ଖେଳ

ପଡିଆରେ ଟାଓ୍ବେଲ୍‌ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ

ସାଉଥାମ୍ପଟନ୍‌,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ସାମି ଜବରଦସ୍ତ ବୋଲିଂ କରିଛନ୍ତି। ସେ ୪ଟି ଉଇକେଟ୍‌ ନେଇ ଭାରତୀୟ ଦଳକୁ ମ୍ୟାଚ୍‌କୁ ଫେରିବାରେ ସୁଯୋଗ ଦେଇଥିଲେ। ସାମି ନ୍ୟୁଜିଲାଣ୍ଡର ବିଜେ ଓ୍ବାଟଲିଂଙ୍କ ଉଇକେଟ୍‌ ନେବା ପରେୁ…

ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ ଚତୁର୍ଥ ଦିନ ଖେଳ ବର୍ଷା ଯୋଗୁ ହୋଇପାରି ନ ଥିଲା। ବାକି ଦିନଗୁଡିକରେ ମଧ୍ୟ…

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା ତାଙ୍କୁ ପୁନର୍ବାର ସୁଯୋଗ ମିଳିଥାଏ। କ୍ରିକେଟ ମଇଦାନରେ ମଧ୍ୟ ଅନେକ ଖେଳାଳି ନିଜର ଡେବ୍ୟୁ…

ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍‌ କରିବା ପାଇଁ ସୋନୁ ସୁଦ୍‌ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ର ଫଶଇନାଲ୍‌ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍‌ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ ଫେରାଇ ଆଣିଥିଲେ। ଭାରତର ପ୍ରଥମ ଇନିଂସରେ ୨୧୭ ରନ୍‌ ଜବାବରେ ନ୍ୟୁଜିଲାଣ୍ଡର ସମସ୍ତ ଦଳ…

ବ୍ୟାଟିଂରେ ବି ଜଲଓ୍ବା ଦେଖାଉଛନ୍ତି ବିଶ୍ୱର ଏହି ଶ୍ରେଷ୍ଠ ବୋଲର୍‌: ବଡ ବଡ ବ୍ୟାଟ୍ସମ୍ୟାନ୍‌ଙ୍କୁ ଦେଉଛନ୍ତି ଚ୍ୟାଲେଞ୍ଜ୍‌

ସାଉଥାମ୍ପଟନ୍‌,୨୩।୬: ନ୍ୟୁଜିଲାଣ୍ଡ ଦଳର ଏବେକାର ସବୁଠାରୁ ସଫଳ ବୋଲର ଟିମ ସାଉଥ। ତାଙ୍କର ସ୍ବିଙ୍ଗ ବୋଲିଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ର ଫାଇନାଲରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଅସୁବିଧାରେ ପକାଉଛି। କିନ୍ତୁ ଆପଣ ଜାଣନ୍ତି କି ନ୍ୟୁଜିଲାଣ୍ଡର ଏହି ବୋଲର…

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌ ଜଗତରେ ରାଜ୍‌ କରୁଥିଲା। ଏହି ଦଳ ଉଭୟ ଟେଷ୍ଟ ଏବଂ ଏକଦିବସୀୟ ଫର୍ମାଟରେ ଆଭିପତ୍ୟ…

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ ସ୍ପଷ୍ଟ ହୋଇ ନାହିଁ, ବୋର୍ଡ କିନ୍ତୁ ଆପୋସ ବୁଝାମଣା ଭିତ୍ତିରେ ଏହା ହୋଇଥିବା ସଫେଇ…

ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ

ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି। ସେମାନେ ହେଲେ ହରମନପ୍ରୀତ ସିଂ ଏବଂ ଓଡ଼ିଶାର ବୀରେନ୍ଦ୍ର ଲାକ୍ରା। ଟୋକିଓ ପାଇଁ ଗତ…

ନକ୍‌ଆଉଟ ପର୍ଯ୍ୟାୟରେ ଚିଲି

କୁଇବା, ୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗ୍ରୁପ୍‌ ଏ’ରେ ଖେଳାଯାଇଥିବା ମ୍ୟାଚ୍‌ରେ ଚିଲି ଓ ଲୁଇସ ସୁଆରେଜଙ୍କ ଉରୁଗୁଏ ଦଳ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ ଏରିନା ପଣ୍ଟାନାଲରେ ମଙ୍ଗଳବାର ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଥିଲା।…

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟରେ ଆର୍ଜେଣ୍ଟିନା

ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍‌ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଗ୍ରୁପ୍‌ ଏ’ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆର୍ଜେଣ୍ଟିନା ୧-୦ ଗୋଲରେ ପାରାଗୁଏକୁ ହରାଇ ଅଗ୍ରଗତି…

ନକ୍‌ଆଉଟ୍‌ରେ ଡେନ୍‌ମାର୍କ: ରୁଷିଆ ୪-୧ ଗୋଲରେ ପରାସ୍ତ

କୋପେନହାଗେନ,୨୩।୬: ଘରୋଇ ପରିବେଶରୁ ଫାଇଦା ଉଠାଇ ଡେନ୍‌ମାର୍କ ୟୁରୋ କପ୍‌ ଗ୍ରୁପ୍‌ ବି’ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ରୁଷିଆକୁ ୪-୧ ଗୋଲ ବୃହତ୍‌ ବ୍ୟବଧାନରେ ପରାସ୍ତ କରିଛି। ସ୍ଥାନୀୟ ପାର୍କେନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଡେନ୍‌ମାର୍କ ଆଧିପତ୍ୟ ବିସ୍ତାର କରି…

ୟୁରୋକପ୍‌ ଫୁଟ୍‌ବଲ: ବେଲ୍‌ଜିୟମର ହ୍ୟାଟ୍ରିକ ବିଜୟ

ସେଣ୍ଟ ପିଟର୍ସବର୍ଗ,୨୩।୬: ୟୁରୋକପ୍‌ରେ ବେଲ୍‌ଜିୟମ ତା’ର ଆଧିପତ୍ୟ ବଜାୟ ରଖିଛି। ଗ୍ରୁପ୍‌ ବି’ରେ ବେଲ୍‌ଜିୟମ ସବୁ ୩ଟି ଯାକ ମ୍ୟାଚ୍‌ରେ ବିଜୟୀ ହୋଇ ହ୍ୟାଟ୍ରିକ ଅର୍ଜନ କରିଛି। ମୋଟ ୯ ପଏଣ୍ଟ ହାସଲ କରି ବିଶ୍ୱର ଏହି ୧ ନମ୍ବର ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?