ଖେଳ

୧୦୦ ମି. ବ୍ୟାକ୍‌ଷ୍ଟ୍ରୋକ୍‌ରେ ରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲିଆ ମହିଳା ସନ୍ତରଣକାରୀ

ଆଡିଲେଡ୍‌,୧୪।୬(ଏପି): ଅଷ୍ଟ୍ରେଲୀୟ ସନ୍ତରଣକାରୀ କୋଲି ମ୍ୟାକ୍‌କେଓନ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ ଇଭେଣ୍ଟରେ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ରବିବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ଅଲିମ୍ପିକ ଟ୍ରାଏଲ୍ସରେ ୧୯ ବର୍ଷୀୟ ମ୍ୟାକ୍‌କେଓନ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସାଉଥ୍‌ ଅଷ୍ଟ୍ରେଲିଆନ ଆକ୍ୱାଟିକ୍‌ ସେଣ୍ଟରରେ ସେ ୫୭.୪୫…

ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା

ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍‌ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି କାରଣରୁ ଆସନ୍ତା ୩ ମ୍ୟାଚରୁ ବାସନ୍ଦ ହୋଇଛନ୍ତି ଆଇସିସି ଦିନିକିଆ କ୍ରିକେଟର ଶୀର୍ଷ ର଼୍ୟାଙ୍କଧାରୀ…

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ହାତରୁ ଚାଲି ଯାଇଛି ନମ୍ବର ଓ୍ବାନ ଟେଷ୍ଟ ଦଳର…

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଇତିହାସ ରଚିଲା ନ୍ୟୁଜିଲାଣ୍ଡ: ୨୨ ବର୍ଷ ପରେ କଲା ଏମିତି କାରନାମା

ଏଜବେଷ୍ଟନ,୧୩।୬: ଆୟୋଜକ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିଛି। ଦଳ ଦ୍ୱିତୀୟ ଟେଷ୍ଟରେ ୮ ଉଇକେଟ ଜିତିଛି। ପ୍ରଥମ ମ୍ୟାଚ ଡ୍ର ଥିଲା। ଦ୍ୱିତୀୟ ଟେଷ୍ଟ ଚାରି ଦିନ ମଧ୍ୟରେ ମ୍ୟାଚ ଶେଷ ହୋଇଥିଲା।…

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫାଫ୍‌ ଆହତ ହେବାରୁ ତାଙ୍କ ସ୍ତ୍ରୀ ଇମାରୀ ଚିନ୍ତାରେ ପଡି…

କ୍ରିକେଟ୍‌ ଇତିହାସରେ ଆଜି ଏକ ଖାସ୍‌ ଦିନ: ୧୮ ବର୍ଷ ପୂର୍ବେ ଘଟିଥିଲା ଏମିତି..

କ୍ରିକେଟ ଇତିହାସରେ ଆଜି ଏକ ଖାସ୍‌ ଦିନ। ୧୮ ବର୍ଷ ପୂର୍ବେ ୧୩ ଜୁନ, ୨୦୦୩ ରେ କ୍ରିକେଟର ତୃତୀୟ ଫର୍ମାଟ ଅର୍ଥାତ୍‌ ଟି-୨୦ କ୍ରିକେଟ ଆରମ୍ଭ ହୋଇଥିଲା। କିଛି ବର୍ଷ ମଧ୍ୟରେ ଟି-୨୦ କ୍ରିକେଟ ଅତୁଳନୀୟ ଲୋକପ୍ରିୟତା ହାସଲ କରିଛି।…

ଫାଇନାଲରେ ବୋଲିଂ କରିବେ କି କୋହଲି

ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ ଖେଳିବାକୁ ପଡ଼ିଆକୁ ଓହ୍ଲାଇବ। ଏହି ଐତିହାସିକ ଫାଇନାଲ ପାଇଁ ଟିମ ଇଣ୍ଡିଆ କଠିନ ପରିଶ୍ରମ…

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ ଫାର୍ମରେ…

ଦକ୍ଷିଣ ଆଫ୍ରିକାର ଏକ ଇନିଂସ ୬୩ ରନରେ ବିଜୟୀ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ୍‌ ଲୁସିଆ),୧୩ା୬ : କାଗିସୋ ରାବାଡାଙ୍କ ୫ ଉଇକେଟ ସଫଳତା ଯୋଗୁ ଏଠାରେ ପ୍ରଥମ ଟେଷ୍ଟ କ୍ରିକେଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ ଓ ୬୩ ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା…

କୋପା ଆମେରିକା ଫୁଟ୍‌ବଲ : ବ୍ରାଜିଲ- ଭେନିଜୁଏଲା ଉଦ୍‌ଘାଟନୀ ମ୍ୟାଚ୍‌

ବ୍ରାସିଲିଆ,୧୩।୬: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଟୁର୍ନାମେଣ୍ଟ ବିବେଚିତ ହେଉଥିବା କୋପା ଆମେରିକା ରବିବାରଠାରୁ ଆରମ୍ଭ ହେବ। ଦକ୍ଷିଣ ତଥା ଲାଟିନ ଆମେରିକାର ସର୍ବଶ୍ରେଷ୍ଠ ଫୁଟ୍‌ବଲ ଟୁର୍ନାମେଣ୍ଟ ବିବେଚିତ ହେଉଥିବା କୋପା ଆମେରିକାର ଉଦ୍‌ଘାଟନୀ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ତଥା ଆୟୋଜକ…

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩ ରନ୍‌ରେ ଅଲ୍‌ଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୧୧୯.୧ ଓଭରରେ ୩୮୮ ରନ୍‌କରି ଅଲ୍‌ଆଉଟ ହେବା…

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ ତଳେ ଯାଇଥିଲେ। ପ୍ରଥମାର୍ଦ୍ଧ ଖେଳର ଶେଷ ଭାଗରେ ସାଇଡ୍‌ଲାଇନ୍‌ ନିକଟରେ ଏହା ଘଟିଥିଲା। ସାଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?