ସବୁ ସ୍ପିନର୍ ବିବାହ କରିବା ଉଚିତ୍; କାହିଁକି ଏମିତି କହିଲେ ଚହଲ
ଭାରତୀୟ ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଅନ୍ୟ କ୍ରିକେଟରଙ୍କ ପୋଷ୍ଟ ଉପରେ ମଜାଳିଆ ମନ୍ତବ୍ୟ ଦିଅନ୍ତି। ସେ ନିଜେ ବହୁତ ସକ୍ରିୟ ରୁହନ୍ତି, ତାଙ୍କ ସ୍ତ୍ରୀ ଧନଶ୍ରୀ ମଧ୍ୟ ତାଙ୍କ ପ୍ରଶଂସକଙ୍କ ସହ ଡ୍ୟାନ୍ସ ଭିଡିଓ ଶେୟାର କରନ୍ତି। ନିକଟରେ…
୩୩ ବର୍ଷରେ ରାହାନେ
ନୂଆଦିଲ୍ଲୀ,୬।୬: ଭାରତୀୟ ଟେଷ୍ଟ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ରବିବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ସମ୍ପୂର୍ଣ୍ଣ କ୍ରିକେଟ ଜଗତ ତାଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଇଛି। ଅଧିନାୟକ ବିରାଟ କୋହଲି, ଭାରତୀୟ କ୍ରିକେଟ…
ବ୍ୟାଟ୍ ଛାଡି ମାଇକ୍ ଧରିବେ ଏହି କ୍ରିକେଟର୍
ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ ଭାରତୀୟ ଦଳ ଜୁନ ୩ରେ ସାଉଥମ୍ପଟନରେ ପହଞ୍ଚିଛି। ତେବେ ସମସ୍ତ ଖେଳାଳିଙ୍କୁ ଏବେ…
ଫ୍ରେଞ୍ଚ୍ ଓପନରୁ ଓହରିଲେ ଫେଡରର
ପ୍ୟାରିସ, ୭।୬-ତୃତୀୟ ରାଉଣ୍ଡରେ ସଂଘର୍ଷପୂର୍ଣ୍ଣ ବିଜୟ ପରେ ସୁଇଜରଲାଣ୍ଡର ରୋଜର ଫେଡରର ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଆଣ୍ଠୁରେ ୨ ଥର ଅସ୍ତ୍ରୋପଚାର ହୋଇଥିବାରୁ ଏପରି ଏକ ମ୍ୟାଚ ପରେ ଆଉ ଖେଳ ବଜାୟ ରଖିବା…
ଓଲିଭିଏରା ଜିତିଲେ ମୋଟୋ ଜିପି
ମଣ୍ଟମେଲୋ(ସ୍ପେନ୍),୭ା୬(ଏପି)-ମିଗୁଏଲ ଓଲିଭିଏରା କାଟାଲୋନିଆ ଜିପି ଜିତିଛନ୍ତି। ଚଳିତ ସିଜନରେ ଏହା ତାଙ୍କର ପ୍ରଥମ ମୋଟୋ ଜିପିି ବିଜୟ। ପ୍ରାୟ ୨୦,୦୦୦ ଦର୍ଶକଙ୍କ ଉପସ୍ଥିତିରେ ଏ‘ହି ରେସ୍ ଅନୁଷ୍ଠିତ ହୋଇଥିଲା। କରୋନା ଭାଇରସ୍ ମହାମାରୀ ଆବିର୍ଭାବ ପରଠାରୁ ସ୍ପେନ୍ରେ କୌଣସି କ୍ରୀଡ଼ା ଇଭେଣ୍ଟରେ…
ଫ୍ରେଞ୍ଚ୍ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ
ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସରେ ତାମାରା ଜିଡାନସେକ ଓ ପାଉଲା ବଦୋସାଙ୍କ ମଧ୍ୟରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ। ସ୍ଲୋଭାନିଆର ଜିଡାନସେକ ରବିବାର ଅନୁଷ୍ଠିତ ୪ର୍ଥ ରାଉଣ୍ଡରେ ରୋମାନିଆର ସୋରାନା କ୍ରିଷ୍ଟିଆଙ୍କୁ ୭-୬ (୭/୪), ୬-୧…
ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ
ବାକୁ, ୭ା୬: ରେଡ୍ ବୁଲ୍ର ସର୍ଗିଓ ପେରେଜ ଆଜରବୈଜାନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍ ଜିତିଛନ୍ତି। ଆଷ୍ଟନ ମାର୍ଟିନର ସେବାଷ୍ଟିଆନ ଭେଟେଲ ଓ ଆଲ୍ଫା ତାଉରିର ପିଏରେ ଗ୍ୟାସ୍ଲି ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ହୋଇଛନ୍ତି। ରେଡ୍ ବୁଲ୍…
ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍ କଲେ ଖୁଲାସା
ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ମହିଳା ଦଳ ଜୁନ୍ ୧୬ରେ ଆୟୋଜକ ଇଂଲଣ୍ଡ ବିପକ୍ଷରେ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିବ। ଏଥି ସହିତ ପୁରୁଷ…
ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ
ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଦିନେ ଟିମ୍ ଇଣ୍ଡିଆ ପାଇଁ ନିୟମିତ ପ୍ରଦର୍ଶନ କରୁଥିବା ଚାଇନା ମ୍ୟାନ ଏବେ ସମ୍ପୂର୍ଣ୍ଣ…
‘ମ୍ୟାଚ୍ ପ୍ରାକ୍ଟିସର ଅଭାବ ରୋହିତ, କୋହଲିଙ୍କୁ ବାଧିପାରେ’
ମୁମ୍ବାଇ,୬।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ପୂର୍ବରୁ ମ୍ୟାଚ୍ ପ୍ରାକ୍ଟିସର ଅଭାବ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଚିନ୍ତିତ ନୁହନ୍ତି। କିନ୍ତୁ ପୂର୍ବତନ ଅଧିନାୟକ ଦୀଲିପ ଭେଙ୍ଗସରକରଙ୍କ ଅନୁସାରେ ମ୍ୟାଚ୍ ପ୍ରାକ୍ଟିସ ଅଭାବ ଭାରତୀୟ ଅଧିନାୟକଙ୍କୁ…
କ୍ରିକେଟର୍ ସବୁଠୁ ‘ମହଙ୍ଗା ନୋ ବଲ୍’ର କାହାଣୀ ଜାଣନ୍ତୁ
୨୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନରେ ମହାନ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଇତିହାସ ସୃଷ୍ଟି କରିଥିଲେ। କାରିବିଆନ ତାରକା ଲାରା ପ୍ରଥମ ଶ୍ରେଣୀ କ୍ରିକେଟରେ ୫୦୧ ରନ ସ୍କୋର କରି ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ। ଆଜି ପର୍ଯ୍ୟନ୍ତ ଏହି…
ଟି୨୦ ବିଶ୍ୱକପ୍ ଭାରତ ବାହାରକୁ ଯିବ: ଆବୁଧାବି, ଦୁବାଇ, ଶାରଜା, ମସ୍କଟରେ ମ୍ୟାଚ୍ ସମ୍ଭାବନା
ନୂଆଦିଲ୍ଲୀ,୬।୬(ପି.ଟି.): ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍ ଭାରତରେ ନ ହେବା ଏକପ୍ରକାର ନିଶ୍ଚିତ ହୋଇଛି। ଏହି ମେଗା ଇଭେଣ୍ଟ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଓ ଓମାନକୁ ସ୍ଥାନାନ୍ତର ହେବ।…

