ଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ ହେବାକୁଥିବା ଏହି ମୁକାବିଲା ପାଇଁ ମୁଖ୍ୟ କୋଚ୍‌ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। କହୁଣିରେ…

ଏଏଫ୍‌ସି ଏସିଆନ କପ୍‌: କ୍ୱାଲିଫାୟର୍ସ ତୃତୀୟ ରାଉଣ୍ଡରେ ଭାରତ

ଦୋହା,୧୬।୬: ସୁନୀଲ ଛେତ୍ରୀଙ୍କ ନେତୃତ୍ୱାଧୀନ ଭାରତୀୟ ଫୁଟ୍‌ବଲ ଦଳ ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏସିଆନ କପ୍‌ କ୍ୱାଲିଫାୟର୍ସର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ସ୍ଥାନୀୟ ଜାସିମ ବିନ୍‌ ହମାଦ ଷ୍ଟାଡିୟମରେ ମଙ୍ଗଳବାର ୨୦୨୨ ଫିଫା ବିଶ୍ୱକପ୍‌ ତଥା ଏସିଆନ କପ୍‌…

୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ

ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ ମଧ୍ୟରେ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ଆବଶ୍ୟକ ପ୍ରସ୍ତୁତିର ସୁଯୋଗ ପାଇ…

ସ୍ପେନ୍‌- ସ୍ବିଡେନ ମ୍ୟାଚ୍‌ ଗୋଲ ଶୂନ୍ୟ

ସେଭିଲେ,୧୬।୬: ୟୁରୋକପ୍‌ରେ ଗ୍ରୁପ୍‌ ଇ’ରେ ସୋମବାର ସ୍ପେନ୍‌ ଓ ସ୍ବିଡେନ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଶେଷ ହେବା ସହ ଅମୀମାଂସିତ ରହିଥିଲା। ସ୍ଥାନୀୟ ଲା କାର୍ଟୁଜା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅବଶ୍ୟ…

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ଏଥିସହ ସ୍ଲୋଭାକିଆ ୩ ପଏଣ୍ଟ ହାସଲ କରି ଗ୍ରୁପ୍‌…

ପାରାଗୁଏଠାରୁ ହାରିଲା ବଲିଭିଆ

ରିଓ ଡି ଜାନେଇରୋ,୧୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍‌ରେ ପଛରେ ଥାଇ ପ୍ରତ୍ୟାବର୍ତ୍ତନ କରି ପାରାଗୁଏ ୩-୧ ଗୋଲରେ ବଲିଭିଆକୁ ପରାସ୍ତ କରିଛି। ଦ୍ୱିତୀୟାର୍ଦ୍ଧରେ ୩ଟି ଗୋଲ ସ୍କୋର କରି ପାରାଗୁଏ ଶେଷରେ ବାଜି…

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ ଜୀବନୀକୁ ନେଇ ଲାଇଟ୍‌ ଓ ପ୍ରୋଜେକ୍ସନ ଦ୍ୱାରା ସମ୍ମାନ ପ୍ରଦର୍ଶନ କରାଯାଇଥିଲା। ନିଲଟୋନ ସାଣ୍ଟୋସ…

କୋପା ଆମେରିକା ଫୁଟ୍‌ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍‌ ଡ୍ର

ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ଗ୍ରୁପ୍‌ ବି’ରେ ଆର୍ଜେଣ୍ଟିନା ଚିଲି ବିପକ୍ଷ ଏହି ମ୍ୟାଚ୍‌କୁ ଡ୍ର ରଖିଛି।…

ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ

ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବ୍ରିସବେନ ଟେଷ୍ଟର ହିରୋ ଶାର୍ଦ୍ଦୁଳ ଠାକୁରଙ୍କ ସ୍ଥାନରେ…

ଡବ୍ଲ୍ୟୁଟିସି ଫର୍ମାଟରେ ପରିବର୍ତ୍ତନ ଚାହାନ୍ତି ସଚିନ

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଟେଷ୍ଟ ଫର୍ମାଟର ସବୁଠୁ ବଡ଼ ସମ୍ମାନ ପାଇଁ ଲଢ଼େଇ କରିବେ ନ୍ୟୁଜିଲାଣ୍ଡ ଓ ଟିମ୍‌ ଇଣ୍ଡିଆ। ବିଜେତାଙ୍କୁ ଟେଷ୍ଟ ଗଦା ସହ ପୁରସ୍କାର ବାବଦକୁ ୧.୬ ନିୟୁତ ଡଲାରର ଚେକ୍‌ ମିଳିବ। ଟି୨୦ ଓ…

ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌; ପଢ଼ାଇଲେ ଅସଲ କ୍ରିକେଟ ପାଠ…

ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ ଗତିଶୀଳ ରଖିବା ପାଇଁ ଆଗ୍ରହ ଦେଖାଉ ନ ଥିବାରୁ ତାଙ୍କୁ ସମାଲୋଚନା କରାଯାଇଥିଲା। ହେଲେ…

ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୬: ଖୁବ୍‌ କମ୍‌ ମ୍ୟାଚ୍‌ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ ସ୍ପିନର ଭାବେ ଗଣାଯାଉଥିବା ଅଶ୍ୱିନ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ କାରଣରୁ ଏକଦା ବ୍ୟାନ ହୋଇଥାନ୍ତେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?