ଖେଳ

ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୪ା୬ (ପି.ଟି.)-ବାଂଲାଦେଶର ପୂର୍ବତନ ଅଧିନାୟକ ମୁସ୍‌ଫିକର ରହିମ ଓ ସ୍କଟିଶ ଅଲ୍‌ରାଉଣ୍ଡର କ୍ୟାଥରିନ୍‌ ବ୍ରାଇସ୍‌ ଯଥାକ୍ରମେ ପୁରୁଷ ଓ ମହିଳା ବର୍ଗରେ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ସୋମବାର…

କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍‌ଘାଟନୀ ମ୍ୟାଚ

  ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍‌ଘାଟିତ ହୋଇଛି। ଉଦ୍‌ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ ଅଭିଯାନ ଆରମ୍ଭ କରିଛି। ରବିବାର ରାତିରେ ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ…

ମହିଳା କ୍ରିକେଟ ଖେଳାଳିଙ୍କୁ ରାହାନେଙ୍କ ଟିପ୍ସ

ନୂଆଦିଲ୍ଲୀ, ୧୫।୬(ପି.ଟି.)-ଭାରତୀୟ ମହିଳା କ୍ରିକେଟ ଦଳ ଦୀର୍ଘ ୭ ବର୍ଷ ବ୍ୟବଧାନରେ ଟେଷ୍ଟ ମ୍ୟାଚ ଖେଳିବାକୁ ଯାଉଛି। ଇଂଲଣ୍ଡ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ମିଥାଲି ରାଜଙ୍କ ନେତୃତ୍ୱାଧୀନ ମହିଳା ଦଳର ଖେଳାଳିଙ୍କୁ ଟିମ୍‌ ଇଣ୍ଡିଆ ଉପଅଧିନାୟକ ଅଜିଙ୍କ୍ୟ ରାହାନେ…

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସେ ୯ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ପଶ୍ଚିମବଙ୍ଗର ଆରଣ୍ୟକ ଘୋଷ ଏବଂ ମଧ୍ୟପ୍ରଦେଶର…

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର ବିଜେତା ତଥା ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଙ୍କୁ ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଗଦା ସହ…

ସାଉଥାମ୍ପଟନ ପିଚ୍‌ରେ ଦେଖିବାକୁ ମିଳିବ ପେସ, ବାଉନ୍ସ

ସାଉଥାମ୍ପଟନ, ୧୪।୬:ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଜେସ ବାଉଲଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପାଇଁ ପ୍ରସ୍ତୁତ ପିଚ୍‌ ପେସର କିମ୍ବା ସ୍ପିନରଙ୍କୁ ସୁହାଇବ, ସେ ନେଇ ଖୁବ…

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା ପାଇଁ ସାଉଥମ୍ପଟନ ଗ୍ରାଉଣ୍ଡରେ ଅବତରଣ କରିବ। ଏହି ସମୟ ମଧ୍ୟରେ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ…

କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ

ନଟିଂହାମ୍‌(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍‌ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ ଶୁଆଇଙ୍କୁ ୬-୨, ୬-୧ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ…

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ ଲେଖାଏ ଖେଳାଳିଙ୍କୁ ତାଲିକାଭୁକ୍ତ କରାଯାଇଛି। ଜୁନ୍‌ ୧୮ରେ ସାଉଥାମ୍ପଟନଠାରେ ଭାରତ ବନାମ ନ୍ୟୁଜିଲାଣ୍ଡ ଉଦ୍‌ଘାଟନୀ…

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର ଆନ୍ନା ଟାଟ୍ରାନୋଭାଙ୍କୁ ୨୧-୧୩, ୨୧-୧୦ରେ ହରାଇ ଦେଇଛନ୍ତି। ଏହି ୧୯ ବର୍ଷୀୟା ଖେଳାଳି ଫାଇନାଲ…

ନୋଭାକ୍‌ ଜୋକୋଭିଚ୍‌ ଚାମ୍ପିୟନ

ପ୍ୟାରିସ, ୧୪।୬-ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ୍‌ଙ୍କୁ ୬-୭(୬/୮), ୨-୬, ୬-୩, ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି।…

କ୍ରେଜିକୋଭାଙ୍କୁ ଡବଲ ଟାଇଟଲ

ପ୍ୟାରିସ, ୧୪।୬-ଚେକ୍‌ ରିପବ୍ଲିକ୍‌ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଥିବା ଏହି ଚେକ୍‌ ଖେଳାଳି ମହିଳା ଡବଲ୍ସରେ ମଧ୍ୟ ଟାଇଟଲ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?