ଖେଳ

‘ବଞ୍ଚାନ୍ତୁ…’, ଭାରତର ଶ୍ରେଷ୍ଠ ଖେଳାଳିମାନଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ…

ନୂଆଦିଲ୍ଲୀ,୩।୧: ଭାରତୀୟ ଫୁଟବଲ ସଙ୍କଟରେ ଅଛି। ଇଣ୍ଡିଆନ ସୁପର ଲିଗ (ISL) ହେବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟତା ନାହିଁ। ISL ର ଇଭେଣ୍ଟ ଅନିଶ୍ଚିତତାରେ ଘେରି ରହିଛି, ଯାହା ଫଳରେ ଭାରତୀୟ ଏବଂ ଅନ୍ତର୍ଜାତୀୟ ଫୁଟବଲ…

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସେ କହିଛନ୍ତି ତାଙ୍କ ୯ ମାସିଆ ସଂକ୍ଷିପ୍ତ କାର୍ଯ୍ୟକାଳ ସମୟରେ…

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ସମାନ ସଂଖ୍ୟକ T20 ଅନ୍ତର୍ଜାତୀୟ ଖେଳିବେ। ତଥାପି, ବର୍ତ୍ତମାନର…

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର ସମ୍ପର୍କ ଅକ୍ଷୁର୍ଣ୍ଣ ରହିଛି। ଭାରତୀୟ କ୍ରିକେଟ ବୋର୍ଡ କେବଳ ଏହାର ସକ୍ରିୟ ଖେଳାଳିଙ୍କ ଯତ୍ନ…

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛି, ଯେଉଁଥିରେ ନୂତନ କିଟ ପିନ୍ଧିଥିବା ଖେଳାଳିମାନଙ୍କୁ ପ୍ରଦର୍ଶନ କରାଯାଇଛି। ଲିଗର…

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ପାଇଁ ଖେଳିବେ। ଖ୍ବାଜା ଆଶେସ ସିରିଜର ଶେଷ ମ୍ୟାଚ ପୂର୍ବରୁ ଏକ…

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର କରିବା ପାଇଁ କେତେ ସମୟ ଲାଗିବ, ତାହା ସ୍ପଷ୍ଟ କରାଯାଇ ନାହିଁ। ଏନେଇ ରିଅଲ…

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ ମିଳାଇବା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ଭାରତୀୟ କ୍ରିକେଟରମାନଙ୍କୁ ପାକିସ୍ତାନୀ…

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି , ଏହି ବର୍ଷ କେହି ଟି-୨୦ ବିଶ୍ୱକପ ଦେଖିବାକୁ ଯାଉନାହାନ୍ତି। ଆଇସିସି ଟି-୨୦ ବିଶ୍ୱକପ ୨୦୨୬…

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ। ବଡୋଦାରେ ଖେଳାଯିବାକୁ ଥିବା ପ୍ରଥମ ଦିନିକିଆ ପାଇଁ ଅନଲାଇନ ଟିକେଟ ମାତ୍ର ଆଠ ମିନିଟରେ…

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି ଏବଂ କଣ୍ଡିସନିଂ କୋଚ ପାଇବ। ଏହି ପ୍ରଶିକ୍ଷକଙ୍କୁ ମହିଳା ପ୍ରିମିୟର ଲିଗ (WPL 2026)…

୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!

ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ ନଥିଲେ, କିନ୍ତୁ ତାଙ୍କ କ୍ୟାରିୟରକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା। ତାଙ୍କ ଭବିଷ୍ୟତ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?