳାଳିଙ୍କୁ ମିଳିଲା ସର୍ବାଧିକ ମୂଲ୍ୟ; ପ୍ରଥମ ପର୍ଯ୍ୟାୟରେ ଅନସୋଲ୍ଡ ରହିଲେ ଭଜି, କେଦାର

ଚେନ୍ନାଇ, ୧୮।୨ : ଆଇପିଏଲର ୧୪ତମ ସଂସ୍କରଣ ଲାଗି ଅନୁଷ୍ଠିତ ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ କ୍ରିଷ୍ଣପ୍ପା ଗୋଥାମଙ୍କୁ ମିଳିଛି ଭାରତୀୟ କ୍ରିକେଟରଙ୍କ ମଧ୍ୟରେ ସର୍ବାଧିକ ମୂଲ୍ୟ। ଏହି ସ୍ପିନ ଅଲରାଉଣ୍ଡରଙ୍କୁ ୯.୨୫ କୋଟି ଟଙ୍କାରେ କିଣିଛି ଚେନ୍ନାଇ ସୁପର କିଙ୍ଗ୍ସ...

ଆଇପିଏଲକୁ ଫେରିଲା ଭିଭୋ

ଚେନ୍ନାଇ, ୧୮।୨ : ଟାଇଟଲ ସ୍ପନସର ଭାବେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)କୁ ଫେରିଛି ମୋବାଇଲ ପ୍ରସ୍ତୁତିକାରୀ ଚାଇନିଜ କମ୍ପାନୀ ଭିଭୋ। ଏ ନେଇ ଆଇପିଏଲ ଅଧ୍ୟକ୍ଷ ବ୍ରିଜେଶ ପଟେଲ ଗୁରୁବାର ସ୍ପଷ୍ଟ କରିଛନ୍ତି। ” ଭିଭୋ ଚଳିତ ବର୍ଷ...

ରାଜସ୍ଥାନ ରୟାଲ୍ସର ପୂର୍ବ ଅଧିନାୟକଙ୍କୁ କିଣିଲା ଏହି ଟିମ୍‌

ଚେନ୍ନାଇ,୧୮।୨: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ କିଣିଛି ଦିଲ୍ଲୀ କ୍ୟାପିଟାଲ୍ସ। ଗୁରୁବାର ଏଠାରେ ଚାଲିଥିବା ଆଇପିଏଲ୍‌ ଖେଳାଳି ନିଲାମ ପ୍ରକ୍ରିୟାରେ ୨.୨ କୋଟି ଟଙ୍କାରେ ଦିଲ୍ଲୀ ଟିମ୍‌ ତାଙ୍କୁ କିଣିଛି। ସେ ରାଜସ୍ଥାନ ରୟାଲ୍ସର ଅଧିନାୟକ ଥିଲେ। ହେଲେ...

ଆଇପିଏଲ୍‌ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ପାଲଟିଲେ ମୋରିସ୍‌, ଭାଙ୍ଗିଲେ ଯୁବରାଜଙ୍କ ରେକର୍ଡ

ଚେନ୍ନାଇ,୧୮।୨: ଆଇପିଏଲ୍‌ ୨୦୨୧ ପାଇଁ ଗୁରୁବାର ଅନୁଷ୍ଠିତ ଖେଳାଳି ନିଲାମ ପ୍ରକ୍ରିୟାରେ ନୂଆ ଇତିହାସ ଲେଖାଯାଇଛି। ଏହା ଛୋଟ ନିଲାମ ବୋଲି କୁହାଯାଉଥିଲେ ହେଁ ଦକ୍ଷିଣ ଆଫ୍ରିକା ଅଲରାଉଣ୍ଡର କ୍ରିସ୍‌ ମୋରିସଙ୍କୁ କିଣିବାରେ ରେକର୍ଡ ହୋଇଛି। ୨୦୧୫ରେ ଦିଲ୍ଲୀ ଟିମ୍‌...

ନିଲାମରେ ଫିକା ପଡ଼ିଲେ ବିଶ୍ୱର ଏହି ନମ୍ବରଓ୍ବାନ୍‌ ଟି୨୦ ବ୍ୟାଟ୍ସମ୍ୟାନ୍‌, କମ୍‌ ଦାମ୍‌ରେ କିଣିନେଲା…

ଚେନ୍ନାଇ,୧୮।୨: ଯାହା ଆଶା କରାଯାଉଥିଲା ତାହା ହିଁ ହେଲା। ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ଖେଳାଳି ନିଲାମ ପ୍ରକ୍ରିୟାରେ ବିଶ୍ୱର ନମ୍ବରଓ୍ବାନ୍‌ ଟି୨୦ ର଼୍ୟାଙ୍କପ୍ରାପ୍ତ ବ୍ୟାଟ୍ସମ୍ୟାନ୍‌ ଦାଓ୍ବିଦ ମଲନ୍‌ଙ୍କୁ ପଞ୍ଜାବ କିଙ୍ଗ୍ସ କିଣିଛି। ମଲନଙ୍କ ବେସ୍‌ ପ୍ରାଇସ୍‌ ୧.୫ କୋଟି ରହିଥିଲା।...

ବିସ୍ଫୋରକ ମ୍ୟାକ୍ସଓ୍ବେଲଙ୍କୁ କିଣିବା ପାଇଁ କଡ଼ା ଟକ୍କର; ବାଜି ମାରିଲା ଏହି ଟିମ୍‌

ଚେନ୍ନାଇ,୧୮।୨: ଆଇପିଏଲ୍‌ର ଚଳିତ ସଂସ୍କରଣ ପାଇଁ ନିଲାମ ପ୍ରକ୍ରିୟା ଜାରି ରହିଥିବା ବେଳେ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଗ୍ଲେନ୍‌ ମାକ୍ସଓ୍ବେଲଙ୍କୁ କିଣିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)। ଗତ ସଂସ୍କରଣରେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏହି ମାକ୍ସଓ୍ବେଲଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri