ଖେଳ

ରାତି ୩.୩୦ରେ କୋଚ୍‌ଙ୍କ ଘରେ ହଠାତ୍‌ ପହଞ୍ଚି ଯାଇଥିଲେ ରିଷଭ ପନ୍ତ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

୨୦୧୭ରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିବା ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ସମସ୍ତ ତିନୋଟି ଫର୍ମାଟରେ ଟିମ ଇଣ୍ଡିଆରେ ନିଜର ସ୍ଥାନ ନିଶ୍ଚିତ କରିଛନ୍ତି। ୨୩ ବର୍ଷୀୟ ପନ୍ତ ଆଜିକାଲି ଇଂଲଣ୍ଡ ଗସ୍ତ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି।…

ଲାଇଭ୍‌ ରେସ୍‌ରେ ଚାଲିଗଲା ରେସର୍‌ଙ୍କ ଜୀବନ

ଫ୍ଲୋରେନ୍ସ, ୩୦ା୫- ଇଟାଲିଆନ ଗ୍ରାଁ ପ୍ରି ଇଭେଣ୍ଟର ମୋଟୋ-୩ କ୍ୱାଲିଫାଇଂ ରେସ୍‌ବେଳେ ଦୁର୍ଘଟଣା ଯୋଗୁ ଚାଲିଯାଇଛି ସୁଇଜରଲାଣ୍ଡର ୧୯ ବର୍ଷୀୟ ବାଇକ୍‌ ରାଇଡର ଜାସନ ଡୁପାସ୍କ୍ବିଅର୍‌ଙ୍କ ଜୀବନ। ଏଥିଲାଗି ମୋଟୋଜିପି ପକ୍ଷରୁ ଦୁଃଖ ପ୍ରକାଶ କରାଯାଇଛି। ଶନିବାର ଯୋଗ୍ୟତାପର୍ଯ୍ୟାୟ ରେସ୍‌ ଶେଷ…

ଡବ୍ଲ୍ୟୁଟିସି ଫାଇନାଲରେ ରେଟ୍ରୋ ଲୁକ୍‌ରେ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩୦।୫: ବିଗତ ଦିନର ଜର୍ସି ପ୍ରତି ଟିମ୍‌ ଇଣ୍ଡିଆର ଉତ୍ସାହ ବଢିବାରେ ଲାଗିଛି। ଦିନିକିଆ ଓ ଟି୨୦ ପରେ କ୍ରିକେଟର ପାରମ୍ପରିକ ଫର୍ମାଟରେ ମଧ୍ୟ ଭାରତୀୟ ଖେଳାଳିଙ୍କୁ ଦେଖିବାକୁ ମିଳିବ ରେଟ୍ରୋ ଲୁକ୍‌ରେ। ସାଉଥାମ୍ପଟନରେ ଜୁନ୍‌ ୧୮ରୁ ଆରମ୍ଭ ହେବାକୁଥିବା ବିଶ୍ୱ…

ଆଜିର ଦିନରେ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ

ଚେନ୍ନାଇ, ୩୦।୫: ଠିକ୍‌ ୭ ବର୍ଷ ତଳେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ତଥା ଚିନା ଥାଲା ଭାବେ ଜଣାଶୁଣା ସୁରେଶ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ। ଏହାକୁ ମନେ ପକାଇ ଦେଇଛି ସିଏସ୍‌କେ ପକ୍ଷରୁ କରାଯାଇଥିବା…

ଆଇପିଏଲ ପାଇଁ ଆଗୁଆ ଶେଷ ହୋଇପାରେ ସିପିଏଲ

ନୂଆଦିଲ୍ଲୀ, ୩୦।୫: ଆଇପିଏଲର ବଳକା ମ୍ୟାଚ୍‌କୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ବିସିସିଆଇ କାରିବିଅନ ପ୍ରିମିୟ ଲିଗ୍‌ (ସିପିଏଲ)କୁ ଏକ ସପ୍ତାହ କିମ୍ବା ୧୦ ଦିନ ଆଗରୁ ଶେଷ କରିବାକୁ କ୍ରିକେଟ ଓ୍ବେଷ୍ଟଇଣ୍ଡିଜ ବୋର୍ଡକୁ ପ୍ରସ୍ତାବ ଦେଇଛି। ଏହାଦ୍ୱାରା ଆଇପିଏଲ…

ଆଇପିଏଲ ପୂର୍ବରୁ କେକେଆରକୁ ଲାଗିଲା ଶକ୍ତ ଧକ୍କା

ସିଡ୍‌ନୀ, ୩୦।୫: ଆଇପିଏଲ-୧୪ର ଦ୍ୱିତୀୟ ପର୍ଯ୍ୟାୟ ତଥା ବଳକା ୩୧ ମ୍ୟାଚ୍‌ ୟୁଏଇଠାରେ ଆସନ୍ତା ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏହି ପର୍ଯ୍ୟାୟ ଆରମ୍ଭ ହେବା ପୂର୍ବରୁ ଦୁଇ ଥର ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ…

