ଖେଳ

ଜାତୀୟସ୍ତରରେ ବଣ୍ଟିଙ୍କ କୃତିତ୍ୱ

ଜଗତ୍‌ସିଂହପୁର ଅଫିସ୍‌,୭।୨: ନିଷ୍ଠା, ଆତ୍ମବିଶ୍ୱାସ ଓ କଠୋର ପରିଶ୍ରମ ଆଗରେ ଦାରିଦ୍ର୍ୟତା ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସ୍ଥାନୀୟ ଶିଶୁ ଆଶ୍ରମରେ। ଆଶ୍ରମର ଅନ୍ତେବାସୀ ତଥା ଜଗତ୍‌ସିଂହପୁର ଥାନା ପାଇକରାବାଟୀ ଅଧୀନ ଗଡ଼ମାର ନୟନା ମଲ୍ଲିକଙ୍କ ପୁଅ...

ବାଙ୍ଗାଲୋର ଓପନ ଖେଳିବେ ପେସ୍‌

ବେଙ୍ଗାଲୁରୁ, ୭ା୨ (ପି.ଟି.)-ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବାକୁଥିବା ୧୬୨,୦୦୦ ଡଲାର ପୁରସ୍କାର ବିଶିଷ୍ଟ ବାଙ୍ଗାଲୋର ଏଟିପି ଚ୍ୟାଲେଞ୍ଜରରେ ଭାରତୀୟ ଟେନିସ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ଭାଗ ନେବେ। ଗୁରୁବାର ଏହା ସ୍ପଷ୍ଟ ହୋଇଛି। ପେସ୍‌ଙ୍କ ଏହା ବିଦାୟକାଳୀନ ସିଜନ...

ରାଜ୍ୟସ୍ତରୀୟ କ୍ରିକେଟ: ଜୁଭେନାଇଲ୍‌ ଚାମ୍ପିୟନ୍‌

ଅସ୍ତରଙ୍ଗ, ୭।୨- ପୁରୀଜିଲ୍ଲା ଅସ୍ତରଙ୍ଗ ବ୍ଲକ୍‌ ଡେରୁଣିଆଁ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଗୋପବନ୍ଧୁ ଖେଳ ପଡିଆରେ ଗତ ୨୮ ତାରିଖରୁ ଆରମ୍ଭ ହୋଇଥିବା ୩୦ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଛି। ଫାଇନାଲରେ ଭୁବନେଶ୍ୱର କ୍ରାଉନ୍‌ ସ୍ପୋର୍ଟିଂକୁ ହରାଇ...

ଜାତୀୟ ଜୁନିୟର କବାଡ଼ି ଓଡ଼ିଶାରୁ ୩ ଅଫିସିଆଲ

ଭୁବନେଶ୍ୱର, ୭।୨(କ୍ରୀଡ଼ା ପ୍ରତିନିଧି)- ଜାତୀୟ ଜୁନିୟର କବାଡ଼ି ଚାମ୍ପିୟନଶିପ୍‌ର ୪୬ତମ ସଂସ୍କରଣ ହରିୟାଣାର ରୋହତକଠାରେ ଚଳିତମାସ ୧୩ ତାରିଖରୁ ଆରମ୍ଭ ହେବ। ପ୍ରତିଯୋଗିତାକୁ ପରିଚାଳନା କରିବା ପାଇଁ ଆମେଚର କବାଡ଼ି ଫେଡେରେଶନ ଅଫ ଇଣ୍ଡିଆ (ଏକେଏଫଆଇ) ପକ୍ଷରୁ ଦରଖାସ୍ତ ଆହ୍ବାନ...

ଚାଓ୍ବଲାଙ୍କ ଆବେଦନକୁ ୟୁରୋପିଆନ କୋର୍ଟଙ୍କ ପ୍ରତ୍ୟାଖ୍ୟାନ

ଲଣ୍ଡନ, ୭ା୨ (ପି.ଟି.)-ୟୁରୋପିଆନ କୋର୍ଟ ଅଫ୍‌ ହ୍ୟୁମ୍ୟାନ ରାଇଟ୍ସ (ଇସିଏଚ୍‌ଆର୍‌)ଅଭିଯୁକ୍ତ ବୁକି ସଞ୍ଜୀବ ଚାଓ୍ବଲାଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ମ୍ୟାଚ୍‌ ଫିକ୍ସିଂ ମାମଲାରେ ଅଭିଯୁକ୍ତ ଚାଓ୍ବଲାଙ୍କୁ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ)ରୁ ଭାରତ ପ୍ରତ୍ୟର୍ପଣ ପ୍ରକ୍ରିୟା ଚାଲିଥିବାବେଳେ ଏଥିରୁ ମୁକୁଳିବା ଲାଗି...

ଭୁବନେଶ୍ୱରରେ ଏଫ୍‌ଆଇଏଚ୍‌ ଏକାଡେମୀର ଲେଭଲ ୨, ୩ କୋର୍ସ

ଭୁବନେଶ୍ୱର,୭।୨(ସ୍ପୋଟର୍‌ସ ବ୍ୟୁରୋ)- ଆଗକୁ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପ୍ରୋ ଲିଗ୍‌ ମ୍ୟାଚ୍‌ ଅବସରରେ ଭୁବନେଶ୍ୱରରେ ପୁଣି ଥରେ ଟେକ୍‌ନିକାଲ ଅଫିସିଆଲ କୋର୍ସ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ୨୦୧୮ ଏଫ୍‌ଆଇଏଚ୍‌ ପୁରୁଷ ହକି ଓ୍ବଲର୍‌ଡ...

ସାଇ ସୁନ୍ଦରଗଡ଼ରେ ହାଇ ପରଫରମାନ୍ସ ସେଣ୍ଟର

ନୂଆଦିଲ୍ଳୀ, ୭।୨(ପି.ଟି.)- ଦେଶର ବିଭିନ୍ନ ୭ଟି ସ୍ଥାନରେ ହାଇ ପରଫରମାନ୍ସ ସେଣ୍ଟର ଖୋଲାଯାଇଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଓ ହକି ଇଣ୍ଡିଆ ଏ ନେଇ ମିଳିତ ଭାବେ ଘୋଷଣା କରିଛନ୍ତି। ଜୁନିୟର ଓ ସବ୍‌ଜୁନିୟର ଖେଳାଳିଙ୍କୁ ପ୍ରୋତ୍ସାହିତ...

୧୯ ବର୍ଷରୁ କମ୍ ବିଶ୍ୱକପ୍: ଭାରତ- ବାଂଲାଦେଶ ଫାଇନାଲ

ପେଚେଫ୍ସଟ୍ରୁମ୍, ୬୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ବିଶ୍ୱକପ ର ଏହି ୧୩ତମ ସଂସ୍କରଣରେ ଭାରତ ଓ ପଡୋଶୀ ବାଂଲାଦେଶ ଟାଇଟଲ ପାଇଁ ସ୍ଥାନୀୟ...

ରଣ୍‌ଜୀ ମୁକାବିଲା: ଅଙ୍କିତଙ୍କ ଦ୍ୱିଶତକ: ମହାରାଷ୍ଟ୍ର ଅଗ୍ରଣୀ

କଟକ ଅଫିସ,୬ା୨- ମହାରାଷ୍ଟ୍ରର ନାଗୋଥାନେସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚର ତୃତୀୟ ଦିବସ ଖେଳ ଗୁରୁବାର ଶେଷ ହୋଇଛି। ମହାରାଷ୍ଟ୍ର ପ୍ରଥମ ଇନିଂସ ୫୪୩/୫ରେ ଘୋଷଣା କରିବା ସହ ଅଗ୍ରଣୀ ହାସଲ କରିଛି।...

ଆଇପିଏଲରୁ ବାଦ୍‌ ପଡ଼ିଲେ ଆର୍ଚର

ଲଣ୍ଡନ,୬।୨(ପି.ଟି.)- ଇଂଲଣ୍ଡ ଦଳର ଅଗ୍ରଣୀ ପେସର ଜୋଫ୍ରା ଆର୍ଚର ଗୁରୁବାର ଆଇପିଏଲର ୧୩ତମ ସଂସ୍କରଣରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ କହୁଣିରେ ଆଘାତ ଲାଗିଛି। ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳୁଥିବା ଆର୍ଚର ୩ ମାସ ପାଇଁ ପଡ଼ିଆଠୁ ଦୂରେଇ...

ପଡିଆରେ ଏହି ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଥିଲେ ହରଭଜନ, ଏବେ ଏମିତି ଜଣାଇଲେ ଜନ୍ମଦିନ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୨ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚରେ ପ୍ରତିପକ୍ଷ ବୋଲର ଏସ.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ। ଏହାପରେ ଶ୍ରୀସନ୍ଥ ପଡିଆରେ ଭୋ ଭୋ ହୋଇ କାନ୍ଦିଥିଲେ। ପରେ ଅବଶ୍ୟ ହରଭଜନ...

ସଲମାନ, ଶାହରୁଖଙ୍କୁ ପଛରେ ପକାଇଲେ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଥିବା କୋହଲିଙ୍କ ବ୍ରାଣ୍ଡ୍‌ ଭାଲ୍ୟୁ ଦେଶର ଅନ୍ୟ ସେଲିବ୍ରିଟିଙ୍କଠାରୁ ଢେର୍‌ ଅଧିକ। ଡଫ୍‌ ଆଣ୍ଡ୍‌ ଫେଲେପ୍ସ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri