ଖେଳ

ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ ଟିମ୍‌ ଇଣ୍ଡିଆର ଖେଳାଳିମାନେ ଗୁରୁବାର ସାଉଥାମ୍ପଟନରେ ପହଞ୍ଚିଛନ୍ତି। ଏ ନେଇ ଟୁଇଟରରେ ଫଟୋ ଶେୟାର…

କ୍ୟାରିୟରରେ ଗୋଟିଏ ବି ନୋ ବଲ୍‌ ପକାଇନାହାନ୍ତି ଏହି ୫ ବୋଲର୍‌: ତାଲିକାରେ କପିଲ-ଇମ୍ରାନଙ୍କ ସହ…

ନୂଆଦିଲ୍ଲୀ,୩।୬: ଅନିଶ୍ଚିତତାର ଖେଳ ହେଉଛି କ୍ରିକେଟ। କାରଣ କେଉଁ ମୂହୁର୍ତ୍ତରେ କ’ଣ ହେବ କୁହାଯାଇ ନ ପାରେ। ଅନେକ ସମୟରେ ଗୋଟିଏ ଭୂଲ, ତାହା ନୋ ବଲ୍‌ ହେଉ ଅଥବା ଓ୍ବାଇଡ୍‌ ବଲ୍‌, କୌଣସି ଟିମ୍‌କୁ ଅଡ଼ୁଆରେ ପକାଇପାରେ। ବିଶେଷକରି ନୋ…

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି କ୍ରିକେଟର ଏହି ଫର୍ମାଟକୁ ପସନ୍ଦ କରୁ ନ ଥିବା ବେଳେ ଗାଭାସ୍କର ଭିନ୍ନ ମତ…

୮ ବର୍ଷ ତଳେ କରିଥିଲେ ଟୁଇଟ୍‌: ଏବେ ମାଗିଲେ କ୍ଷମା

ଇଂଲଣ୍ଡ ଦ୍ରୁତ ବୋଲର ଓଲି ରବିନ୍ସନ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଡେବ୍ୟୁ ମ୍ୟାଚ୍‌ ଗୋଟିଏ ଦିନ ପୂର୍ବରୁ ନିଜର ପ୍ରାୟ ୮ ବର୍ଷ ପୁରୁଣା ଟୁଇଟ୍‌ ପାଇଁ ତାଙ୍କୁ କ୍ଷମା ମାଗିବାକୁ ପଡିଛି। ରବିନସନଙ୍କୁ ମାତ୍ର ୧୮…

କୋଭିଡ୍‌-୧୯ : ଭାରତ ପାଇଁ ପାଣ୍ଠି ଯୋଗାଡ଼ କରିବେ ଅଷ୍ଟ୍ରେଲୀୟ କ୍ରିକେଟର

ସିଡ୍‌ନୀ,୩।୬(ପି.ଟି.): କୋଭିଡ୍‌- ୧୯ ମହାମାରୀ ବିରୋଧରେ ଲଢେଇ ଜାରି ରହିଥିବା ବେଳେ ପ୍ୟାଟ୍‌ କୁମିନ୍ସଙ୍କ ସମେତ କେତେଜଣ ଅଷ୍ଟ୍ରେଲୀୟ କ୍ରିକେଟର ପାଣ୍ଠି ଯୋଗାଡ଼ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। କ୍ରିକେଟରମାନେ ଇଣ୍ଡିଆ କୋଭିଡ୍‌ ଅପିଲ୍‌ ନେଇ ୟୁନିସେଫ ଅଷ୍ଟ୍ରେଲିଆ ପାଇଁ ପାଣ୍ଠି…

ଇନ୍‌ସୁଲିନ୍‌ ନେଇ ପଡିଆକୁ ଓହ୍ଲାଉଥିଲେ ଏହି ଆକ୍ରମକ ବୋଲର୍‌: କ୍ରିକେଟ୍‌ରେ ହାସଲ କରିଥିଲେ ଅନେକ ରେକର୍ଡ

ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରାମ ଦୁନିଆର ଶ୍ରେଷ୍ଠ ବାମହାତୀ ପେସର ଭାବରେ ଜଣାଶୁଣା। ଆକ୍ରାମ ଜୁନ ୩, ୧୯୬୬ରେ ପାକିସ୍ତାନର ଲାହୋରରେ ଜନ୍ମଗ୍ରହଣ କରିଥିଲେ। ଆକ୍ରାମଙ୍କ ଅନ୍ତର୍ଜାତୀୟ କ୍ୟାରିଅର୍‌ ୧୯ ବର୍ଷ ଧରି ଚାଲିଥିଲା, କିନ୍ତୁ ଏହି ସମୟ ମଧ୍ୟରେ…

୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍‌ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ ବଲରେ କନୱେ ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଥିଲେ। କନୱେ ତାଙ୍କର ଡେବ୍ୟୁ ମ୍ୟାଚରେ ଶତକ ସ୍କୋର…

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି। ଜୁନ୍‌ ୧୮ରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି…

ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିବା ମାମଲା: କ୍ରୀଡ଼ାର ନୂଆ ସୋପାନରେ ଓସାକା

ପ୍ୟାରିସ୍‌,୩।୬(ଏପି): କ୍ରୀଡ଼ାରେ ଇଞ୍ଜୁରି ନେଇ ଆଥ୍‌ଲେଟମାନେ ଖୋଲାଖୋଲି ନିଜର ମତ ରଖିଥାନ୍ତି। ତେବେ ମାନସିକ ସ୍ବାସ୍ଥ୍ୟ ନେଇ କେହି ଆଥ୍‌ଲେଟ କୌଣସି ଇଭେଣ୍ଟରୁ ଓହରିବା ସମ୍ପୂର୍ଣ୍ଣ ଭିନ୍ନ କଥା। ମାନସିକ ଅବସାଦ ପାଇଁ ଫ୍ରେଞ୍ଚ୍‌ ଓପନରୁ ଓହରିବା ସହ ବିଶ୍ୱର ସବୁଠାରୁ…

‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’

ମୁମ୍ବାଇ, ୩।୬(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍‌ଘାଟନୀ ସଂସ୍କରଣର ଫାଇନାଲ ୧ ମ୍ୟାଚ ବିଶିଷ୍ଟ। ମାତ୍ର ଏପରି ହେବା ଉଚିତ ନୁହେଁ ବୋଲି ଟିମ୍‌ ଇଣ୍ଡିଆ କୋଚ୍‌…

ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି

ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ ଏ ନେଇ ରାଜ୍ୟ ଆସୋସିଏଶନଗୁଡ଼ିକ ବିସିସିଆଇକୁ ଆଶାନୁରୂପ ସହଯୋଗ କରିପାରି ନାହାନ୍ତି। କେବଳ କ୍ଷତିପୂରଣ…

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ତୃତୀୟ ରାଉଣ୍ଡରେ ଜେଭେରେଭ, ଇସ୍ନର

ପ୍ୟାରିସ,୩।୬: ଫ୍ରେଞ୍ଚ୍‌ ଓପନ ବୁଧବାର ଚତୁର୍ଥ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭେରେଭ୍‌, ୧୫ତମ ସିଡ୍‌ ଖେଳାଳି ନରଓ୍ବେର କାସପର ରୁଡ୍‌, ୨୭ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ୩୧ତମ ସିଡ୍‌ ଖେଳାଳି ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?