ଶେଷଥର ପାଇଁ ଗୁଗୁଲ୍‌ରେ କ’ଣ ସର୍ଚ୍ଚ କରିଥିଲେ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁସି) ଫାଇନାଲ ମ୍ୟାଚ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୧୮ ରୁ ୨୨ ଜୁନ ମଧ୍ୟରେ ଇଂଲଣ୍ଡରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏହି ଐତିହାସିକ ଟାଇଟଲ ମ୍ୟାଚ…

ଧୋନୀଙ୍କ ସହ କୋହଲିଙ୍କର ରହିଛି ଏମିତି ସମ୍ପର୍କ, ଟୁଇଟ୍‌ କରି କହିଲେ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ଭିତରେ ସମ୍ପର୍କ କେମିତି ବୋଲି ପ୍ରଶଂସକମାନେ ଜାଣିବାକୁ ଚାହିଁଛନ୍ତି। ପଡ଼ିଆରେ ସେମାନଙ୍କ ମଧ୍ୟରେ କେମିତି ସମ୍ପର୍କ ଥାଏ ଏମିତି ସୋସିଆଲ ମିଡିଆରେ କୋହଲିଙ୍କୁ ଅନେକ ପ୍ରଶ୍ନ ପଚାରିଛନ୍ତି…

ବଜରଙ୍ଗ ରୁଷିଆରେ ଟ୍ରେନିଂ ନେବେ

ନୂଆଦିଲ୍ଲୀ, ୩୦ା୫ (ପି.ଟି.)- ଭାରତର ଟପ୍‌ ରେସ୍‌ଲର ବଜରଙ୍ଗ ପୁନିଆ ପୋଲାଣ୍ଡରେ ହେବାକୁଥିବା ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟରେ ଭାଗ ନ ନେବା ଲାଗି ସ୍ଥିର କରିଛନ୍ତି। ସେ କହିଛନ୍ତି ଏହି ଟୁର୍ନାମେଣ୍ଟରେ ଭାଗ ନେଲେ ତାଙ୍କୁ ଅବଶ୍ୟ ର଼୍ୟାଙ୍କିଙ୍ଗ ପଏଣ୍ଟ ମିଳିବ।…

ତାମିମ ଇକ୍‌ବାଲଙ୍କୁ ଜରିମାନା

ଦୁବାଇ,୩୦ା୫(ପି.ଟି.)-ବାଂଲାଦେଶ କ୍ରିକେଟ ଦଳର ଅଧିନାୟକ ତାମିମ ଇକବାଲଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ପ୍ରତିଶତ ଜରିମାନା କରାଯାଇଛି। ଢାକାଠାରେ ଶୁକ୍ରବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ମ୍ୟାଚରେ ଖରାପ ଭାଷା ପ୍ରୟୋଗ ପାଇଁ ତାଙ୍କୁ ଏହି ଦଣ୍ଡବିଧାନ କରାଯାଇଛି। ଏକ ଅନ୍ତର୍ଜାତୀୟ…

ଗିରୋ ଡି’ ଇଟାଲିଆ: କାରୁସୋ ଜିତିଲେ ଷ୍ଟେଜ୍‌-୨୦

ରୋମ୍‌, ୩୦ା୫: ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୨୦ତମ ଷ୍ଟେଜ୍‌ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭର୍ବାନିଆରୁ ଭାଲି ସ୍ପଲଗା ୧୬୪ କିଲୋମିଟର ବିଶିଷ୍ଟ ଏହି ଷ୍ଟେଜ୍‌ରେ ଇଟାଲିର ଡାମିଆନୋ କାରୁସୋ (ବାହାରିନ୍‌ ଭିକ୍ଟୋରିଅସ୍‌) ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ…

ଜେମିମା ଖେଳିବେ ଦି ହଣ୍ଡ୍ରେଡ୍‌ ଟୁର୍ନାମେଣ୍ଟ

ମୁମ୍ବାଇ, ୩୦ା୫ (ପି.ଟି.)-ୟୁନାଇଟେଡ କିଙ୍ଗ୍‌ଡମ୍‌ (ୟୁକେ) ରେ ଜୁଲାଇ ୨୧ରୁ ଆରମ୍ଭ ହେଉଥିବା ଦି ହଣ୍ଡ୍ରେଡ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ସ୍ବଳ୍ପ ବୟସ୍କା ମହିଳା ବ୍ୟାଟ୍ସଓମ୍ୟାନ ଜେମିମା ରୋଡ୍ରିଗୁଏଜ୍‌ ନର୍ଦ୍ଦର୍ନ ସୁପର ଚାର୍ଜର୍ସ ତରଫରୁ ଖେଳିବେ। ଏହି ୧୦୦-ବଲ୍‌ ଇଭେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?