ଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଓ୍ବିଲିୟମସନଙ୍କୁ ହଟାଇଲେ ସ୍ମିଥ

ଦୁବାଇ, ୧୭।୬(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର ନମ୍ବର ଓ୍ବାନ ସ୍ଥାନରୁ ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନଙ୍କୁ ହଟାଇଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ। ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ୪ର୍ଥ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ସାଉଥାମ୍ପଟନଠାରେ ଶୁକ୍ରବାରଠାରୁ…

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ…

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ୟୁରୋ ୨୦୨୦ ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍‌ ପୂର୍ବରୁ ଏକ…

ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ

ବ୍ରିଷ୍ଟଲ, ୧୭।୬- ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ମହିଳା କ୍ରିକେଟ ଟେଷ୍ଟ ମ୍ୟାଚ ବୁଧବାର ଆରମ୍ଭ ହୋଇଛି। ପାଖାପାଖି ୭ ବର୍ଷ ବ୍ୟବଧାନରେ ଭାରତୀୟ ମହିଳା ଏକ ଟେଷ୍ଟମ୍ୟାଚ ଖେଳିବା ସୁଯୋଗ ପାଇଛନ୍ତି। ଏଥିରେ ଭାରତର ୫ ଖେଳାଳି ଦୀପ୍ତି…

ମିରାନଚୁକ୍‌ଙ୍କ ଗୋଲରେ ଜିତିଲା ରୁଷିଆ

ସେଣ୍ଟ ପିଟର୍ସବର୍ଗ, ୧୭।୬- ଆଲେକ୍ସି ମିରାନଚୁକ୍‌ଙ୍କ ଗୋଲ ବଳରେ ରୁଷିଆ ଚଳିତ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ରୁଷିଆ ୧-୦ ଗୋଲରେ ଫିନ୍‌ଲାଣ୍ଡକୁ ପରାସ୍ତ କରିଛି। ମ୍ୟାଚର ୪୫+୨ମିନିଟରେ ରୁଷିଆ ପକ୍ଷରୁ ମିରାନଚୁକ୍‌ ଏକମାତ୍ର…

ପିଏସ୍‌ଏଲ୍‌ରୁ ଓହରିଲେ ଡୁପ୍ଲେସି

ଆବୁଧାବି, ୧୭।୬(ପି.ଟି.)- ପାକିସ୍ତାନ ସୁପରଲିଗ୍‌ (ପିଏସ୍‌ଏଲ) ଅବସରରେ କନକ୍‌ସନ (ସଂଘାତ)ର ସମ୍ମୁଖୀନ ହୋଇଥିବା ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ପ୍ରତିଯୋଗିତାର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ ଓହରି ଯାଇଛନ୍ତି। ଗତ ରବିବାର ପେଶାଓ୍ବର ଜାଲ୍‌ମି ବିପକ୍ଷ ମ୍ୟାଚ ବେଳେ ଏକ ଚୌକା…

ରୋନାଲ୍ଡୋ ବୋତଲ ହଟାଇବାରୁ କୋକା କୋଲାର ବଡ଼ କ୍ଷତି

ବୁଡାପେଷ୍ଟ,୧୭।୬ (ପି.ଟି.) : ୟୁରୋକପ୍‌ରେ ପର୍ତ୍ତୁଗାଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ହଙ୍ଗେରୀ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ତାଙ୍କ ଆଗରେ ରଖାଯାଇଥିବା କୋକା କୋଲା ବୋତଲ ହଟାଇ ଦେଇଥିଲେ। ଏହା କୋକା କୋଲା କମ୍ପାନୀର ପ୍ରଭୁତ କ୍ଷତି ଘଟାଇଛି।…

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ କୁବୋଟ ଓ ଏଡୁଆର୍ଡ ରୋଜର ଭାସେଲିନଙ୍କୁ ପରାସ୍ତ କରିଛନ୍ତି। ଫଳରେ ଭାରତୀୟ ଯୋଡ଼ି କ୍ୱାର୍ଟର…

କୋପା ଆମେରିକାରେ କରୋନା ସଙ୍କଟ

ସାଓ ପାଉଲୋ,୧୭।୬(ଏପି): ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ କରୋନା ଆକ୍ରାନ୍ତ ବୃଦ୍ଧି ପରିଲକ୍ଷିତ ହୋଇଛି। ୩୩ ଜଣ ଖେଳାଳି ଓ ଷ୍ଟାଫ୍‌ଙ୍କ ସମେତ ମୋଟ ୫୨ଜଣ ସଂକ୍ରମିତ ହେବା କଥା ବ୍ରାଜିଲ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ପୂର୍ବରୁ ୪୧ଟି…

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା ଫୁଟ୍‌ବଲ ପ୍ରଶାସନର ଦୁଇ ସର୍ବୋଚ୍ଚ ସଂସ୍ଥା ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ (ୟୁଏଏଫ୍‌ଏ)…

ରୋନାଲ୍ଡୋଙ୍କ ରେକର୍ଡ: ପର୍ତ୍ତୁଗାଲର ଦମ୍‌ଦାର ବିଜୟ

ବୁଦାପେଷ୍ଟ,୧୭।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ ଏହି ମ୍ୟାଚ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେ ୮୭ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ…

ୟୁରୋକପ୍‌ ଫୁଟ୍‌ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ

ମ୍ୟୁନିକ୍‌,୧୭।୬: ୟୁରୋକପ୍‌ ଫୁଟ୍‌ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍‌ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ କରିଛି। ତେବେ ଏକ ଆତ୍ମଘାତୀ ଗୋଲ କାରଣରୁ ଜର୍ମାନୀ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?