ଖେଳ

ପନ୍ତଙ୍କ ଅପରାଜିତ ଶତକ, ଶୁବମନ ୮୫

ସାଉଥାମ୍ପଟନ, ୧୩ା୬ (ପି.ଟି.)-ଏଠାରେ ଭାରତୀୟ କ୍ରିକେଟ ଦଳର ଇଣ୍ଟ୍ରା-ସ୍କ୍ବାଡ ମ୍ୟାଚ୍‌ରେ ରିଷଭ ପନ୍ତ ଅପରାଜିତ ଶତକ ହାସଲ କରିଥିବାବେଳେ ଓପନର ଶୁବମନ ଗିଲ୍‌ ଆକର୍ଷଣୀୟ ୮୫ରନ ସହ ଭଲରୂପେ ଓ୍ବାର୍ମ ଅପ୍‌ ହୋଇଛନ୍ତି। ବିରାଟ କୋହଲି ଓ କେଏଲ୍‌ ରାହୁଲ ଦୁଇଟି…

ମୀରାବାଈ ଚାନୁଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ମହିଳା ୪୯କେଜି କାଟେଗୋରି ପାଇଁ ଭାରତର ଭାରୋତ୍ତୋଳିକା ମୀରାବାଈ ଚାନୁ ଯୋଗ୍ୟତା ଅର୍ଜନ କରିଥିବା ଇଣ୍ଟରନ୍ୟାଶନାଲ ଓ୍ବେଟ୍‌ଲିଫ୍ଟିଂ ଫେଡେରେଶନ(ଆଇଡବ୍ଲ୍ୟୁଏଫ୍‌) ଶନିବାର ସ୍ପଷ୍ଟ କରିଛି। ୨୦୧୭ ବିଶ୍ୱ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଚାନୁ ଗତ ଏପ୍ରିଲରେ ତାସ୍‌କେଣ୍ଟଠାରେ ଅନୁଷ୍ଠିତ…

ଉଦ୍‌ଘାଟନୀ ମ୍ୟାଚ୍‌ରେ ଇଟାଲୀର ବୃହତ୍‌ ବିଜୟ

ରୋମ୍‌,୧୩।୬(ଏପି): ସ୍ଥାନୀୟ ଷ୍ଟାଡିଓ ଅଲିମ୍ପିକୋରେ ଶୁକ୍ରବାର ଅନୁଷ୍ଠିତ ଉଦ୍‌ଘାଟନୀ ମୁକାବିଲାରେ ଇଟାଲୀ ବୃହତ୍‌ ୩-୦ ଗୋଲରେ ତୁର୍କୀକୁ ପରାସ୍ତ କରିଛି। ମ୍ୟାଚ୍‌ର ଦ୍ୱିତୀୟାର୍ଦ୍ଧରେ ୩ଟି ଯାକ ଗୋଲ ସ୍କୋର ହୋଇଥିଲା। ସାରା ମ୍ୟାଚ୍‌ରେ ଇଟାଲୀ ପ୍ରଭାବ ବିସ୍ତାର କରି ଖେଳିଥିଲା। ୨୦୧୮…

ୟୁରୋକପ୍‌ ଫୁଟ୍‌ବଲ ଉଦ୍‌ଘାଟିତ

ରୋମ୍‌,୧୩।୬(ଏପି): କୋଭିଡ୍‌-୧୯ ସାରା ବିଶ୍ୱକୁ ପ୍ରଭାବିତ କରିବା ପରେ ପ୍ରଥମଥର ପାଇଁ କୌଣସି ବୃହତ୍‌ ସ୍ପୋଟର୍‌ସ ଇଭେଣ୍ଟ ଆରମ୍ଭ ହୋଇଛି। ୟୁରୋପ ମହାଦେଶର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ମାନ୍ୟତା ପାଇଥିବା ୟୁରୋକପ୍‌ ଶନିବାରଠାରୁ ଆରମ୍ଭ ହୋଇଛି। କରୋନା ସଂକ୍ରମଣ କାରଣରୁ ଗୋଟିଏ…

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଜୋକୋଭିଚ୍‌- ସିତିସ୍‌ପାସ୍‌ ଫାଇନାଲ

ପ୍ୟାରିସ୍‌,୧୩।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ରବିବାର ଫାଇନାଲରେ ଟପ୍‌ ସିଡ୍‌ ସର୍ବିଆର ନୋଭାକ ଜୋକୋଭିଚ୍‌ ଓ ପଞ୍ଚମ ସିଡ୍‌ ଗ୍ରୀସ୍‌ର ଷ୍ଟିଫାନୋସ ସିତିସ୍‌ପାସ ପରସ୍ପରକୁ ଭେଟିବେ।…

ଫ୍ରେଞ୍ଚ୍‌ ଓପନ ଟେନିସ୍‌: କ୍ରେଜିକୋଭାଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ପ୍ୟାରିସ୍‌,୧୩।୬: ଫ୍ରେଞ୍ଚ୍‌ ଓପନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଚେକ୍‌ ଗଣରାଜ୍ୟର ବାର୍ବୋରା କ୍ରେଜିକୋଭା ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଅଣସିଡ୍‌ ୨୫ ବର୍ଷୀୟ କ୍ରେଜିକୋଭା ୬-୧, ୨-୬, ୬-୪ ସେଟ୍‌ରେ ୩୧ତମ ସିଡ୍‌ ରୁଷିଆର ଆନାସ୍ତାସିଆ ପାଭଲ୍ୟୁଚେଙ୍କୋଭାଙ୍କୁ ପରାସ୍ତ…

ପାକିସ୍ତାନର ଏହି ପୂର୍ବ ଅଲରାଉଣ୍ଡର କହିଲେ,‘ବ୍ୟସ୍ତ ଥିବା ସତ୍ତ୍ୱେ ମୋ ବିବାହରେ ଯୋଗ ଦେଇଥିଲେ ଗାଙ୍ଗୁଲି…

ନୂଆଦିଲ୍ଲୀ,୧୨।୬: ସୌରଭ ଗାଙ୍ଗୁଲି ଜଣେ ନମ୍ର ବ୍ୟକ୍ତି। ବ୍ୟସ୍ତବହୁଳ ଜୀବନଶୈଳୀ ସତ୍ତ୍ୱେ ବିବାହରେ ଯୋଗ ଦେଇଥିଲେ । ହେଲେ ଅନେକ ପ୍ରଶଂସକ ଏ ବିଷୟରେ ଜାଣିଥିବେ ବୋଲି ମୁଁ ଭାବୁନାହିଁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ୟାସିର ଆରାଫାଟ। ଏକ…

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର ଚେତନ ସାକାରିଆ ଜଣେ। ଆଇପିଏଲ୍‌ ୨୦୨୧ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ସେ ଉଲ୍ଲେଖନୀୟ ବୋଲିଂ…

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ସେଭଳି ଜଣେ ଅଲରାଉଣ୍ଡର। ଅନେକ ସମୟରେ ସେ ବ୍ୟାଟିଂ ସହ ବୋଲିଂରେ ଉଲ୍ଲେଖନୀୟ ପ୍ରଦର୍ଶନ…

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗାସୁଁ ପ୍ରଦେଶରେ ମେ ୨୩ରେ ୧୦୦ କିଲୋମିଟର ମାରାଥନ୍‌…

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ

ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଏହି ଯୋଡ଼ି ପୋଲାଣ୍ଡର ମାଗ୍‌ଦା ଲିନେଟି ଏବଂ କ୍ରୋଏସିଆର…

ପୋଲାଣ୍ଡ ଓପନ୍‌ରେ ସ୍ବର୍ଣ୍ଣ ଜିତିଲେ ଭିନେଶ

ଓ୍ବାରସ, ୧୨ା୬ (ପି.ଟି.)- ଭାରତର ଷ୍ଟାର ରେସ୍‌ଲର ଭିନେଶ ଫୋଗତ (୫୩ କେଜି) ଏଠାରେ ଚାଲିଥିବା ପୋଲାଣ୍ଡ ଓପନ୍‌ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଚଳିତ ସିଜନରେ ୨୬ ବର୍ଷୀୟା ଭିନେଶଙ୍କର ଏହା ହେଉଛି ତୃତୀୟ ଟାଇଟଲ। ପୂର୍ବରୁ ମାର୍ଚ୍ଚରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?