ଖେଳ

ରୋନାଲ୍ଡୋଙ୍କ ରେକର୍ଡ

ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ ଏହି ମ୍ୟାଚ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେ ୮୭ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ…

ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି

ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ ଖେଳାଳି। ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦ ଓ ସ୍ପିଡ୍‌ ଷ୍ଟାର ଶାହିନ ଶାହ ଆଫ୍ରିଦୀ…

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ସେ ଏବେ ଦ୍ୱିିତୀୟ ସ୍ଥାନରେ ଥିବାବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଲିକାର ଚତୁର୍ଥ…

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ ବୃତ୍ତିଗତ କ୍ରିକେଟ ଖେଳିପାରିବେ। ୨୦୧୩ରେ ଆଇପିଏଲ୍‌-୬ ସମୟରେ ସେ ସ୍ପଟ୍‌ ଫିକ୍ସିଂ ପାଇଁ ଚାଭାନଙ୍କୁ…

ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ ଦଳ ଏକ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ମ୍ୟାଚ ଜିତିଥାଏ । କିନ୍ତୁ ଗୋଟିଏ ଦଳ…

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି…

ଫର୍ମରେ ଥାଇ ମଧ୍ୟ ଡବ୍ଲୁଟିସି ଫାଇନାଲରୁ ବାଦ୍‌ ପଡିଲେ ଏହି ୫ ଖେଳାଳି

ଲଣ୍ଡନ,୧୬।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଭାରତ ୧୫ ଜଣିଆ ଦଳ ଘୋଷଣା କରିଛି। ଦଳରେ ଇଂଲଣ୍ଡ ଗସ୍ତରେ ଯାଇଥିବା ୨୦ ଖେଳାଳିଙ୍କ ମଧ୍ୟରୁ ୧୫ ଜଣଙ୍କୁ ଭାରତୀୟ ପରିଚାଳନା ଚୟନ କରିଛି। ପାଞ୍ଚ ଖେଳାଳି ବେଞ୍ଚରେ ବସିବେ। ବେଞ୍ଚରେ…

କୌଣସି ଚଳଚ୍ଚିତ୍ରଠାରୁ କମ୍‌ ନୁହେଁ ଏହି କ୍ରିକେଟର୍‌ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ

ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ଟେଷ୍ଟ ସିରିଜ ପାଇଁ ଦଳର ଏକ ଅଂଶ ଏବଂ ଏବେ ସେ…

ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ

ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର ଯାତ୍ରା ସମୟରେ ବିରାଟ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏବଂ ଝିଅ ଭାମିକାଙ୍କ ସହ…

‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌’

ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର ଟେଷ୍ଟ ଅଧିନାୟକ ଟିମ୍‌ ପେନ୍‌। ବିଶ୍ୱର ଏହି ଦୁଇ ଶ୍ରେଷ୍ଠ ଟେଷ୍ଟ ଦଳ ମଧ୍ୟରେ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ ହେବାକୁଥିବା ଏହି ମୁକାବିଲା ପାଇଁ ମୁଖ୍ୟ କୋଚ୍‌ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। କହୁଣିରେ…

ଏଏଫ୍‌ସି ଏସିଆନ କପ୍‌: କ୍ୱାଲିଫାୟର୍ସ ତୃତୀୟ ରାଉଣ୍ଡରେ ଭାରତ

ଦୋହା,୧୬।୬: ସୁନୀଲ ଛେତ୍ରୀଙ୍କ ନେତୃତ୍ୱାଧୀନ ଭାରତୀୟ ଫୁଟ୍‌ବଲ ଦଳ ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏସିଆନ କପ୍‌ କ୍ୱାଲିଫାୟର୍ସର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ସ୍ଥାନୀୟ ଜାସିମ ବିନ୍‌ ହମାଦ ଷ୍ଟାଡିୟମରେ ମଙ୍ଗଳବାର ୨୦୨୨ ଫିଫା ବିଶ୍ୱକପ୍‌ ତଥା ଏସିଆନ କପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?