ଖେଳ

ଓ୍ବାର୍ନରଙ୍କ ଝିଅଙ୍କୁ ଖାସ୍‌ ଉପହାର ଦେଲେ ବିରାଟ

ସିଡନୀ,୩୧।୧: ଅଷ୍ଟ୍ରେଲିଆ ଓପନର୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଝିଅ ଇଣ୍ଡି ଭାରତୀୟ ଅଧୀନାୟକଙ୍କ ବଡ଼ ପ୍ରଶଂସକ। ଏହାକୁ ନେଇ ତାଙ୍କୁ ବିରାଟଙ୍କଠାରୁ ଏକ ଖାସ ଉପହାର ମିଳିଛି। ସେ ବି ବିରାଟଙ୍କ ଅଟୋଗ୍ରାଫ ଥିବା ଜର୍ସି। ଓ୍ବାର୍ନର ନିଜର ସୋସିଆଲ ମିଡିଆରେ...

କୋହଲିଙ୍କୁ ଆଉଟ୍‌ କରିବାକୁ ଯୋଜନା କ’ଣ? ଇଂଲଣ୍ଡ କ୍ରିକେଟର ଦେଲେ ଏଭଳି ଜବାବ

ଚେନ୍ନାଇ, ୩୧।୧: ଭାରତ-ଇଂଲଣ୍ଡ ମଧ୍ୟରେ ସିରିଜ ଆରମ୍ଭ ହେବା ପୂର୍ବରୁ ଅତିଥି ଦଳର ଅଲରାଉଣ୍ଡର ମୋଇନ ଅଲ୍ଲୀ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ବଡ଼ ମନ୍ତବ୍ୟ ରଖିଛନ୍ତି। ଅଧିନାୟକଙ୍କ ପ୍ରଶଂସା କରି ସେ କହିଛନ୍ତି, ତାଙ୍କ ଦଳ ବିରାଟଙ୍କୁ କିଭଳି...

ହସ୍ପିଟାଲରୁ ଘରକୁ ଫେରିଲେ ଗାଙ୍ଗୁଲି

କୋଲକାତା,୩୧।୧: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ କ୍ୟାପଟେନ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିଛନ୍ତି। ସେ ଗୋଟିଏ ସପ୍ତାହ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ଡାକ୍ତରଙ୍କ ମତରେ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍‌ ଅଛି। ଗାଙ୍ଗୁଲି...

ଦ୍ୱିତୀୟ ଥର ଆଞ୍ଜିଓପ୍ଲାଷ୍ଟି ପରେ ଘରକୁ ଫେରିଲେ ଗାଙ୍ଗୁଲୀ

କୋଲକାତା, ୩୧।୧: ଦ୍ୱିତୀୟ ଥର ଆଞ୍ଜିଓପ୍ଲାଷ୍ଟି ପରେ ବିସିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ରବିବାର ଆପୋଲ ହସ୍ପିଟାଲରୁ ଛୁଟି ମିଳିଛି। ଏବେ ସେ ଘରକୁ ଫେରିଛନ୍ତିି। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଚିକିତ୍ସା ଲାଗି ଜାନୁୟାରୀ ୨୭ରେ ଆପୋଲୋ...

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ପୂଜାରା ୬ଷ୍ଠ ସ୍ଥାନକୁ ଉନ୍ନୀତ

ଦୁବାଇ, ୩୧ା୧ (ପି.ଟି.)-ଶନିବାର ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟ୍ସମ୍ୟାନ ତାଲିକାରେ ୪ର୍ଥ ସ୍ଥାନ ବଜାୟ ରଖିଛନ୍ତି। ଚେତେଶ୍ୱର ପୂଜାରା ୬ଷ୍ଠ ସ୍ଥାନକୁ ପଦୋନ୍ନତି ପାଇଛନ୍ତି। କୋହଲି (୮୬୨) ଓ ପୂଜାରା (୭୬୦)ଙ୍କ...

୮୭ ବର୍ଷରେ ପ୍ରଥମ ଥର ହେବନି ରଣଜୀ ଟ୍ରଫି

ନୂଆଦିଲ୍ଲୀ, ୩୧ା୧ (ପି.ଟି.)- କୋଭିଡ୍‌ କାରଣରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୮୭ ବର୍ଷରେ ପ୍ରଥମ ଥର ଏହାର ପ୍ରମୁଖ ପ୍ରଥମ ଶ୍ରେଣୀ ଘରୋଇ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ଆୟୋଜନ କରିବ ନାହିଁ। କାରଣ ଅଧିକାଂଶ ରାଜ୍ୟ ୟୁନିଟ୍‌...

ଅଭ୍ୟାସ କଲେ ଷ୍ଟୋକ୍ସ, ଆର୍ଚର, ବନର୍ସ

ଚେନ୍ନାଇ,୩୧।୧: ଭାରତ ଗସ୍ତରେ ଆସିଥିବା ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ, ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଓ ରିଜର୍ଭ ଓପନର ରୋରି ବନର୍ସ ଶନିବାର ପ୍ରଥମଥର ପାଇଁ ଅଭ୍ୟାସ କରିଛନ୍ତି। ୬ ଦିନର ହାର୍ଡ କ୍ୱାରାଣ୍ଟାଇନ୍‌ ପରେ ସ୍ଥାନୀୟ ଚିପକ...

ଏମ୍‌ଜିଏମ୍‌ ଓଡ଼ିଶା ମହିଳା ଟି୨୦ ଲିଗ୍‌: ଓଡ଼ିଶା ରେଡ୍‌ର ସହଜ ବିଜୟ

ଭୁବନେଶ୍ୱର,୩୧।୧(ସ୍ପୋର୍ଟ୍ସ ବ୍ୟୁରୋ): ଏଠାରେ ଚାଲିଥିବା ଏମ୍‌ଜିଏମ୍‌ ଓଡ଼ିଶା ମହିଳା ଟି୨୦ ଲିଗ୍‌ରେ ଓଡ଼ିଶା ରେଡ୍‌ ଶନିବାର ୫୯ଟି ବଲ ବାକି ରଖି ୧୦ ଉଇକେଟରେ ଓଡ଼ିଶା ୟେଲୋକୁ ଅତି ସହଜରେ ପରାସ୍ତ କରିଛି। ଟୁର୍ନାମେଣ୍ଟର ୧୭ତମ ମ୍ୟାଚ୍‌ରେ ୟେଲୋ ଟସ୍‌...

ଏସିସି ଅଧ୍ୟକ୍ଷ ଭାବେ ଜୟ ଶାହା ନିର୍ବାଚିତ

ନୂଆଦିଲ୍ଲୀ,୩୧।୧(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହାଙ୍କୁ ଆଉ ଏକ ନୂଆ ଗୁରୁଦାୟିତ୍ୱ ମିଳିଛି। ସେ ଏସିଆନ୍‌ କ୍ରିକେଟ କାଉନସିଲ (ଏସିସି)ର ଅଧ୍ୟକ୍ଷ ଭାବେ ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ...

ଆଇ- ଲିଗ୍‌: ଆଇଜଲ ଏଫ୍‌ସି ବିଜୟୀ

କୋଲକାତା,୩୧।୧(ପି.ଟି.): ସ୍ଥାନୀୟ ମୋହନ ବାଗାନ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ଆଇ- ଲିଗ୍‌ର ଏକ ମ୍ୟାଚ୍‌ରେ ଆଇଜଲ ଏଫ୍‌ସି ୨-୧ ଗୋଲରେ ନେରେକା ଏଫ୍‌ସିକୁ ପରାସ୍ତ କରିଛି। ଆଇଜଲ ତରଫରୁ ପିସି ଲାଲଡିନପୁଇଆ ୩୭ତମ ମିନିଟ୍‌ରେ ପ୍ରଥମ ଗୋଲ ଦେଇ ଦଳକୁ...

ଆସାମରେ ଏସ୍‌ଟିସି ଉଦ୍‌ଘାଟନ କଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୩୧।୧(ପି.ଟି.): ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲଙ୍କ ଉପସ୍ଥିତିରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶନିବାର ଆସାମର ନର୍ଥ ଲକ୍ଷ୍ମୀପୁର ଟାଉନ୍‌ସ୍ଥିତ ସୋଲାଲ ଗାଓଁରେ ସାଇ ଟ୍ରେନିଂ ସେଣ୍ଟର (ଏସ୍‌ଟିସି) ଉଦ୍‌ଘାଟନ କରିଛନ୍ତି। ଏହି ଟ୍ରେନିଂ ସେଣ୍ଟରରେ ଆଥ୍‌ଲେଟଙ୍କ ପାଇଁ ହଷ୍ଟେଲ ଓ...

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇକୁ ହରାଇଲା ନର୍ଥଇଷ୍ଟ

ବାମ୍ବୋଲିମ୍‌, ୩୧।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ୨-୧ ଗୋଲରେ ଟେବୁଲ ଟପ୍ପର ମୁମ୍ବାଇ ସିଟି ଏଫ୍‌ସିକୁ ପରାସ୍ତ କରିଛି। ଏଥିସହିତ ନର୍ଥଇଷ୍ଟ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଅନ୍ୟପଟେ ମୁମ୍ବାଇର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri