ଖେଳ

ଟେଷ୍ଟରେ ୩୦୦ ଉଇକେଟ ପୂରଣ କଲେ ଈଶାନ୍ତ

ଚେନ୍ନାଇ, ୮ା୨- ଭେଟେରାନ ପେସର ଈଶାନ୍ତ ଶର୍ମା ସୋମବାର କିମ୍ବଦନ୍ତୀ ଭାରତୀୟ ବୋଲରଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଡାନ ଲରେନ୍ସଙ୍କୁ ଏଲବିଡବ୍ଲ୍ୟୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୩୦୦...

ଚେନ୍ନାଇ ଟେଷ୍ଟ ଜିତିବା ଭାରତ ପାଇଁ କଷ୍ଟକର

ଚେନ୍ନାଇ, ୮ା୨- ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳକୁ ଜିତିବା ପାଇଁ ଆହୁରି ୩୮୧ ରନ୍‌ ଦରକାର। ଟିମ୍‌ ଇଣ୍ଡିଆ ହାତରେ ୯ଟି ଦ୍ୱିତୀୟ ଇନିଂସ ଉଇକେଟ ରହିଛି। ଅନ୍ତିମ ଦିନରେ ଏତେ...

ସଡ଼କ ଦୁର୍ଘଟଣାରେ ଆଖିବୁଜିଲେ ଏହି ପୂର୍ବତନ କ୍ରିକେଟର

ବ୍ରିଜଟାଉନ, ୮।୨: ୧୯୯୦ରେ ଇଂଲଣ୍ଡ ବିପକ୍ଷରେ ଡେବ୍ୟୁ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବତନ ଦ୍ରୁତ ବୋଲର ଇଜ୍ରା ମୋସଲିଙ୍କର ଶନିବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସକାଳେ ମୋସଲି ରାଜପଥରେ ସାଇକେଲ ଚଲାଉଥିବା ବେଳେ ବ୍ରିଜଟାଉନର ଖ୍ରୀଷ୍ଟଚର୍ଚ ନିକଟରେ ଏକ...

୧୧୪ ବର୍ଷ ପରେ କ୍ରିକେଟ୍‌ରେ ଏମିତି କାରନାମା କଲେ ଅଶ୍ୱିନ୍‌

ଚେନ୍ନାଇ,୮।୨:ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଭାରତୀୟ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ସ୍ପିନର ଭାବେ   ଇନିଂସର ପ୍ରଥମ ବଲରେ ଉଇକେଟ ନେଇଛନ୍ତି। ଚେନ୍ନାଇ ଟେଷ୍ଟରେ ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ଅଶ୍ୱିନ ଓପନର୍‌ ରୋରୀ ବର୍ନସଙ୍କ ଉଇକେଟ ନେଇଥିଲେ। ଜଣେ ସ୍ପିନର...

ନିଆରା ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ଚେନ୍ନାଇ,୮।୨:ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଦେଖିବାକୁ ମିଳୁଛି। ଏହି ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ସାମ୍ନାରେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଛି।...

ସୁନ୍ଦରଙ୍କ ଚମତ୍କାର ଇନିଂସ: ଭାରତ ପ୍ରଥମ ଇନିଂସରେ ୩୩୭ ରନ୍‌ରେ ଅଲଆଉଟ୍‌

ଚେନ୍ନାଇ,୮।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୩୩୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଇଂଲଣ୍ଡର ପ୍ରଥମ ଇନିଂଶ ସ୍କୋର ୫୭୮ ରନ୍‌ ଜବାବରେ ଭାରତ ୩୩୭ ରନ୍‌ କରିବାରେ ସମର୍ଥ ହୋଇଛି।...

ସ୍ତ୍ରୀଙ୍କ ସହ ସାଉଥ୍‌ ସୁପରଷ୍ଟାରଙ୍କୁ ଭେଟିଲେ ୟୁଜବେନ୍ଦ୍ର: ପ୍ରଶଂସକ କହିଲେ ଏମିତି…

ଗୋଟିଏ ପଟେ ଭାରତୀୟ ଦଳ ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳୁଥିବା ବେଳେ ଅନ୍ୟପଟେ ଭାରତୀୟ ଖେଳାଳି ୟୁଜବେନ୍ଦ୍ର ଚହଲ କୋରାଓଗ୍ରାଫର-ୟୁଟ୍ୟୁବ୍‌ର ସ୍ତ୍ରୀ ଧନଶ୍ରୀ ବର୍ମାଙ୍କ ସହ ବାଙ୍ଗାଲୁରୁରେ ବୁଲୁଛନ୍ତି। ଏହି ଅବସରରେ ୟୁଜବେନ୍ଦ୍ର ସ୍ତ୍ରୀ ଧନଶ୍ରୀଙ୍କ...

ବିରାଟ କୋହଲିଙ୍କୁ ନେଇ ଚିନ୍ତାରେ ଭାରତୀୟ ଦଳ

ବିରାଟ କୋହଲି ଏବେ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଅଟନ୍ତି। ଏକଦିବସୀୟ ଏବଂ ଟି -୨୦ ବ୍ୟତୀତ କୋହଲି ଟେଷ୍ଟ କ୍ରିକେଟର ଶ୍ରେଷ୍ଠ -୩ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅଛନ୍ତି। ଘରୋଇ ପଡିଆରେ ତାଙ୍କର ସର୍ବାଧିକ ଆଭରେଜ୍‌ ରହିଛି। ତେବେ ବିରାଟ କୋହଲିଙ୍କ...

ଲୋକଙ୍କୁ ସାହାଯ୍ୟ ମାଗିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି

ଚେନ୍ନାଇ,୮।୨: ରବିବାର ଉତ୍ତରାଖଣ୍ଡର ଚାମୋଲି ଜିଲାରେ ନନ୍ଦାଦେବୀ ଗ୍ଲେସିୟର ଫାଟିବାରୁ ଋଷିଗଙ୍ଗା ଉପତ୍ୟକାରେ ହଠାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫୦ରୁ ଅଧିକ ଶ୍ରମିକ ନିଖୋଜ ଅଛନ୍ତି।...

ମୃତ୍ୟୁକୁ ହରାଇଥିବା କ୍ରିକେଟର୍‌ ରଚିଲେ ଇତିହାସ

ଚଟ୍ଟୋଗ୍ରାମ,୮।୨: ବାଂଲାଦେଶର ଚଟ୍ଟୋଗ୍ରାମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ୍‌ ଘରୋଇ ଦଳକୁ ୩ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ ଖାସ୍‌ ଥିଲା। ବାଂଲାଦେଶ ଓ୍ବେଷ୍ଟଇଣ୍ଡିଜ୍‌କୁ ୩୯୫ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ଦେଇଥିଲା। ଏହି ଲକ୍ଷ୍ୟକୁ ପିଛା...

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଖାସ୍‌ ଦିନ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜ୍‌ର ପ୍ରଥମ ଟେଷ୍ଟ ଚେନ୍ନାଇର ଚେପକ ଷ୍ଟାଡିୟମରେ ଖେଳାଯାଉଛି। ଏହି ଟେଷ୍ଟରେ ଇଂଲଣ୍ଡ ପ୍ରଥମ ପାଳିରେ ବିଶାଳ ୫୭୮ ରନ୍‌ ସ୍କୋର ଛିଡା କରିଛି। ଏହାର ଜବାବରେ ଭାରତ ତୃତୀୟ ଦିନ ଖେଳ...

ଏକମାତ୍ର ଭାରତୀୟ ଭାବେ ଆଜାରୁଦ୍ଦିନଙ୍କ ନାଁରେ ରହିଛି ଏହି ନିଆରା ରେକର୍ଡ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନ ୫୮ତମ ଜନ୍ମଦିବସ ପାଳନ କରୁଛନ୍ତି। ଭାରତ ପକ୍ଷରୁ ଟେଷ୍ଟ ଏବଂ ଏକଦିବସୀୟ ମ୍ୟାଚ୍‌ରେ ଅଧିନାୟକ ଦାୟିତ୍ୱ ତୁଲାଇ ଥିବା ଆଜାରୁଦ୍ଦିନ ନିଜ କ୍ୟାରିୟର ଅନେକ ରେକର୍ଡ ହାସଲ କରିଛନ୍ତି। ୧୯୬୦,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri