ଖେଳ

ଅଶ୍ୱିନଙ୍କ ନାମରେ ବିଶ୍ୱ ରେକର୍ଡ

ଚେନ୍ନାଇ, ୧୪।୨ : ଭାରତୀୟ ଦଳର ବରିଷ୍ଠ ସ୍ପନିର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଏକ ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ଇତିହାସର ପ୍ରଥମ ବୋଲର ଭାବେ ଟେଷ୍ଟ ଫର୍ମାଟରେ ୨୦୦ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହାତେଇଛନ୍ତି ଅଶ୍ୱିନ। ଇଂଲଣ୍ଡ...

ଭାରତ କବ୍‌ଜାରେ ଦ୍ୱିତୀୟ ଟେଷ୍ଟ

ଚେନ୍ନାଇ, ୧୪।୨: ସ୍ଥାନୀୟ ଚେପକ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ୨ୟ ଦିନ ସୁଦ୍ଧା ଭାରତ କବ୍‌ଜାରେ ରହିଛି। ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୩୦୦/୬)ରୁ ବ୍ୟାଟିଂ ଆରମ୍ଭ କରିଥିବା ଘରୋଇ ଦଳ ୩୨୯ ରନ୍‌ରେ ସୀମିତ ରହିଥିଲା। ଏହାପରେ...

ମାତ୍ର ୧ ଟଙ୍କା ଦେଇ ପେଟ ପୂରା ଖାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୪।୨: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ନିଜ ନିର୍ବାଚନ ମଣ୍ଡଳୀରେ ଅନେକ ସାମାଜିକ କଲ୍ୟାଣ କାର୍ଯ୍ୟ କରୁଛନ୍ତି। ନିକଟରେ ସେ ନିଜ ସଂସଦୀୟ କ୍ଷେତ୍ରରେ ଦ୍ୱିତୀୟ ଜନ ରସୋଇ କ୍ୟାଣ୍ଟିନ୍‌ ଆରମ୍ଭ...

ନିଆରା ରେକର୍ଡ ହାସଲ କଲା ଭାରତୀୟ ଦଳ

ଚେନ୍ନାଇ,୧୪।୨: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଟିମ ଇଣ୍ଡିଆ ୩୨୯ ରନ ସଂଗ୍ରହ କରିଥିଲା। ଏହି ମ୍ୟାଚ୍‌ ଟିମ ଇଣ୍ଡିଆ ଏକ ନିଆରା ରେକର୍ଡ ନେଇଛି। ଅତିରିକ୍ତ ରନ ବିନା ଟେଷ୍ଟର ଇନିଂସରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କୁ ପଛରେ ପକାଇଲେ ଆର୍‌. ଅଶ୍ୱିନ୍‌

ଚେନ୍ନାଇ,୧୪।୨: ଭାରତ ଏବଂ ଇଂଲଣ୍ଠ ମଧ୍ୟ ଦ୍ୱିତୀୟ ଟେଷ୍ଟ ଚେନ୍ନାଇରେ ଖେଳାଯାଉଛି। ପ୍ରଥମ ଇନିଂସରେ ଭାରତର ୩୨୯ ରନ୍‌ ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୧୩୪ ରନ ସଂଗ୍ରହ କରିଥିଲା। ଏହି ପରିପ୍ରେକ୍ଷୀରେ ଭାରତ ପ୍ରଥମ ଇନିଂସରେ ୧୯୫ରନର ଆଗୁଆ...

ହ୍ବିସିଲ୍‌ ମାରି ଦର୍ଶକଙ୍କୁ ଏମିତି ଡିମାଣ୍ଡ କଲେ କୋହଲି

ଚେନ୍ନାଇ,୧୪।୨: ଚେନ୍ନାଇର ଚେପାକ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଖେଳାଯାଉଛି। ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଭାରତୀୟ ସ୍ପିନରଙ୍କ ଆଧାରରେ ଟିମ ଇଣ୍ଡିଆ ଇଂଲଣ୍ଡ ଉପରେ କଡା ଜବାବ ଦେଇଛି।...

ମ୍ୟାନେଜର୍‌ଙ୍କୁ କରିଛନ୍ତି ଜୀବନସାଥୀ: ବେଶ୍‌ ରୋମାଣ୍ଟିକ୍‌ ହିଟ୍‌ମ୍ୟାନ୍‌ଙ୍କ ଲଭ୍‌ଷ୍ଟୋରୀ

ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଶତକୀୟ ପାଳି ଖେଳି ପ୍ରଶଂସକଙ୍କ ହୃଦୟ ଜିତିଥିବା ରୋହିତଙ୍କ ଜୀବନସାଥୀ ହେଲେ ରିତିକା ସଜଦେହ। ଉଭୟଙ୍କ ଲଭ୍‌ଷ୍ଟୋରୀ ବେଶ୍‌ ରୋମାଣ୍ଟିକ୍‌। ପ୍ରଥମେ ରୋହିତଙ୍କ ମ୍ୟାନେଜର ଥିଲେ ସେ। ଛଅ ବର୍ଷରୁ ଅଧିକ ସମୟ ଧରି ରୋହିତଙ୍କୁ...

ଅଶ୍ୱିନ୍‌ଙ୍କ ଜବରଦସ୍ତ ବୋଲିଂ, ଇଂଲଣ୍ଡ ଟିମ୍‌ ଘାଇଲା

ଚେନ୍ନାଇ,୧୪।୨: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ଜାରି ରହିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳ ପ୍ରଥମ ଇନିଂସରେ ୩୨୯ରନ୍‌ କରି ଅଲଆଉଟ୍‌ ହୋଇଛି। ଏହାପରେ ଇଂଲଣ୍ଡ ଦଳ ପ୍ରଥମ...

ତୃତୀୟ ଅମ୍ପାୟରଙ୍କ ତ୍ରୁଟି: ପୁନଃ ଲାଗୁ ହେଲା ଇଂଲଣ୍ଡର ଡିଆରଏସ୍‌

ଚେନ୍ନାଇ,୧୪।୨(ପି.ଟି.): ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିବସରେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। ତୃତୀୟ ଅମ୍ପାୟର ଅନିଲ ଚୌଧୁରୀଙ୍କ ଏକ ତ୍ରୁଟି ଯୋଗୁ ବିବାଦ ସୃଷ୍ଟି ହେବା ପରେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ନିୟମ ଅନୁସାରେ...

ଦ୍ୱିତୀୟ ଟି୨୦ରେ ଦକ୍ଷିଣ ଆଫ୍ରିକା ବିଜୟୀ

ଲାହୋର ୧୪ା୨: ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ଦକ୍ଷିଣ ଆଫ୍ରିକା ୬ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ ସ୍ତରକୁ ନେଇ ଆସିଛି। ଗୁରୁବାର ଅନୁଷ୍ଠିତ ପ୍ରଥମ...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର...

ନର୍ଥଇଷ୍ଟକୁ ଭେଟିବ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୧୪।୨(କ୍ରୀଡ଼ା ପ୍ରତିନିଧି)- ଗୋଆରେ ଚାଲିଥିବା ଇଣ୍ଡିଆନ ସୁପରଲିଗ୍‌ରେ ରବିବାର ଓଡ଼ିଶା ଏଫ୍‌ସି ଭାସ୍କୋର ତିଲକ ମୈଦାନରେ ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବ। ଭୁବନେଶ୍ୱରଭିତ୍ତିକ ଓଡ଼ିଶା ଦଳ ପୂର୍ବ ମ୍ୟାଚରେ ସଫଳ ପ୍ରତ୍ୟାବର୍ତ୍ତନ କରି କେରଳ ବ୍ଲାଷ୍ଟର୍ସ ବିପକ୍ଷ ମ୍ୟାଚକୁ ଡ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri