ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍ ୨ରେ ବ୍ରିଟେନ ଗସ୍ତରେ ଯିବ। ଭାରତୀୟ ପୁରୁଷ ଦଳ ଏବଂ ମହିଳା ଦଳ ସମାନ…
ଦିୟା-ସ୍ବସ୍ତିକା ରନର୍ସଅପ୍
ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା ଚିତାଲେ ଓ ସ୍ବସ୍ତିକା ଘୋଷ ପ୍ରଭାବୀ ପ୍ରଦର୍ଶନ ସହ ରନର୍ସ ଅପ୍ ହୋଇଛନ୍ତି। ୧୯…
ଏସ୍ଆର୍ ଅନ୍ଲାଇନ୍ ଚେସ୍: ଓମ୍ ଆଦିତ୍ୟ ଚାମ୍ପିୟନ
ଭୁବନେଶ୍ୱର,୧।୬(କ୍ରୀଡ଼ା ପ୍ରତିନିଧି): ଏସ୍ଆର୍ ଚେସ୍ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୯ତମ ଅନ୍ଲାଇନ୍ ଚେସ୍ରେ ଓମ୍ ଆଦିତ୍ୟ ଖାଡଙ୍ଗା ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ମଦର୍ସ ପବ୍ଲିକ୍ ସ୍କୁଲ୍ର ଓମ୍ ଆଦିତ୍ୟ ୫.୫ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି।…
ଆଇପିଏଲ୍ରେ ଦର୍ଶକ ଅନୁମତି ସମ୍ଭାବନା
ନୂଆଦିଲ୍ଲୀ, ୧।୬ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅବଶିଷ୍ଟାଂଶ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଲାଗି ଏକ ବିସିସିଆଇ ଅଧିକାରୀ ଦଳ ସୋମବାର ଦୁବାଇରେ ପହଞ୍ଚତ୍ଥିବା ଜଣାଯାଇଛି। ବିଧିବଦ୍ଧଭାବେ ଘୋଷଣା କରାଯାଇ ନ ଥିଲେ…
ପରିବାର ସହ ମିଶିଲେ ଅଷ୍ଟ୍ରେଲୀୟ ଆଇପିଏଲ୍ ଖେଳାଳି
ସିଡ୍ନୀ, ୧ା୬ (ପି.ଟି.)-ଭାରତରେ ଆଇପିଏଲ୍ରେ ଭାଗନେବା ଲାଗି ଆସିଥିବା ଅଷ୍ଟ୍ରେଲୀୟ କ୍ରିକେଟର, ସପୋର୍ଟ ଷ୍ଟାଫ୍ ଏବଂ କମେଣ୍ଟେଟରଙ୍କ କ୍ୱାରାଣ୍ଟାଇନ୍ ଅବଧି ଶେଷ ହେବାପରେ ସୋମବାର ସେମାନେ ପରିବାର ସହ ଯୋଗ ଦେଇଛନ୍ତି। ପରିବାରରେ ନାହିଁ ନ ଥିବା ଖୁସି ଓ ଆନନ୍ଦର…
ଫ୍ରେଞ୍ଚ୍ ଓପନ ଟେନିସ: ସିତ୍ସିପାସଙ୍କ ବିଜୟ ଅଭିଯାନ
ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍ସିପାସ, ଡାନିଲ ମେଡ୍ଭେଡେଭ୍, ଜାନିକ ସିନେର ପ୍ରମୁଖ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ସିତ୍ସିପାସ ପ୍ରଥମ ରାଉଣ୍ଡରେ ଜେରେମି ଚାର୍ଡିଙ୍କୁ ୭-୬(୮/୬),…
ଆରପାରିରେ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ…
ବଦଳିଲା ଡବ୍ଲ୍ୟୁଟିସିର ପଏଣ୍ଟ ସିଷ୍ଟମ; ଭାରତ ଖେଳିବ ୧୯ ମ୍ୟାଚ୍
ନୂଆଦିଲ୍ଲୀ,୩୦।୬ : ଆଗକୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଳ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୂଆ ପଏଣ୍ଟ ସିଷ୍ଟମ ଲାଗୁ କରିଛି। ଅଗଷ୍ଟରେ ଆରମ୍ଭ ହେବାକୁ ଥିବା ଭାରତ- ଇଂଲଣ୍ଡ ଟେଷ୍ଟ ସିରିଜରୁ…
ବଦଳିଲା ଡବ୍ଲ୍ୟୁଟିସିର ପଏଣ୍ଟ ସିଷ୍ଟମ; ଭାରତ ଖେଳିବ ୧୯ ମ୍ୟାଚ୍
ନୂଆଦିଲ୍ଲୀ,୩୦।୬ : ଆଗକୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଳ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୂଆ ପଏଣ୍ଟ ସିଷ୍ଟମ ଲାଗୁ କରିଛି। ଅଗଷ୍ଟରେ ଆରମ୍ଭ ହେବାକୁ ଥିବା ଭାରତ- ଇଂଲଣ୍ଡ ଟେଷ୍ଟ ସିରିଜରୁ…
ଶାକାହାରୀ କହୁଥିବା କୋହଲି ଖାଆନ୍ତି ଅଣ୍ଡା
ନୂଆଦିଲ୍ଲୀ, ୩୧।୫: ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଗତ କିଛି ବର୍ଷ ହେଲା ନିଜକୁ ଶାକାହାରୀ କହି ଆସୁଛନ୍ତି। କିନ୍ତୁ ଡାଏଟ୍ରେ ଅଣ୍ଡା ସାମିଲ ଥିବା ଭୁଲ ବଶତଃ ସ୍ବୀକାର କରିଛନ୍ତି ବିଶ୍ୱର ସବୁଠୁ ଫିଟ୍ କ୍ରିକେଟର। ନିକଟରେ ଇନଷ୍ଟାଗ୍ରାମରେ…
ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ କରାଯାଇନାହିଁ ଆଲୋଚନା
ମେଲବୋର୍ନ, ୩୧।୫: ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଆଇପିଏଲର ବଳକା ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ରେ ଅଂଶଗ୍ରହଣ କରିବା ପାଇଁ ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ ଏପର୍ଯ୍ୟନ୍ତ କୌଣସି ଆଲୋଚନା କରାଯାଇ ନାହିଁ। ଆଇପିଏଲ ଅଂଶଗ୍ରହଣ କରିଥିବା ଖେଳାଳିମାନେ ବାଧ୍ୟତାମୂଳକ…
ଟି୨୦ ବିଶ୍ୱକପ୍: ଆଇସିସିକୁ ଏକ ମାସ ସମୟ ମାଗିବ ବିସିସିଆଇ
ନୂଆଦିଲ୍ଲୀ, ୩୧।୫: ଟି୨୦ ବିଶ୍ୱକପ୍ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଆଇସିସିକୁ ଅଧିକ ଏକ ମାସ ସମୟ ମାଗିବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମଙ୍ଗଳବାର ହେବାକୁ ଥିବା ଆଇସିସି ବୋର୍ଡ ମିଟିଂରେ ଏହି…

