ମିରାଜଙ୍କ ଶତକ: ବାଂଲାଦେଶର ବିଶାଳ ସ୍କୋର
ଚଟୋଗ୍ରାମ,୫।୨: ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଘରୋଇ ବାଂଲାଦେଶ ଟେଲଏଣ୍ଡର ମେହିଦି ହାସନ ମିରାଜଙ୍କ ଶତକ ସହାୟତାରେ ପ୍ରଥମ ଇନିଂସରେ ବିଶାଳ ସ୍କୋର ହାସଲ କରିଛି। ଟସ୍ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୧୫୦.୨...
ଜାତୀୟ ଆଇସ୍ଷ୍ଟକ୍ ଚାମ୍ପିୟନଶିପ୍: ଓଡ଼ିଶା ପାଇଁ ବ୍ରୋଞ୍ଜ ଜିତିଲେ ଅନୁଜ, କୁନାଲ
ଭୁବନେଶ୍ୱର, ୫ା୨(କ୍ରୀଡ଼ା ପ୍ରତିନିଧି)-କଶ୍ମୀରର ଗୁଲମାର୍ଗଠାରେ ୭ମ ଜାତୀୟ ଆଇସ୍ଷ୍ଟକ୍ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୫ ରାଜ୍ୟରୁ ୩୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଆଇସ୍ଷ୍ଟକ୍ ସ୍ପୋଟର୍ସ ଆସୋସିଏଶନ ଅଫ୍ ଓଡ଼ିଶା ପକ୍ଷରୁ ୫ ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୭...
ଟୋକିଓ ଅଲିମ୍ପିକ୍ସ ଭିଲେଜରେ ସେକ୍ସ, ପାର୍ଟି ମନା
ଟୋକିଓ,୪।୨: ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡ଼ାବିତ୍ଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି। ଅଲିମ୍ପିକ୍ସ ଭିଲେଜରେ କ୍ରୀଡ଼ାବିତମାନେ ସେକ୍ସ, ପାର୍ଟି, ସପିଂ କରିପାରିବେ ନାହିଁ। ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି(ଆଇଓସି) ବୁଧବାର ଏନେଇ ସ୍ପଷ୍ଟ କରିଛି। ସୂଚନା ଯୋଗ୍ୟ, ଟୋକିଓରେ କରୋନା...
ଶାହା ନୁହେଁ ଏହି କ୍ରିକେଟରଙ୍କୁ ଦିଆଯିବ ସୁଯୋଗ: କୋହଲି
ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନୀ ସନ୍ୟାସ ନେବା ପରେ ଭାରତୀୟ କ୍ରିକେଟ ଟିମ୍ର ଉଇକେଟକିପର କିଏ ହେବ ସେ ନେଇ ଚର୍ଚ୍ଚା ଜାରି ରହିଛି। ପ୍ରାରମ୍ଭିକ ସମୟରେ ରିଦ୍ଧିମାନ ଶାହାଙ୍କ ଅନୁଭବକୁ ନେଇ ତାଙ୍କୁ ପ୍ରାଥମିକତା ଦିଆଯାଇଥିଲା।...
ଉପଅଧିନାୟକ ରାହାନେଙ୍କ ସହ ସମ୍ପର୍କକୁ ନେଇ ସ୍ପଷ୍ଟ କଲେ କୋହଲି, କହିଲେ…
ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ଭାରତର କାମଚଳା ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା ଅଜିଙ୍କ୍ୟ ରାହାନେ ବେଶ୍ ପ୍ରଶଂସିତ ହୋଇଥିଲେ। ନିଜର ଶାନ୍ତ ସ୍ବଭାବ ସାଙ୍ଗକୁ ଖେଳାଳି ଚୟନରେ ଉତ୍କୃଷ୍ଟ ପ୍ରଦର୍ଶନକୁ ନେଇ ଦଳ ୨-୧ରେ ସିରିଜ ଜିତିଥିଲା। ଏବେ ବିରାଟ...
ଦୁଇ ବର୍ଷ ଧରି ଖେଳି ନାହାନ୍ତି, ହେଲେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ରେ ଏହି କ୍ରିକେଟରଙ୍କୁ ଖେଳାଇବାକୁ ଦାବି କରୁଛନ୍ତି…
ନୂଆଦିଲ୍ଲୀ,୪।୨: ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ମଧ୍ୟରେ ମୁକାବିଲା। ନିକଟରେ ଅଷ୍ଟ୍ରେଲିଆକୁ ଘରୋଇ ମଇଦାନରେ ପରାଜିତ କରି ଫେରିଥିବା ଭାରତୀୟ ଦଳ ଏହି ସିରିଜ ଖେଳିବାକୁ ପ୍ରସ୍ତୁତ ରହିଛି। ଅଧିନାୟକ ବିରାଟ କୋହଲି ଏହି ସିରିଜରେ ଛୋଟବଡ଼ ପରିବର୍ତ୍ତନ...
୧୭ ବର୍ଷ ବୟସରେ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ ହୃଦୟ ଦେଇ ବସିଥିଲେ ଏହି ଖ୍ୟାତନାମା କ୍ରିକେଟର, ପରେ…
ନୂଆଦିଲ୍ଲୀ,୪।୨: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟ ସହ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି। ୧୯୯୦ ଅଗଷ୍ଟ ୧୪ରେ ସେ ନିଜ କ୍ୟାରିୟରର ପ୍ରଥମ ଶତକ ମାରିବା ପରଠାରୁ ‘କ୍ରିକେଟର ଭଗବାନ’ ପାଲଟିବାର ଯାତ୍ରା ସେତେଟା...
ଟିମ ବୈଠକରେ ଉଠିଥିଲା କୃଷକ ଆନ୍ଦୋଳନ ପ୍ରସଙ୍ଗ: କୋହଲି
ଚେନ୍ନାଇ, ୪ା୨- ନୂଆ ଚାଷୀ ଆଇନ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ଉପରେ ଭାରତୀୟ ଦଳ ବୈଠକରେ ଆଲୋଚନା ହୋଇଥିଲା। ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍ ପୂର୍ବରୁ ଗୁରୁବାର ଭର୍ଚୁଆଲ ଖବରଦାତା ସମ୍ମିଳନୀରେ...
ଇଂଲଣ୍ଡ ପାଇଁ କୋହଲି ନୁହେଁ, ଏହି ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ଗୁରୁତ୍ୱପୂର୍ଣ୍ଣ କହିଲେ ରୁଟ୍
ଚେନ୍ନାଇ, ୪ା୨- ସ୍ଥାନୀୟ ଚେପକ୍ ଷ୍ଟାଣ୍ଡିୟମରେ ଶୁକ୍ରବାଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ। ଏହି ମ୍ୟାଚ୍ରେ ଚେତ୍ତେଶ୍ୱର ପୂଜାରାଙ୍କ ଉଇକେଟ ଭ୍ରମଣକାରୀ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଅଧିନାୟକ ଜୋ ରୁଟ୍...
କ୍ରିକେଟ ଛାଡି ବ୍ୟବସାୟ ଆରମ୍ଭ କଲେ ଏହି ଖେଳାଳି
ଗୋଟିଏ ପଟେ ଭାରତୀୟ ଦଳ ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି କ୍ରିକେଟ ଛାଡି ନିଜର ନୂତନ ବ୍ୟବସାୟ ଉପରେ...
ପୁଣିଥରେ କଳାକାରଙ୍କୁ ପଛରେ ପକାଇଲେ ବିରାଟ
ନୂଆଦିଲ୍ଲୀ,୪ ।୧: ଭ୍ରାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ୨୩.୭୭କୋଟି ଆମେରିକୀୟ ଡଲାର ବ୍ରାଣ୍ଡ ମୂଲ୍ୟ ସହ ଲଗାତାର ୪ର୍ଥ ଥର ଲାଗି ୨୦୨୦ରେ ସବୁଠାରୁ ମୂଲ୍ୟବାନ ଭାରତୀୟ ସେଲିବ୍ରଟି ପାଲଟି ଯାଇଛନ୍ତି । ଏହି ସୂଚୀରେ ଦ୍ୱିତୀୟ...
ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଇଂଲଣ୍ଡକୁ ଲାଗିଲା ବଡ ଝଟ୍କା
ଚେନ୍ନାଇ,୪।୨: ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଇଂଲଣ୍ଡକୁ ବଡ ଝଟ୍କା ଲାଗିଛି। ଆଘାତ ଯୋଗୁ ଭାରତ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟରୁ ଇଂଲଣ୍ଡ ଓପନର୍ ଜ୍ୟାକ କ୍ରାଉଲିଙ୍କୁ ବାଦ ଦିଆଯାଇଛି। ବୁଧବାର ୨୩ତମ ଜନ୍ମଦିନ ପାଳନ କରିଥିବା କ୍ରାଉଲି ସେହି...
Archives


