ଖେଳ

ଟି୨୦ ବିଶ୍ୱକପ୍‌ ଭାରତ ବାହାରକୁ ଯିବ: ଆବୁଧାବି, ଦୁବାଇ, ଶାରଜା, ମସ୍କଟରେ ମ୍ୟାଚ୍‌ ସମ୍ଭାବନା

ନୂଆଦିଲ୍ଲୀ,୬।୬(ପି.ଟି.): ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍‌ ଭାରତରେ ନ ହେବା ଏକପ୍ରକାର ନିଶ୍ଚିତ ହୋଇଛି। ଏହି ମେଗା ଇଭେଣ୍ଟ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଓ ଓମାନକୁ ସ୍ଥାନାନ୍ତର ହେବ।…

ଦୋହାରେ ଭାରତୀୟ ମିଡ୍‌ ଫିଲ୍ଡର ଅନିରୁଦ୍ଧଙ୍କୁ କରୋନା

ନୂଆଦିଲ୍ଲୀ, ୬ା୬ (ପି.ଟି.)- ଭାରତୀୟ ଫୁଟ୍‌ବଲ ଦଳର ମିଡ୍‌ଫିଲ୍ଡର ଅନିରୁଦ୍ଧ ଥାପା କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍‌ ଟେଷ୍ଟରୁ ପଜିଟିଭ ଜଣାପଡ଼ିବା ପରେ ଦୋହାସ୍ଥିତ ଟିମ୍‌ ହୋଟେଲରେ ଏକ ସ୍ବତନ୍ତ୍ର ରୁମ୍‌ରେ ସେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଦୋହାଠାରେ ଗୁରୁବାର ଖେଳାଯାଇଥିବା ଏକ…

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଜେଡେନ ସିଲ୍ସ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ ଲୁସିଆ), ୬ା୬(ପି.ଟି.)-ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ୧୭ ଜଣିଆ ସମ୍ଭାବ୍ୟ ଦଳ ଘୋଷଣା କରିଛି। ଏଥିରେ ତ୍ରିନିଦାଦ ଓ ଟେବୋଗୋର ଯୁବ ପେସ୍‌ ବୋଲର…

ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍‌ ସସ୍‌ପେଣ୍ଡ

ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍‌ଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍‌ ଟେଷ୍ଟରୁ ସେ ନିଜକୁ ଦୂରେଇ ରଖିବା ଲାଗି ପ୍ରୟାସ କରିଥିଲେ। ଏଥିପାଇଁ ସେ ଲାଞ୍ଚ ଯାଚିଥିବା ଇଣ୍ଟରନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି…

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଚତୁର୍ଥ ରାଉଣ୍ଡରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ୍‌,୬।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶନିବାର ସପ୍ତମ ଦିବସରେ ପ୍ରବେଶ କରିଛି। ପୁରୁଷ ସିଙ୍ଗଲ୍ସରେ ଟପ୍‌ସିଡ୍‌ ସର୍ବିୟାର ନୋଭାକ ଜୋକୋଭିଚ୍‌, ତୃତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ଇଟାଲୀର ଅଣସିଡ୍‌ ଖେଳାଳି ଲୋରେଞ୍ଜୋ ମୁସେଟି, ଆମେରିକାର ୧୮ତମ…

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍‌ରେ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଫଳରେ ରବିବାର ସେ ଷ୍ଟାର୍ଟିଂ ପୋଜିଶନରୁ ରେସ ଆରମ୍ଭ କରିବେ। ଲେକ୍‌ରେକ୍‌ ୧ ମିନିଟ ୪୧.୨୧୮…

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି। ଏଥିସହ ବ୍ରାଜିଲ ଦକ୍ଷିଣ ଆମେରିକା ବିଶ୍ୱକପ୍‌ କ୍ୱାଲିଫାଇଙ୍ଗ୍‌ରେ କ୍ରମାଗତ ୫ଟି ବିଜୟ ହାସଲ କରିଛି।…

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌ର ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି।…

ଭାରତୀୟ ଟି୨୦ ଟିମ୍‌ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…

ନୂଆଦିଲ୍ଲୀ,୫।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ହେଲେ ଧୋନୀ ଦଳରେ ସାମିଲ ହେବା ପରେ କାର୍ତ୍ତିକଙ୍କ କ୍ୟାରିୟର ଶୀର୍ଷରେ ପହଞ୍ଚି ପାରି ନ…

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ। ଏହାପରେ ପୀୟୁଷ ୨୦୧୧ରେ ବିଶ୍ୱକପ୍‌ ଜିତିଥିବା ଭାରତୀୟ ଟିମ୍‌ରେ ସାମିଲ ଥିଲେ। ସେତେବେଳେ ୨୨…

ରେସଲର ସୁମିତ ଡୋପ୍‌ ଟେଷ୍ଟରେ ବିଫଳ

ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ସୁମିତ୍‌ ମଲିକ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ଦେଶପାଇଁ ଏହା ଲଜ୍ଜାଜନକ ବିଷୟ। ବୁଲ୍‌ଗେରିଆରେ ନିକଟରେ ଅନୁଷ୍ଠିତ କ୍ୱାଲିଫାୟର୍ସରେ…

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ ୨୦୨୪ ପ୍ୟାରିସ ଗେମ୍ସରେ ଅଂଶଗ୍ରହଣ କରିପାରିବେ ନାହିଁ। ଡୋପିଂ କଣ୍ଟ୍ରୋଲ ସାମ୍ପଲ୍ସର ରେଜଲ୍ଟ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?