ଖେଳ

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ। ହେଲେ କିଛି ଖେଳାଳି ବହୁତ ଧିର ଖେଳନ୍ତି। ସେଭଳି କିଛି ଖେଳାଳି ଅଛନ୍ତି ଯେଉଁମାନେ…

ଅଶ୍ୱିନ୍‌ ଆଉଟ୍‌ ହେବାପରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ୍‌,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍‌ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍‌ରେ ବାଧାପ୍ରାପ୍ତ ହୋଇଛି। ଡବ୍ଲୁଟିସି ଫାଇନାଲ ହେବାର ଚାରି ଦିନ ବିତିଗଲାଣି। ଏଥିରୁ ପ୍ରଥମ ଏବଂ…

ନିର୍ଣ୍ଣାୟକ ଦିନରେ ଫାଇନାଲ; ଫଳାଫଳ ସମ୍ଭାବନା କମ୍‌

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ ନିର୍ଣ୍ଣାୟକ ଦିନରେ ପ୍ରବେଶ କରିଛି। କିନ୍ତୁ ମ୍ୟାଚ୍‌ର ଫଳାଫଳ ତଥା ବିଜେତା ମିଳିବାର ସମ୍ଭାବନା ଖୁବ୍‌ କମ୍‌। କେବଳ ବ୍ୟାଟିଂ ବିପର୍ଯ୍ୟୟ ହିଁ ଫଳାଫଳ ଦେଇପାରିବ। ୫ମ ଦିନ ଶେଷ…

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ ମାତ୍ର ଦୁଇ ଉଇକେଟ। ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାସଲ କରିଥିବା ବୋଲରଙ୍କ ତାଲିକାରେ ୭୦…

୨୪୯ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍‌ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ। ପୂରା ଇନିଂସରେ ଖୁଣ୍ଟ ଭଳି ଖେଳୁଥିବା ଓ୍ବିଲିୟମସନ ଅର୍ଦ୍ଧଶତକ…

ପାକିସ୍ତାନର ବ୍ୟାଟିଂ କୋଚ୍‌ ପଦରୁ ହଟିଲେ ପୂର୍ବତନ ଅଧିନାୟକ

କରାଚୀ,୨୨।୬: ପୂର୍ବତନ ଅଧିନାୟକ ୟୁନିସ ଖାନ ପାକିସ୍ତାନ ଦଳର ବ୍ୟାଟିଂ କୋଚ୍‌ ପଦରୁ ଓହରି ଯାଇଛନ୍ତି। ତାଙ୍କର ଏଭଳି ନିଷ୍ପତ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଚମକାଇ ଦେଇଛି। ତେବେ ବ୍ୟାଟିଂ କୋଚ୍‌ ପଦରୁ ହଟିବାର କାରଣ ୟୁନିସ କିମ୍ବା ପିସିବି…

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର ପ୍ରଥମ ଘଣ୍ଟା ନ୍ୟୁଜିଲାଣ୍ଡର ଅଧିନାୟକ କେନ ଓ୍ବିଲିୟମସନ ଓ ରସ ଟେଲର ବେଶ୍‌ ଧୈର୍ଯ୍ୟର…

ଟିମ୍‌ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍‌ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ ଜମି ଆସୁଥିବା ନ୍ୟୁଜିଲାଣ୍ଡର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର(୧୧)ଙ୍କୁ ପ୍ୟାଭିଲିଅନ ଫେରିବାକୁ ପଡ଼ିଛି। ୬୪…

ଏମିତି ଛକା ମାରିଲେ କ୍ରିକେଟର୍‌, ନିଜର ହେଲା କ୍ଷତି

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ଛକା ମାରିଲେ ବଲ ସୀମା ବାହାରେ ବସିଥିବା ଜଣେ ବ୍ୟକ୍ତିଙ୍କ ଉପରେ ପଡିବା ନୂଆକଥା ନୁହେଁ। କ୍ରିକେଟରେ ଏପରି ଅନେକ ଉଦାହରଣ ଅଛି। ଇଂଲଣ୍ଡର ୟର୍କସାୟାରରେ ଖେଳାଯାଇଥିବା ଏକ ସ୍ଥାନୀୟ କ୍ଲବ ମ୍ୟାଚରେ ମଧ୍ୟ ସମାନ ଘଟଣା…

୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

ଭାରତରେ କ୍ରିକେଟ୍‌ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଭିଡିଓରେ ସେ ବହୁତ ଚମତ୍କାର ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଛି। ଏହି…

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍‌ ହେଲେ ମୁରଲିଥରନ୍‌…

ନୂଆଦିଲ୍ଲୀ,୨୨।୬: ଟିମ୍‌ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍‌ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ହୋଇଥିବା ଚୟନ ପ୍ରକ୍ରିୟାରେ ଅଷ୍ଟ୍ରେଲିଆର ବୋଲର ଶେନ୍‌ ଓ୍ବାର୍ନ, ଡେଲ୍‌…

ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ ପାଇଁ ଉଭୟ ଦଳ କଠିନ ପରିଶ୍ରମ କରିଛନ୍ତି। ଗତ ଦୁଇ ବର୍ଷ ଧରି ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?