ଖେଳ

ବାଂଲାଦେଶରେ IPL ପ୍ରସାରଣ ନିଷେଧ ଉପରେ କେତେ କ୍ଷତି ସହିବ BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୫।୧: ଆଇପିଏଲ କେବଳ ଭାରତରେ ଏକ ଉତ୍ସବ ନୁହେଁ, ବରଂ ସାରା ବିଶ୍ୱରେ ଦେଖାଯାଉଥିବା ଏକ କ୍ରିକେଟ ମହାରଥୀ। କିନ୍ତୁ, ପଡ଼ୋଶୀ ବାଂଲାଦେଶର ହଠାତ୍‌ ଆଇପିଏଲ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇବା ଘୋଷଣା କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କରିଛି। କାରଣ…

ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ ନିଷ୍ପତ୍ତି ନେଉଛି । T୨୦ ବିଶ୍ୱକପ୍ ମ୍ୟାଚ୍ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରିବାକୁ ବାଂଲାଦେଶ…

ଦୁଇ ଝିଅ ପରେ ପୁଣିଥରେ ପିତା ହେଲେ Ambati Rayudu

ନୂଆଦିଲ୍ଲୀ,୫।୧: ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଷ୍ଟାର ବ୍ୟାଟସମ୍ୟାନ ଅମ୍ବାତି ରାୟୁଡୁ ଏବଂ ତାଙ୍କ ପତ୍ନୀ ଚେନ୍ନୁପାଲ୍ଲି ବିଦ୍ୟା ଏକ ପୁତ୍ର ସନ୍ତାନକୁ ସ୍ବାଗତ କରିଛନ୍ତି। ପୂର୍ବତନ ଭାରତୀୟ କ୍ରିକେଟର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ମାଧ୍ୟମରେ ତାଙ୍କ ପ୍ରଶଂସକ…

ଟିମ ଇଣ୍ଡିଆକୁ କେମିତି ଫେରିବେ ମହମ୍ମଦ ଶାମି,ଇରଫାନ କହିଲେ ସରଳ ସୂତ୍ର, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୫।୧: ଭାରତର ଘାତକ ଦ୍ରୁତ ବୋଲର ମହମ୍ମଦ ଶାମି ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏବେ, ସେ ଭାରତୀୟ ଦଳକୁ ଫେରି ପାରିବେ ନାହିଁ। ଶାମି ପ୍ରଥମେ ଆଘାତ ଯୋଗୁ ବାଦ ପଡ଼ିଥିଲେ,…

T20 World Cup 2026: ବାଂଲାଦେଶର ସମସ୍ତ T20 ବିଶ୍ୱକପ ମ୍ୟାଚ ଭାରତ ବାହାକୁ ସ୍ଥାନାନ୍ତରିତ ହେବ କି? ICC ନେଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧: ICC ପୁରୁଷ T20 ବିଶ୍ୱକପ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶର ସମସ୍ତ T20 ବିଶ୍ୱକପ ମ୍ୟାଚ ଭାରତ ବାହାରକୁ ସ୍ଥାନାନ୍ତର କରିବାକୁ ବିଚାର କରିପାରେ।…

ବାଂଲାଦେଶ ଟି-୨୦ ବିଶ୍ୱକପ ଦଳରେ ଖେଳିବେ ମୁସ୍ତାଫିଜୁର! ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୫।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଆସନ୍ତା ମାସରେ ହେବାକୁ ଥିବା T20 ବିଶ୍ୱକପ ପାଇଁ ଲିଟନ ଦାସଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଦଳ ଘୋଷଣା କରିଛି, ଦେଶର କ୍ରୀଡ଼ା ମନ୍ତ୍ରଣାଳୟ ଦଳକୁ ଭାରତରୁ ଶ୍ରୀଲଙ୍କାକୁ ଲିଗ ମ୍ୟାଚ ସ୍ଥାନାନ୍ତର…

ପଞ୍ଚମ ଆଶେସ୍‌ ଟେଷ୍ଟ: ପ୍ରଥମ ଦିନ ଖେଳ ସୁଦ୍ଧା ଇଂଲଣ୍ଡ ୨୧୧/ ୩

ସିଡ୍‌ନୀ,୪ା୧: ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ରବିବାରଠାରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ପଞ୍ଚମ ତଥା ଅନ୍ତିମ ଆଶେସ୍‌ ଟେଷ୍ଟ କ୍ରିକେଟ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଜୋ ରୁଟ୍‌ ଓ ହ୍ୟାରୀ ବ୍ରୁକ୍‌ଙ୍କ ୧୫୪ ରନ୍‌ର ଭାଗୀଦାରିତା ଯୋଗୁ ଇଂଲଣ୍ଡ ପ୍ରଥମ ଦିନ…

ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: କୋମାରୁ ବାହାରିଲେ ମାର୍ଟିନ

ସିଡ୍‌ନୀ,୪ା୧: ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ତଥା ଟେଷ୍ଟ ଲିଜେଣ୍ଡ ଡାମିଏନ ମାର୍ଟିନ କୋମାରୁ ବାହାରି ଆସିଛନ୍ତି। ଏ ନେଇ ସିଡ୍‌ନୀ ମର୍ନିଂ ହେରାଲ୍ଡରେ ରବିବାର ଏକ ରିପୋର୍ଟ ପ୍ରକାଶ ପାଇଛି। ୫୪ ବର୍ଷୀୟ ମାର୍ଟିନଙ୍କୁ ଗତ ୨୭…

”ଆମକୁ ଲଜ୍ଜା ଲାଗିବା କଥା…”, ISL ବିବାଦକୁ ନେଇ ଅଭିନେତା ଜନ୍ ଅବ୍ରାହାମ୍‌ଙ୍କ ଉଦବେଗ

ମୁମ୍ବାଇ,୪।୧: ଗମ୍ଭୀର ସଙ୍କଟ ଦେଇ ଗତି କରୁଛି ଭାରତୀୟ ଫୁଟବଲ। ଇଣ୍ଡିଆନ୍ ସୁପର ଲିଗ୍ (ISL)କୁ ନେଇ ଦିନକୁ ଦିନ ଦ୍ଵନ୍ଦ ବଢ଼ିବାରେ ଲାଗିଛି। ଚାଲିଥିବା ବିବାଦ ଉପରେ ବଲିଉଡ୍ ସୁପରଷ୍ଟାର ତଥା ନର୍ଥଇଷ୍ଟ ୟୁନାଇଟେଡ୍ ଏଫ୍‌ସି (NEUFC)ର ମାଲିକ ଜନ୍…

୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ଜୋରଦାର ପ୍ରସ୍ତୁତି କରୁଛି ଭାରତ: ପ୍ରଧାନମନ୍ତ୍ରୀ ଦେଲେ ଅପଡେଟ

ନୂଆଦିଲ୍ଲୀ,୪।୧: ୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ। ଏଥିପାଇଁ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି। ଏନେଇ ନିଜେ ଅପଡେଟ ଦେଇଛନ୍ତି ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ପ୍ରଧାନମନ୍ତ୍ରୀ ଦୃଢ଼ତାର ସହ କହିଛନ୍ତି ଯେ ଭାରତ ୨୦୩୬ ଅଲିମ୍ପିକ୍ସ ଗେମ୍ସ ଆୟୋଜନ କରିବା…

T20 World Cup: ଭାରତ ଆସିବନି ବାଂଲାଦେଶ କ୍ରିକେଟ ଟିମ୍, ଶ୍ରୀଲଙ୍କାରେ ସମସ୍ତ ମ୍ୟାଚ ଖେଳିବା ନେଇ ଆଗ୍ରହ

ନୂଆଦିଲ୍ଲୀ,୪।୧: BCCI ନିର୍ଦ୍ଦେଶରେ ମିସ୍ତାଫିଜୁରଙ୍କୁ କେକେଆରରୁ ବାଦ୍ ଦେବା ପରେ ପାଲଟା ପଦକ୍ଷେପ । T-୨୦ ବିଶ୍ବକପ୍ ଖେଳିବାକୁ ଭାରତ ଆସିବନି ବୋଲି କହିଲା ବାଂଲାଦେଶ । ବାଂଲାଦେଶ କ୍ରିକେଟ୍ ବୋର୍ଡ (BCB) ନିଷ୍ପତ୍ତି ନେଇଛି ଯେ ଏହା T୨୦ ବିଶ୍ୱକପ୍…

ବାଂଲାଦେଶ ଯାତ୍ରା କରିବ ନାହିଁ ଟିମ ଇଣ୍ଡିଆ? କାର୍ଯ୍ୟସୂଚୀ ଘୋଷଣା ସରିଛି, କିନ୍ତୁ ବିପଦରେ ଦୁଇ ଦେଶ ମଧ୍ୟରେ ODI ଏବଂ T20 ସିରିଜ

ନୂଆଦିଲ୍ଲୀ,୪।୧: ବାଂଲାଦେଶ କ୍ରିକେଟ ବୋର୍ଡ ଭାରତୀୟ କ୍ରିକେଟ ଦଳର ବାଂଲାଦେଶ ଗସ୍ତ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। ଟିମ ଇଣ୍ଡିଆ ବାଂଲାଦେଶରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଏବଂ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ବିସିବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?