ସବୁଠାରୁ ବଡ଼ ଯନ୍ତ୍ରଣା ଲୁଚାଇ ରଖିଥିଲେ ଭାରତୀୟ କ୍ରିକେଟର, ଟି-୨୦ ବିଶ୍ୱକପ୍ ପୂର୍ବରୁ ହୋଇଥିଲା ବାପାଙ୍କ ମୃତ୍ୟୁ
ମୁମ୍ବାଇ,୧୧।୩: ଭାରତୀୟ ଷ୍ଟାର ୱିକେଟକିପର ବ୍ୟାଟର ଜୀତେଶ ଶର୍ମା ନିକଟରେ ନିଜ ଜୀବନର ଏକ ବଡ଼ ଦୁଃଖଦ ଖବର ସେୟାର କରିଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ୍ରେ ତାଙ୍କୁ ଦଳରେ ସ୍ଥାନ ମିଳିନଥିଲା, କିନ୍ତୁ ସେ ଏଥିପାଇଁ ମନଦୁଃଖ କରିନାହାନ୍ତି। କାରଣ ବିଶ୍ୱକପ୍…
ଫିଫା ବିଶ୍ୱକପ୍ରୁ ଓହରିଲା ଇରାନ
ତେହରାନ୍ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ ବୋଲି ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଦେଶର ସୁପ୍ରିମ ଲିଡରଙ୍କୁ ହତ୍ୟା…
ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍ ଜିତିବା ସତ୍ତ୍ୱେ ଚୁପ୍ ରହିଲେ…
ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ ମଧ୍ୟରେ ଝଗଡ଼ା ହୋଇଛି କି? କାହିଁକି ହାର୍ଦ୍ଦିକ ଓ ତାଙ୍କ ଭାଉଜଙ୍କ ମଧ୍ୟରେ…
IPL 2026 ପାଇଁ ବିରାଟ କୋହଲିଙ୍କ ଆଗରେ ରଖିଲା ବଡ଼ ସର୍ତ୍ତ ରଖିଲା BCCI
ମୁମ୍ବାଇ,୧୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ର ପ୍ରଥମ ପର୍ଯ୍ୟାୟ ପାଇଁ BCCI କାର୍ଯ୍ୟସୂଚୀ ଘୋଷଣା କରିଛି। ଚଳିତ ସିଜନର ପ୍ରଥମ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିଅନ୍ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ସନରାଇଜର୍ସ ହାଇଦ୍ରାବାଦ (SRH) ମଧ୍ୟରେ ଟକ୍କର ହେବ।…
IPL ୨୦୨୬ ପାଇଁ କାର୍ଯ୍ୟସୂଚୀ ଘୋଷଣା: ମାତ୍ର ୧୫ ଦିନରେ ଖେଳାଯିବ ୨୦ ମ୍ୟାଚ୍, ମାର୍ଚ୍ଚ ୨୮ରୁ…
ନୂଆଦିଲ୍ଲୀ,୧୧।୩: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ବହୁ ପ୍ରତୀକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ର କାର୍ଯ୍ୟସୂଚୀ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ବର୍ତ୍ତମାନ କେବଳ ପ୍ରଥମ ୧୫ ଦିନର ସୂଚୀ…
ଯୁଦ୍ଧ ପ୍ରଭାବ: ଏସିଆନ୍ ଭାରୋତ୍ତୋଳନ ଚାମ୍ପିୟନଶିପ୍ ସ୍ଥଗିତ
ନୂଆଦିଲ୍ଲୀ,୧୧ା୩: ମଧ୍ୟପ୍ରାଚ୍ୟ ଏବଂ ଉପସାଗରୀୟ ଅଞ୍ଚଳରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗୁ ଏପ୍ରିଲରେ ଅହମଦାବାଦ୍ରେ ହେବାକୁ ଥିବା ଏସିଆନ୍ ଭାରୋତ୍ତୋଳନ ଚାମ୍ପିୟନଶିପ୍କୁ ସ୍ଥଗିତ ରଖାଯିବା ସହ ମେ’ ମାସକୁ ଘୁଞ୍ଚାଇ ଦିଆଯାଇଛି। ଏହି ମହାଦେଶୀୟ ଇଭେଣ୍ଟ ଏପ୍ରିଲ ୧ରୁ ୧୦ ପର୍ଯ୍ୟନ୍ତ…
BCCI ପରେ ICCର ବଡ଼ ଘୋଷଣା, ଟିମ୍ ଇଣ୍ଡିଆ ଉପରେ କୋଟି କୋଟି ଟଙ୍କା ବର୍ଷା
ନୂଆଦିଲ୍ଲୀ,୧୧ା୩: ମାର୍ଚ୍ଚ ୮ ତାରିଖରେ ଟି୨୦ ବିଶ୍ୱକପ୍ ବିଜେତା ଘୋଷଣା କରାଯାଇଥିଲା। ଟିମ୍ ଇଣ୍ଡିଆ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ୯୬ ରନରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ୍ ଜିତିବାର ସଫଳତା ହାସଲ…
ସୂର୍ଯ୍ୟକୁମାର ଯାଦବଙ୍କ ପରେ ଏହି ଖେଳାଳି ହେବେ ଟି-୨୦ ଅଧିନାୟକ! ସାମ୍ନାକୁ ଆସିଲା ନାଁ
ନୂଆଦିଲ୍ଲୀ,୧୧।୩: ଟିମ ଇଣ୍ଡିଆ ୨୦୨୬ରେ ICC ଟି୨୦ ବିଶ୍ୱକପ ଜିତି ଇତିହାସ ସୃଷ୍ଟି କରିଛି। ପ୍ରଥମ ଥର ପାଇଁ ଭାରତ ତୃତୀୟ ଥର ପାଇଁ ଟ୍ରଫି ଜିତିଛି, ଏହି ସଫଳତା ହାସଲ କରିବାରେ ବିଶ୍ୱର ପ୍ରଥମ ଦଳ ହୋଇଛି। ଏହି ଟାଇଟଲ…
IPL 2026: ପ୍ରଥମ ମ୍ୟାଚରେ ହେବ ବଡ଼ ଧମାକା, ଏହି ଦୁଇ ଟିମ୍ ଭିତରେ….
ନୂଆଦିଲ୍ଲୀ,୧୧।୩: ଆଉ କିଛି ଦିନ ପରେ ଆରମ୍ଭ ହୋଇଯିବ IPL ୨୦୨୬ । ଏନେଇ ସମସ୍ତେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି । ଏହା ଚଳିତ ମାସ ଶେଷରେ ଆରମ୍ଭ ହେବାକୁ ଯାଉଛି, ଯଦିଓ BCCI ଏପର୍ଯ୍ୟନ୍ତ କାର୍ଯ୍ୟସୂଚୀ ଘୋଷଣା…
ଭାରତକୁ ଚାମ୍ପିୟନ୍ କରାଇବା ପରେ ଅଧରାତିରେ ଲୁଚିକି ଟ୍ରେନ୍ରେ ଗଲେ ଏହି କ୍ରିକେଟର୍: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୧।୩: ଟି-୨୦ ବିଶ୍ୱକପ ଜିତି ଟିମ ଇଣ୍ଡିଆ ପୁଣିଥରେ ସମଗ୍ର ଦେଶ ପାଇଁ ଖୁସି ଆଣିଛି। ଅହମ୍ମଦାବାଦରେ ଖେଳାଯାଇଥିବା ଫାଇନାଲରେ, ଭାରତୀୟ ଦଳ ନ୍ୟୁଜିଲାଣ୍ଡକୁ ସମ୍ପୂର୍ଣ୍ଣ ଏକପାଖିଆ ଭାବରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏବଂ ରେକର୍ଡ ତୃତୀୟ…
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ, ବୋଲର, ଅଲରାଉଣ୍ଡର କିଏ, ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୩: ଟି୨୦ ବିଶ୍ୱକପ 2026 ପରେ, ICC ନୂଆ ଟି୨୦ ଅନ୍ତର୍ଜାତୀୟ ରାଙ୍କିଂ ପ୍ରକାଶ କରିଛି। ନୂତନ ରାଙ୍କିଂରେ ତିନୋଟି ବର୍ଗରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଯାଇଛି: ବ୍ୟାଟିଂ, ବୋଲିଂ ଏବଂ ଅଲରାଉଣ୍ଡର। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଭାରତୀୟ ଖେଳାଳିମାନେ ବ୍ୟାଟିଂ ଏବଂ…
BCCIର ବଡ଼ ଘୋଷଣା: ଏହି ଦିନ ୫ଟି ବିଶ୍ୱ ଚାମ୍ପିଅନ ଭାରତୀୟ ଦଳକୁ କରାଯିବ ସମ୍ମାନିତ
ନୂଆଦିଲ୍ଲୀ,୧୧।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଜିତି ଇତିହାସ ରଚିଛି। ଏହି ଐତିହାସିକ ବିଜୟ ସାରା ଦେଶରେ ଉତ୍ସବର ଉଦବୋଧନ ଦେଇଛି। ଏହି ସମୟରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା…
Archives


