ଖେଳ

ଅଭିଷେକଙ୍କୁ ଏମିତି କମେଣ୍ଟ ମାରିଲେ ଇଶାନ କିଶନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୬ ଉଇକେଟ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଆଗରେ ନ୍ୟୁଜିଲାଣ୍ଡର ୧୯୯ ରନ୍ର ଟାର୍ଗେଟ ଫିକା ପଡ଼ିଯାଇଥିଲା। ମାତ୍ର ୧୩.୨ ଓଭରରେ ଲକ୍ଷ୍ୟ ହାସଲ…

ଟି-୨୦ ନୂଆ ଇତିହାସ ଲେଖିଲା ଭାରତ: ଭାଙ୍ଗିଲା ଅନେକ ରେକର୍ଡ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଓପନର୍‌ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଅନେକ ରେକର୍ଡକୁ ପଛରେ ପକାଇ ଦେଇଛି। ଉଭୟଙ୍କ ଆକ୍ରମଣାତ୍ମକ ଖେଳ ଆଗରେ ନ୍ୟୁଜିଲାଣ୍ଡ ବୋଲର…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର ଲକ୍ଷ୍ୟ ରଖିଥିବା ବେଳେ ଅଭିଷେକ ଓ ବୈଭବ ସୂର୍ଯ୍ୟବଂଶୀଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଏହି…

ଅଭିଷେକ-ବୈଭବଙ୍କ ଝଡ଼ରେ ଧରାଶୟୀ ନ୍ୟୁଜିଲାଣ୍ଡ: ଭାରତର ଧମାକାଦାର ବିଜୟ

ୱେଲିଂଟନ୍‌,୨୭।୧୦: ୱେଲିଂଟନ୍‌ରେ ନ୍ୟୁଜିଲାଣ୍ଡର ୱେଲିଂଟନ୍‌ରେ ଭାରତୀୟ ବ୍ୟାଟରଙ୍କ ଧମାକାଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଆଗରେ ନ୍ୟୁଜିଲାଣ୍ଡର ୧୯୯ ରନ୍‌ରେ ଲକ୍ଷ୍ୟ ଅତି ଛୋଟ ମନେ ହୋଇଥିଲା। ଭାରତ…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ଅଘଟଣ: ଏମିତି କିଛି ଘଟିଲା ଆଖି ବନ୍ଦ କରିଦେଲେ ବ୍ୟାଟର୍‌, ସମସ୍ତେ ଆଶ୍ଚର୍ଯ୍ୟ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଚାଲିଥିବା ବେଳେ ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ନ୍ୟୁଜିଲାଣ୍ଡର ବ୍ୟାଟର୍‌ ଡାରିଲ ମିଚେଲଙ୍କ ଏକ ଛକା ଏତେ ଜୋରରେ ଯାଇଥିଲା ଯେ ବାଉଣ୍ଡାରୀ ପାଖରେ ଠିଆ ହୋଇଥିବା ଜଣେ…

ଅର୍ଶଦୀପଙ୍କ ବିଶ୍ୱରେକର୍ଡ: ନ୍ୟୁଜିଲାଣ୍ଡ ବିପକ୍ଷରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜ୍‌ର ତୃତୀୟ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ଏକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲିଂଟନ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟିମ ସିଫର୍ଟଙ୍କୁ ଆଉଟ କରିବା ସହ…

ହ୍ୟାରି କେନଙ୍କୁ ଅଭିନନ୍ଦନ ଜଣାଇଲେ ବିରାଟ କୋହଲି କହିଲେ – ‘ଆପଣ ଏହି ପୁରସ୍କାର ପାଇବାକୁ ଯୋଗ୍ୟ…’

ନୂଆଦିଲ୍ଲୀ,୨୭।୧୦: ଇଂରେଜ ଫୁଟବଲ ଖେଳାଳି ହ୍ୟାରି କେନ ‘ବ୍ୟାଲୋନ ଡି’ଅର୍‌’ (Ballon d’Or) ପୁରସ୍କାର ଜିତି ଇତିହାସ ସୃଷ୍ଟି କରିଛନ୍ତି। ଗତ ୨୫ ବର୍ଷ ମଧ୍ୟରେ ଏହି ସମ୍ମାନ ହାସଲ କରିବାରେ ସେ ପ୍ରଥମ ଇଂରେଜ ଖେଳାଳି ଅଟନ୍ତି। ମଙ୍ଗଳବାର ଲଣ୍ଡନ…

ମୋ ଜୀବନ ଚାଲିଯିବ.. ଲୋମଟାଙ୍କୁରା କାହାଣୀ ଶେୟାର କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୨୭।୧୦: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର୍‌ ଉସମାନ ଖ୍ବାଜାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ନିଜ କ୍ରିକେଟ କ୍ୟାରିୟରର ଅଧିକାଂଶ ସମୟ ସେ ରୁମାଟଏଡ ଆର୍ଥ୍ରାଇଟିସ ଭଳି ଏକ ଅଟୋଇମ୍ୟୁନ ରୋଗ ସହ ଲଢ଼େଇ କରୁଥିଲେ। ଏହି କଥା ତାଙ୍କ…

ତୃତୀୟ ଟି-୨୦ ପାଇଁ ପ୍ଲେଇିଂ ଏକାଦଶରେ ୩ ବଡ଼ ପରିବର୍ତ୍ତନ; ଏହି ୧୧ ଜଣ ଖେଳାଳିଙ୍କୁ ନେଇ ମଇଦାନକୁ ଓହ୍ଲାଇଛି ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୧୦: ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ୱେଲିଂଟନର ହେନରୀ ଷ୍ଟାଡିୟମରେ, ପ୍ରଥମେ ବ୍ୟାଟିଂ କରିବା ଅପେକ୍ଷା ପରେ ବ୍ୟାଟିଂ କରି (ଲକ୍ଷ୍ୟ ପିଛା କରି) ଜିତିବାର ରେକର୍ଡ ଅଧିକ ଭଲ ରହିଛି। ଭାରତୀୟ ଦଳ ନିଜର…

୩୦ ଛକା, ୨୭ ଚୋକା..ଟି-୨୦ରେ ବିସ୍ଫୋରକ ତ୍ରିଶତକ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୭।୧୦: କ୍ରିକେଟ ପଡ଼ିଆରେ ଜଣେ ଯୁବ ଖେଳାଳିଙ୍କ ବିସ୍ଫୋରକ ପ୍ରଦର୍ଶନ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଦିଲ୍ଲୀ ସ୍କୁଲ୍ସ ଟି-୨୦ ଲିଗ୍‌ରେ ଆର୍ଯ୍ୟନ ଶର୍ମା ଏଭଳି ଏକ ଇନିଂସ ଖେଳିଛନ୍ତି, ଯାହା ସୋସିଆଲ ମିଡିଆରେ ଚର୍ଚ୍ଚା ସୃଷ୍ଟି କରିଛି। ଇନ୍ଦ୍ରପ୍ରସ୍ଥ ୱାଲର୍‌ଡ…

ବୈଭବଙ୍କୁ ନେଇ ଗମ୍ଭୀରଙ୍କ ସ୍ପେଶାଲ୍ ପ୍ଲାନ୍! ସଞ୍ଜୁଙ୍କ ସହ ଓପନିଂ…..

ନୂଆଦିଲ୍ଲୀ,୨୭ା୧୦: ତୃତୀୟ ଟି-୨୦ ମ୍ୟାଚ୍‌ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ପୁଣି ଚର୍ଚ୍ଚା ଜୋର୍‌ ଧରିଛି । ଇଶାନ କିଶନ ଏବେ ମଧ୍ୟ ଫିଟ୍‌ ନଥିବା ଖବର ମଧ୍ୟରେ ତୃତୀୟ ଟି-୨୦ରେ ବୈଭବଙ୍କ ଖେଳିବାର ସମ୍ଭାବନା ବଢ଼ିଛି ।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି ୱେଲିଂଟନ୍‌ର ପାଣିପାଗ। ଘରୋଇ ଦଳର ଖେଳାଳିଙ୍କ ସହ ଏବେ ପ୍ରବଳ ପବନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?