ଖେଳ

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଖେଳାଳିମାନଙ୍କୁ ପରସ୍ପର ସହ ମିଶିବାକୁ ବାରଣ କରାଯାଇଛି। ୩ ଦିନିଆ କ୍ୱାରାଣ୍ଟାଇନ୍‌ ପରେ ଖେଳାଳିଙ୍କୁ…

ଫ୍ରେଞ୍ଚ୍‌ ଓପନ ଟେନିସ: ଚତୁର୍ଥ ରାଉଣ୍ଡରେ ଜେଭରେଭ, ନିଶିକୋରି

ପ୍ୟାରିସ୍‌,୫।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶୁକ୍ରବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭରେଭ, ଜାପାନର କେଇ ନିଶିକୋରି, ଆର୍ଜେଣ୍ଟିନାର ଫେଡେରିକୋ ଡେଲବୋନିସ, ସ୍ପେନର ଆଲେଜାଣ୍ଡ୍ରୋ ଫୋକିନା, ଦ୍ୱିତୀୟ ସିଡ୍‌…

ଆଇସିୟୁରେ ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍‌ ମିଲ୍‌ଖା ସିଂ କୋଭିଡ୍‌-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍‌ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଫୋନରେ…

କୋଚ୍‌ ଟୁଚେଲଙ୍କ କାର୍ଯ୍ୟକାଳ ବଢ଼ାଇଲା ଚେଲସି

ଲଣ୍ଡନ,୫।୬: ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ହାସଲ କରିବା ପରେ ଚେଲସି କୋଚ୍‌ ଥୋମାସ ଟୁଚେଲଙ୍କୁ ପୁରସ୍କୃତ କରିଛି। ଚେଲ୍‌ସି ଶୁକ୍ରବାର ଟୁଚେଲଙ୍କ କାର୍ଯ୍ୟକାଳ ୨୦୨୪କୁ ବୃଦ୍ଧି କରିଛି। ଜର୍ମାନୀର ଟୁଚେଲ ଗତ ଜାନୁୟାରୀରେ ଦଳରେ ଯୋଗ ଦେଇଥିଲେ। ତାଙ୍କ ତତ୍ତ୍ୱାବଧାନରେ ଚେଲସି…

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା ପରେ ସେ କ୍ରିକେଟକୁ ଫେରି ମେଲବୋର୍ନ କ୍ଲବ ମୁଲଗ୍ରେଭ୍‌ର କୋଚ୍‌ ଦାୟିତ୍ୱ ତୁଲାଇବେ। ୨୦୧୯ରେ…

ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ

କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ ସ୍ଥାନ ମିଳିଛି। ଚୟନକର୍ତ୍ତାମାନେ ଇମାଦ ଓ୍ବାସିମଙ୍କୁ ଏହି ଦଳରେ ପୁଣିଥରେ ସାମିଲ କରିଛନ୍ତି। ଇଂଲଣ୍ଡ…

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ ପାଇଛନ୍ତି ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମ। ମୋଇନଙ୍କ ୨୨ ବର୍ଷୀୟ ପୁଅଙ୍କୁ…

କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ

ନୂଆଦିଲ୍ଲୀ,୪।୬: ଭାରତ ପାଇଁ କ୍ରିକେଟ ଗ୍ରାଉଣ୍ଡରେ ଅନେକ ସଫଳତା ହାସଲ କରିଥିବା ମହେନ୍ଦ୍ର ସିଂ ଧୋନୀ, ଯୁବରାଜ ସିଂ (ଯୁବି) ଓ ବିରାଟ କୋହଲିଙ୍କୁ ଗୋଟିଏ ଶବ୍ଦରେ ବର୍ଣ୍ଣନା କରିବା କଷ୍ଟକର ବ୍ୟପାର। କିନ୍ତୁ ଆଫଗାନିସ୍ତାନର ଲେଗ୍‌ ସ୍ପିନର ରଶିଦ ଖାନଙ୍କ…

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ ସିଢ଼ୀ ଚଢ଼ୁଥିବା ବେଳେ ପୁରୁଣା ଦିନକୁ ଭୁଲି ନାହାନ୍ତି ସିରାଜ। କ୍ରିକେଟ ଯୋଗୁ ସିରାଜଙ୍କ…

ଟିମ୍‌ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ

ସାଉଥାମ୍ପଟନ,୪।୬ : ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ସାଉଥାମ୍ପଟନର ଏଜେସ ବାଉଲଠାରେ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଖେଳାଳିମାନଙ୍କୁ ଏବେ ହାର୍ଡ କ୍ୱାରେଣ୍ଟିନରେ ରଖାଯାଇଛି। ଏପରି କି ସାଥି ଖେଳାଳିଙ୍କୁ ଭେଟିବାକୁ ଅନୁମତି ଦିଆଯାଉ ନାହିଁ। ଭାରତୀୟ…

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ କହୁ ସୋଏବଙ୍କ ପୋଷ୍ଟ ଗମ୍ଭୀର ଆଡ଼କୁ ଗତି କରିଯାଇଛି। ସୋଏବ ପାକିସ୍ତାନର ଅଭିନେତା ଫହାଦ…

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ ୪-୦ରେ ଜିତିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ମହାନ କ୍ରିକେଟର ସୁନୀଲ ଗାଭାସ୍କର। ଗାଭାସ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?