ଖେଳ

ପ୍ରବଳ ରାଗିଗଲେ ଏହି ବ୍ୟାଟ୍ସମ୍ୟାନ୍‌, ଫିଙ୍ଗିଦେଲେ ହେଲ୍‌ମେଟ୍‌

ଚେନ୍ନାଇ,୧୫।୨: ଦୁନିଆର ଶ୍ରେଷ୍ଠ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଆକ୍ରମଣାତ୍ମକ କ୍ରିକେଟର ଭାବେ ଜଣାଶୁଣା। ଷ୍ଟୋକ୍ସକୁ ପଡ଼ିଆ ଭିତରେ ଏବଂ ବାହାରେ ପ୍ରତିପକ୍ଷ ଖେଳାଳିଙ୍କ ସହ ଝଗଡା କରିବା ଦେଖାଯାଏ। ୨୯ ବର୍ଷୀୟ ଷ୍ଟୋକ୍ସ ଭାରତ ବିପକ୍ଷ ଚେନ୍ନାଇ ଟେଷ୍ଟର ଦ୍ୱିତୀୟ...

ହରଭଜନଙ୍କୁ ପଛରେ ପକାଇଲେ ଅଶ୍ୱିନ

ଚେନ୍ନାଇ,୧୫।୨(ପି.ଟି.): ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ଅକ୍ତିଆର କରି ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏକାଧିକ ସଫଳତା ଅର୍ଜନ କରିଛନ୍ତି। ଭାରତରେ ସେ ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇ ଦ୍ୱିତୀୟ ସର୍ବାଧିକ...

ପୋଲିସ୍‌ ଶିଲ୍ଡ: ଅର୍ଜୁନ ତେନ୍ଦୁଲକରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ

ମୁମ୍ବାଇ,୧୫।୨(ପି.ଟି.): ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଆନୁକୂଲ୍ୟରେ ଏଠାରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ...

ନାଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ କ୍ରିକେଟ: ଓଡ଼ିଶା- କର୍ନାଟକ ସେମିଫାଇନାଲ ଆଜି

ଭୁବନେଶ୍ୱର,୧୫।୨: ବେଙ୍ଗାଲୁରୁରେ ଚାଲିଥିବା ନାଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲ ମ୍ୟାଚରେ ବିଜୟୀ ହେବା ସହ ଓଡ଼ିଶା ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ସଚିନ ତେନ୍ଦୁଲକର ଷ୍ଟାଡିୟମରେ ଅନୁଷ୍ଠିତ ତୃତୀୟ କ୍ୱାର୍ଟର ଫାଇନାଲରେ ଓଡ଼ିଶା...

ଇଣ୍ଡିଆନ ସୁପର ଲିଗ୍:‌ ନର୍ଥଇଷ୍ଟଠାରୁ ହାରିଲା ଓଡ଼ିଶା, ଶୀର୍ଷରେ ଏଟିକେ ମୋହନ ବାଗାନ

ଭାସ୍କୋ,୧୫।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସିଠାରୁ ୩-୧ ଗୋଲରେ ଓଡ଼ିଶା ପରାସ୍ତ ହୋଇଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ନର୍ଥଇଷ୍ଟ ପ୍ରଭାବ ବିସ୍ତାର କରି ଖେଳିଥିଲା। ବିଜୟୀ ଦଳ...

ଅଙ୍କିତାଙ୍କ ପ୍ରଥମ ବିଜୟ

ମେଲବୋର୍ନ, ୧୫ା୨ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଅଙ୍କିତା ରାଇନା ଏକ ଡବ୍ଲ୍ୟୁଟିଏ ଟୁର୍‌ର ସିଙ୍ଗଲ୍ସ ମୁଖ୍ୟ ଡ୍ର’ରେ ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଫିଲିପ୍‌ ଆଇଲାଣ୍ଡ ଟ୍ରଫିର ପ୍ରଥମ ରାଉଣ୍ଡରେ ସେ ଏଲିସାବେଟା କୋକୋସିରେଟୋଙ୍କୁ ହରାଇ...

ଅଷ୍ଟ୍ରେଲିଆନ ଓପନ୍‌ ଟେନିସ୍‌: କ୍ୱାର୍ଟରରେ ସେରେନା, ହାଲେପ, ଓସାକା

ମେଲବୋର୍ନ,୧୫।୨: ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟ ରବିବାର ସପ୍ତମ ଦିବସରେ ପ୍ରବେଶ କରିଛି। ବର୍ଷର ଏହି ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଦଶମ ସିଡ୍‌ ଅମେରିକାର ଅଭିଜ୍ଞ ଖେଳାଳି ସେରେନା ଓ୍ବିଲିୟମ୍ସ, ଦ୍ୱିତୀୟ ସିଡ୍‌ ରୋମାନିଆର...

ଓ୍ବେଷ୍ଟଇଣ୍ଡିଜର କ୍ଲିନ୍‌ ସୁଇପ୍‌

ଢାକା, ୧୫ା୨ (ଏପି)- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ମ୍ୟାଚ୍‌କୁ ଓ୍ବେଷ୍ଟଇଣ୍ଡିଜ ୧୭ ରନରେ ଜିତି ନେଇଛି। ଏଥିସହିତ ଭ୍ରମଣକାରୀ ଦଳ ୨-୦ରେ କ୍ଲିନ ସୁଇପ୍‌ ସିରିଜ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ୩୯୫ରନର...

ଚମକିଲେ ଜୁନିୟର ତେନ୍ଦୁଲକର, ଗୋଟିଏ ଓଭରରେ ମାରିଲେ ୫ ଛକା

ମୁମ୍ବାଇ,୧୫।୨: ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍‌ସିଏ) ଆନୁକୂଲ୍ୟରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ ଓ ବଲ୍‌ରେ...

ଟି୨୦: ପାକିସ୍ତାନ ସିରିଜ ବିଜୟୀ

ଲାହୋର, ୧୫ା୨- ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତୃତୀୟ ତଥା ନିର୍ଣ୍ଣାୟକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ପାକିସ୍ତାନ ୮ଟି ବଲ୍‌ ଥାଇ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଥିସହିତ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜକୁ...

ସାହାଣୀ କପ୍‌ ଫୁଟ୍‌ବଲ ଚାମ୍ପିୟନଶିପ୍‌: କଟକକୁ ହରାଇ ସୁନ୍ଦରଗଡ଼ ଚାମ୍ପିୟନ

ସୁନ୍ଦରଗଡ଼, ୧୪।୨: ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ପକ୍ଷରୁ ଆୟୋଜିତ ୬୧ତମ ସାହାଣୀ କପ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ ରବିବାର ଫାଇନାଲ ଖେଳରେ ସୁନ୍ଦରଗଡ ଦଳ କଟକକୁ ହରାଇ ଚାମ୍ପିୟନ ହୋଇଛି। ଗତବର୍ଷ ବରଗଡଠାରେ ଅନୁଷ୍ଠିତ ସାହାଣୀ କପ୍‌ ଫୁଟବଲ...

ଚେନ୍ନାଇ ପିଚ୍‌କୁ ନେଇ ଦୁଇ ପ୍ରାକ୍ତନ ଖେଳାଳି ମୁହାଁମୁହିଁ

ନୂଆଦିଲ୍ଲୀ, ୧୪।୨ : ଚେନ୍ନାଇଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରୁ ହିଁ ସ୍ପିନରଙ୍କୁ ସହାୟତା ମିଳୁଛି। ୫ ଦିନିଆ ଟେଷ୍ଟର ଦ୍ୱିତୀୟ ଦିନ ସୁଦ୍ଧା ୨୧ଟି ଉଇକେଟ ପତନ ଘଟିଥିବାବେଳେ ସେଥିମଧ୍ୟରୁ ସ୍ପିନରଙ୍କ ହାତରେ ଲାଗିଛି ୧୬ଟି ଉଇକେଟ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri