ଖେଳ

ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’

ନୂଆଦିଲ୍ଲୀ,୧୫।୬: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ତାଙ୍କ ପୁସ୍ତକ ‘ବିଲିଭ୍‌-ହ୍ବାଟ୍‌ ଲାଇଫ୍‌ ଆଣ୍ଡ କ୍ରିକେଟ ଟଟ୍‌ ମି’ରେ ଅନେକ ରହସ୍ୟ ଉପରୁ ପରଦା ହଟାଇଥିଲେ। ନିଜ ଆତ୍ମଜୀବନୀରେ ରାଇନା ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ନେଇ କିଛି କଥା ଶେୟାର…

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଓପନର ରୋହିତ ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଇଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌…

ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’

ନୂଆଦିଲ୍ଲୀ,୧୫।୬: ନିକଟ ଅତୀତରେ ଆଫଗାନିସ୍ତାନର କ୍ରିକେଟରମାନେ ଉଲ୍ଲେଖନୀୟ କ୍ରିକେଟ ଖେଳି ଚର୍ଚ୍ଚାରେ ରହିଥିଲେ। ସେମାନଙ୍କ ମଧ୍ୟରୁ ମୁଜିବ-ଉର-ରହମନ ଏବଂ ରଶିଦ ଖାନ ଭଳି ସ୍ପିନ୍‌ ବୋଲର୍‌ ଅନ୍ୟତମ। ଏହାଛଡ଼ା ଦ୍ରୁତ ବୋଲର୍‌ ନବୀନ-ଉଲ୍‌-ହକ ମଧ୍ୟ ଆଫଗାନିସ୍ତାନର ଜଣେ ଉଦୀୟମାନ ଖେଳାଳି। ସେ…

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଏକ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ଶିଖର ଧାଓ୍ବନଙ୍କ…

ଦିନେ ରାସ୍ତାରେ ଭୋକିଲା ବୁଲୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କେନିଆର ପୂର୍ବତନ ଅଧିନାୟକ ମରିସ ଓଡୁମ୍ବେ ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। କେନିଆର ଶ୍ରେଷ୍ଠ ଖେଳାଳିମାନଙ୍କ ମଧ୍ୟରୁ ଓଡୁମ୍ବେ ଅନ୍ୟତମ। ତାଙ୍କ ଅଧିନାୟକତ୍ୱରେ ୧୯୯୬ ବିଶ୍ୱକପ୍‌ରେ କେନିଆ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଏକ ବଡ଼ ଓଲଟପାଲଟ କରିଥିଲା। କେନିଆ ୱେଷ୍ଟଇଣ୍ଡିଜକୁ…

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ ରନର୍‌ ଅପ ୫.୮୫ କୋଟି ଟଙ୍କା ପାଇବ। ସବୁଠୁ ରୋଚକ କଥା ହେଉଛି ଡବ୍ଲୁଟିସି…

ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍‌ ଶୁଭମନ ଗିଲ୍‌: ମିଳିଲା ରୋଚକ ଉତ୍ତର

ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି ଭିନ୍ନ ତାହା ଗିଲ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ ପ୍ରକାଶ କରିଛନ୍ତି ଯେ…

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ସୂଚନା ଦେଇଛନ୍ତି। ଶ୍ରୀଲଙ୍କା ଗସ୍ତକ୍ରମ ପାଇଁ…

ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ

ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍‌ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ ରିତିକା ଷ୍ଟାଡିୟମରେ ବିବ୍ରତ ଦେଖାଯାନ୍ତି। ରୋହିତ ଏବଂ ରିତିକା ଦୀର୍ଘ ସମୟ ଧରି ପରସ୍ପରକୁ…

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ ଘୋଷଣା ଅନୁଯାୟୀ ନିୟମିତ ଅଧିନାୟକ କେନ ୱିଲିୟମସନ ଦଳକୁ ଫେରିଛନ୍ତି। ଅସୁସ୍ଥତା ହେତୁ ସେ…

ରକ୍ତଦାନ କଲେ ତେନ୍ଦୁଲକର

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିବାପାଇଁ ଆଗଭର ହେବାଲାଗି ନାଗରିକମାନଙ୍କୁ ନିବେଦନ କରିଛନ୍ତି। ଆମ ସମସ୍ତଙ୍କ…

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ତୃତୀୟ ସିଡ୍‌ ମାଳବିକା ୨୧-୧୪, ୨୧-୧୧ରେ ଆୟର୍ଲାଣ୍ଡର ରଚେଲ ଡାରାଗ୍‌ଙ୍କୁ ପରାସ୍ତ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?