ଖେଳ

କ୍ରିକେଟ ଖେଳ ଭଳି ପାରିବାରିକ ଜୀବନ ବି ରହିଛି ଅନିଶ୍ଚିତ…

ମୁମ୍ବାଇ,୮।୨: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସୋମବାର ୫୮ ବର୍ଷ ପୂରଣ ହୋଇଛି। ୧୯୬୩ ଫେବୃୟାରୀ ୮ରେ ସେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିଲେ। ସେ ୯୯ ଟେଷ୍ଟ ମ୍ୟାଚ ଖେଳି ୧୪୭ ଇନିଂସିରୁ ୬୨୧୫ ରନ ସଂଗ୍ରହ...

ଅଷ୍ଟ୍ରେଲିଆନ୍‌ ଓପନ୍‌ ମୁଖ୍ୟ ଡ୍ର’ରେ ଅଙ୍କିତା

ମେଲବୋର୍ନ,୮।୨(ପି.ଟି.): ଭାରତୀୟ ମହିଳା ଟେନିସ ଖେଳାଳି ଅଙ୍କିତା ରାଇନା ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ମୁଖ୍ୟ ଡ୍ର’ରେ ସାମିଲ ହୋଇଛନ୍ତି। ପଞ୍ଚମ ଭାରତୀୟ ମହିଳା ଭାବେ ସେ କୌଣସି ଗ୍ରାଣ୍ଡସ୍ଲାମ ମୁଖ୍ୟ ଡ୍ର’ରେ ସାମିଲ ହୋଇଛନ୍ତି। ସୋମବାରଠାରୁ...

ଜଣଙ୍କ ସହ ୪ ବର୍ଷ ଲିଭ୍‌-ଇନ୍‌ ରିଲେସନ୍‌ଶିପରେ ରହି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିଥିଲେ ଏହି କ୍ରିକେଟର

ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି। ଯଦିଓ ସେ କ୍ରିକେଟକୁ ଅଲବିଦା କହିସାରିଛନ୍ତି କିନ୍ତୁ ତାଙ୍କ ବ୍ୟାଟିଂ କ୍ରେଜ୍‌ ଆଜିବି ଅଭୁଲା ହୋଇ ରହିଛି। କ୍ରିକେଟରେ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନକୁ...

ନର୍ଦ୍ଦର୍ନ ଓ୍ବାରିୟର୍ସକୁ ଦ୍ୱିତୀୟ ଆବୁଧାବି ଟାଇଟଲ

ଆବୁଧାବି, ୮ା୨ (ପି.ଟି.)-ନର୍ଦ୍ଦର୍ନ ଓ୍ବାରିୟର୍ସ ଦ୍ୱିତୀୟ ଥର ପାଇଁ ଆବୁଧାବି ଟି୧୦ ଟାଇଟଲ ହାସଲ କରିଛି। ଫାଇନାଲରେ ପ୍ରଭାବୀ ବୋଲିଂ ଦଳ ଦିଲ୍ଲୀ ବୁଲ୍ସକୁ ୮ ଉଇକେଟରେ ପରାସ୍ତ କରଛି। ଶନିବାର ରାତିରେ ଆବୁ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି...

ଜାମସେଦପୁରକୁ ହରାଇଲା ଇଷ୍ଟବେଙ୍ଗଲ

ମାର୍ଗାଓ, ୮ା୩ (ପି.ଟି.)-ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଏସ୍‌ସି ଇଷ୍ଟବେଙ୍ଗଲ ୨-୧ ଗୋଲ୍‌ରେ ଜାମସେଦପୁର ଏଫ୍‌ସିକୁ ହରାଇ ଦେଇଛି। ପାଖାପାଖି ଏକ ମାସ ବ୍ୟବଧାନରେ ଦଳର ଏହା ପ୍ରଥମ ବିଜୟ। କୋଲକାତାଭିତ୍ତିକ ଏହି...

୯ ବର୍ଷ ପରେ ଖୋଲିବାକୁ ଯାଉଛି ଚେପକ ଷ୍ଟାଡିୟମର ୩ ଷ୍ଟାଣ୍ଡ୍ସ

ଚେନ୍ନାଇ, ୭ା୨- ଦୀର୍ଘ ୯ ବର୍ଷ ପରେ ଦର୍ଶକଙ୍କ ପାଇଁ ଖୋଲିବାକୁ ଯାଉଛି ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମର ୩ ଷ୍ଟାଣ୍ଡ୍ସ ଆଇ, ଜେ ଓ କେ। ଆସନ୍ତା ୧୩ ତାରିଖଠାରୁ ଏଠାରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ର ଦ୍ୱିତୀୟ...

୧୮ ବର୍ଷ ପରେ କ୍ରିକେଟ ରେକର୍ଡ ବୁକ୍‌ରେ ସ୍ଥାନ ପାଇଲେ ବ୍ୟାଟ୍ସମ୍ୟାନ

ଚାଟୋଗ୍ରାମ, ୭ା୨- ପଦାର୍ପଣକାରୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କାଇଲ୍‌ ମାୟର୍ସ ଅପରାଜିତ ୨୧୦ ରନ୍‌ର ଇନିଂସ ଅବସରରେ ବହୁ ରେକର୍ଡର ଅଧିକାରୀ ହୋଇଛନ୍ତି। ୩୧୦ ବଲର ସମ୍ମୁଖୀନ ହୋଇଥିବା ମାୟର୍ସଙ୍କ ଇନିଂସରେ ସାମିଲ ଥିଲା ୨୦ ଚୌକା ଓ ୭ ଛକା।...

ଇତିହାସ ରଚିଲା ଓ୍ବେଷ୍ଟଇଣ୍ଡିଜ୍‌

ଢାକା,୭।୨: ୱେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ଇତିହାସ ସୃଷ୍ଟି କରିଛି। ପ୍ରଥମ ଟେଷ୍ଟ ମ୍ୟାଚରେ ଆୟୋଜକ ବାଂଲାଦେଶ ପକ୍ଷରୁ ଦିଆଯାଇଥିବା ୩୯୫ ରନ୍‌ର ଲକ୍ଷ୍ୟ ହାସଲ କରି ସେ ଐତିହାସିକ ବିଜୟ ରେକର୍ଡ କରିଛନ୍ତି। ଟେଷ୍ଟ ଇତିହାସରେ ଏହା ପଞ୍ଚମ ଥର...

୫୭୮ରେ ଇଂଲଣ୍ଡ ଅଲଆଉଟ୍‌ ; ଟିମ୍‌ ଇଣ୍ଡିଆ ପାଇଁ ଘାତକ ସାବ୍ୟସ୍ତ ହେଲେ ବେସ୍‌

ଚେନ୍ନାଇ, ୭ା୨- ଏଠାରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ ସମ୍ପୂର୍ଣ୍ଣ ରୂପେ ଇଂଲଣ୍ଡ ନିୟନ୍ତ୍ରଣରେ ରହିଛି। ଭ୍ରମଣକାରୀ ଦଳ ପ୍ରଥମ ଇନିଂସରେ ୫୭୮ ରନ୍‌ରେ ଅଲଆଉଟ୍‌ ହେବା ପରେ ଅନଭିଜ୍ଞ ସ୍ପିନର ଡୋମିନିକ୍‌ ବେସ୍‌ ଭାରତୀୟ ଦଳ ପାଇଁ...

ମୁଣ୍ଡ ପିଟିଦେଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଚେନ୍ନାଇରେ ଖେଳାଯାଉଛି। ପ୍ରଥମ ପାଳିରେ ଇଂଲଣ୍ଡ ୫୭୮ ରନ୍‌ କରିଛି। ଭାରତୀୟ ଖେଳାଳିଙ୍କ ଖରାପ ଫିଲ୍ଡିଂର ଭରପୂର ଫାଇଦା ଉଠାଇ ଇଂଲଣ୍ଡ ବିଶାଳ ସ୍କୋର କରିଛି। ମ୍ୟାଚ୍‌ର ତୃତୀୟ ଦିନରେ...

ଶତକ ଟେଷ୍ଟରେ ଦ୍ୱିଶତକ: ରୁଟ୍‌ ପ୍ରଥମ

ଚେନ୍ନାଇ,୭ା୨(ପି.ଟି.)-ନିଜ ଶହେତମ ଟେଷ୍ଟରେ ଦ୍ୱିଶତକ ହାସଲ କରିବାରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ବିଶ୍ୱର ପ୍ରଥମ କ୍ରିକେଟର ହେବାର ଗୌରବ ଅର୍ଜନ କରିଛନ୍ତି। ଶନିବାର ଭାରତ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିବସରେ ରୁଟ୍‌ ଏହି ସଫଳତା ହାସଲ କରିଛନ୍ତି।...

ନିୟମ କୋହଳ କଲା ଫିଫା

ଜୁରିଚ୍‌, ୭ା୨(ଏପି)-ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ଏହାର ନିୟମରେ କୋହଳ କରିଛି। କରୋନା ମହାମାରୀ ସମୟରେ ଜାତୀୟ ଦଳ ତରଫରୁ ଖେଳିବା ଲାଗି କ୍ଲବଗୁଡ଼ିକ ଖେଳାଳିଙ୍କୁ ରିଲିଜ କରିପାରିବେ। କାରଣ ମାର୍ଚ୍ଚ ମାସରେ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri