ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
ସାଉଥାମ୍ପଟନ,୧୯।୬: ଏଜେସ ବାଉଲଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ଟିମ୍ ଇଣ୍ଡିଆର ଅଧିନାୟକ ଭାବେ ବିରାଟ କୋହଲି ଟସ୍ ପକାଇଥିଲେ। ଅବଶ୍ୟ ଟସ୍ ଜିତିବା ତାଙ୍କ ଭାଗ୍ୟ ନ ଥିଲା। କିନ୍ତୁ କ୍ରିକେଟର ଲମ୍ବା ଫର୍ମାଟରେ ଭାରତୀୟ…
ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍ ଷ୍ଟାର; ଫଟୋ ଶେୟାର କରି..
ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଛି। ଫଳରେ ବହୁତ କମ୍ ଲୋକ ମ୍ୟାଚ୍ ଦେଖିବାର…
ଟସ୍ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି
ସାଉଥମ୍ପାଟନ,୧୯।୬: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଖେଳ ଶନିବାର ଆରମ୍ଭ ହୋଇଛି। ଶୁକ୍ରବାର ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ ସମ୍ଭବ ହୋଇ ନ ଥିଲା। ତେବେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ…
ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ
ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି। ଏଥିରେ ଓଡ଼ିଶାର ୨ ଖେଳାଳି ଅଭିଜ୍ଞ ବୀରେନ୍ଦ୍ର ଲାକ୍ରା ଓ ପ୍ରତିଭାସମ୍ପନ୍ନ ଅମିତ ରୋହିଦାସ…
ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା
ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍ ଏହି ସୂଚନା ଦେଇଛନ୍ତି। ଓସାକା ବର୍ତ୍ତମାନ କିଛି ସମୟ ତାଙ୍କ ବନ୍ଧୁ ଓ ପରିବାର ସହ…
ଶେଫାଳିଙ୍କ ବିରଳ କୃତିତ୍ୱ
ବ୍ରିଷ୍ଟଲ, ୧୯।୬-ଏଠାରେ ଚାଲିଥିବା ଏକମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ସଂଘର୍ଷ କରୁଥିଲେ ହେଁ ବ୍ୟକ୍ତିଗତ ଭାବେ ଶେଫାଳି ବର୍ମା ଚମତ୍କାର ପ୍ରଦର୍ଶନ ଅବ୍ୟାହତ ରଖିଛନ୍ତି। ନିଜ ପଦାର୍ପଣ ଟେଷ୍ଟର ଉଭୟ ଇନିଂସରେ ଅର୍ଦ୍ଧଶତକ ହାସଲ କରି ସେ ଅନ୍ୟ…
ୟୁରୋକପ୍ ଫୁଟ୍ବଲ:ଅଷ୍ଟ୍ରିଆକୁ ହରାଇ ନେଦରଲାଣ୍ଡ୍ସ ନକ୍ଆଉଟ୍ରେ
ଆମଷ୍ଟରଡାମ,୧୯।୬: ୟୁରୋକପ୍ରେ ଗୁରୁବାର ନେଦରଲାଣ୍ଡ୍ସ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଖେଳାଯାଇଥିବା ମ୍ୟାଚ୍ରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଅଷ୍ଟ୍ରିଆକୁ ହରାଇଛି। ଏଥିସହ ନେଦରଲାଣ୍ଡ୍ସ ନକ୍ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛି। ମ୍ୟାଚ୍ର ୧୧ତମ ମିନିଟ୍ରେ ଫରଓ୍ବାର୍ଡ ମେମଫିସ୍…
କୋପା ଆମେରିକା ଫୁଟ୍ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ
ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍ରେ ୪-୦ ଗୋଲରେ ପେରୁକୁ ହରାଇଛି। ଏପର୍ଯ୍ୟନ୍ତ ମୋଟ ଉପରେ ବ୍ରାଜିଲ କ୍ରମାଗତ ନବମ ବିଜୟ ହାସଲ କରିଛି। ଏଥିସହ ବ୍ରାଜିଲ…
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ୧୯୫୮ କମନୱେଲଥ୍ ଗେମ୍ସର ଚାମ୍ପିଅନ…
ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ
ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ କ୍ୟାରିୟରର ପ୍ରଥମ ଟେଷ୍ଟ ମ୍ୟାଚ୍ର ଉଭୟ ପାଳିରେ ଖେଳିଛନ୍ତି ଅର୍ଦ୍ଧଶତକୀୟ ଇନିଂସ। ବିଶ୍ୱର ଚତୁର୍ଥ…
ମନ ଭାଙ୍ଗିଦେଲା ବର୍ଷା
ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି କି ବିନା ଟସ୍ରେ ଅଫିସିଆଲଙ୍କୁ ଷ୍ଟମ୍ପ୍ସ ଘୋଷଣା କରିବାକୁ ପଡ଼ିଛି। ମ୍ୟାଚ୍ ଲାଗି ଗୁରୁବାର…
ଆଇପିଏଲ ପାଇଁ ଖୁସି ଖବର
ଜାମାଇକା,୧୮ା୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁରୋଧ କ୍ରମେ କାରିବିୟନ ପ୍ରିମିୟର ଲିଗ୍ (ସିପିଏଲ)ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ୟୁଏଇରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ସିପିଏଲକୁ ଧାର୍ଯ୍ୟ…

