ଖେଳ

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ ଇନିଂସ ଖେଳିଛନ୍ତି। ଇସିଏସ୍‌ ଟି୧୦ ଟୁର୍ନାମେଣ୍ଟରେ ମୁସାଦ୍ଦିକ ଅହମ୍ମଦ ମାତ୍ର ୨୮ ବଲରେ ଶତକ…

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି ଯେ, ଓଲିଙ୍କୁ ନିଲମ୍ବନ କରି ଇଂଲଣ୍ଡ କ୍ରିକେଟ ଏକ କଠୋର ଆଭିମୁଖ୍ୟ…

ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ

ଲଣ୍ଡନ,୮।୬: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଇଂଲଣ୍ଡର ଟିମ ଇଣ୍ଡିଆ ସହିତ ଅଛନ୍ତି ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ (ଡବ୍ଲୁଟିସି ଫାଇନାଲ) ପାଇଁ ପ୍ରସ୍ତୁତ ହେଉଛନ୍ତି। ଜାଡେଜା ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ଏବଂ ପ୍ରଶଂସକଙ୍କ ପାଇଁ ଫଟୋ-ଭିଡିଓ ମଧ୍ୟ…

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଅଭ୍ୟାସ ସମୟରେ ଦଳର ଷ୍ଟାର ବିଦେଶୀ ଖେଳାଳି…

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର ଅଙ୍କିତା ସାହୁ ଚାମ୍ପିୟନ ଏବଂ ଖୋର୍ଦ୍ଧାର ୟାଶିତା ରାଉତ ରନର୍ସଅପ୍‌ ହୋଇଛନ୍ତି। ସେହିପରି ଓପନ…

ଫ୍ରେଞ୍ଚ୍‌ ଓପନ ଟେନିସ: ଜୋକୋଭିଚ୍‌-ବେରେଟିନି କ୍ୱାର୍ଟର ଫାଇନାଲ

ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌। ୪ର୍ଥ ରାଉଣ୍ଡରେ ଇଟାଲୀର ୧୯ ବର୍ଷୀୟ ଲୋରେଞ୍ଜୋ ମୁସେଟି କଡ଼ା ଚ୍ୟାଲେଞ୍ଜ ଦେଇଥିଲେ ହେଁ ଜୋକୋଭିଚ୍‌ଙ୍କୁ ଭାଗ୍ୟ…

ଅପମାନଜନକ ଟୁଇଟ୍‌ ପାଇଁ ରବିନସନ୍‌ ସସ୍‌ପେଣ୍ଡ

ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍‌ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍‌ ପୋଷ୍ଟ କରିଥିଲେ। ରବିନସନ୍‌ଙ୍କ ବିରୋଧରେ ଶୃଙ୍ଖଳାଗତ ତଦନ୍ତ ଆରମ୍ଭ ହୋଇଛି। ଗୁରୁବାରଠାରୁ ଖେଳାଯିବାକୁଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ…

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ ସେ ଏକ ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଜୁନ୍‌ ୨୨ରେ ସେ ସ୍ବିଡେନ୍‌ରେ କାର୍ଲଷ୍ଟାଡ୍‌ ଗ୍ରାଁ…

ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ

ଦୋହା, ୮।୬(ପି.ଟି.): ଚଳିତ ଫିଫା ବିଶ୍ୱକପ୍‌ ଓ ଏସିଆନ କପ୍‌ କ୍ୱାଲିଫାୟର୍ସ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ସୋମବାର ପଡ଼ୋଶୀ ବାଂଲାଦେଶକୁ ୨-୦ ଗୋଲରେ ପରାସ୍ତ କରିଛି। ସ୍ଥାନୀୟ ଜାଶିମ ବିନ୍‌ ହମାଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ଅଧିନାୟକ ସୁନୀଲ ଛେତ୍ରୀ…

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଡବଲ ହେଡର (ଦିନକୁ ୨ ମ୍ୟାଚ) ସଂଖ୍ୟା କମାଇ…

ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍‌ ୨୦୨୧ର ଅବଶିଷ୍ଟ ମ୍ୟାଚ୍‌

ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ। ବିସିସିଆଇର ଜଣେ ଅଧିକାରୀ କହିଛନ୍ତି ଯେ, ମ୍ୟାଚ ଶେଷ କରିବାକୁ ବୋର୍ଡ ୨୫ ଦିନର…

ସବୁ ସ୍ପିନର୍‌ ବିବାହ କରିବା ଉଚିତ୍‌; କାହିଁକି ଏମିତି କହିଲେ ଚହଲ

ଭାରତୀୟ ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଅନ୍ୟ କ୍ରିକେଟରଙ୍କ ପୋଷ୍ଟ ଉପରେ ମଜାଳିଆ ମନ୍ତବ୍ୟ ଦିଅନ୍ତି। ସେ ନିଜେ ବହୁତ ସକ୍ରିୟ ରୁହନ୍ତି, ତାଙ୍କ ସ୍ତ୍ରୀ ଧନଶ୍ରୀ ମଧ୍ୟ ତାଙ୍କ ପ୍ରଶଂସକଙ୍କ ସହ ଡ୍ୟାନ୍ସ ଭିଡିଓ ଶେୟାର କରନ୍ତି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?