ଖେଳ

ସୁଶୀଲଙ୍କ ବିରୋଧରେ ଜାମିନବିହୀନ ଗିରଫ ପରଓ୍ବାନା

ନୂଆଦିଲ୍ଲୀ, ୧୬ା୫: ଦୁଇଥର ଅଲିମ୍ପିକ ପଦକ ବିଜୟୀ ରେସ୍‌ଲର ସୁଶୀଲ କୁମାରଙ୍କ ବିରୋଧରେ ଦିଲ୍ଲୀର ଏକ କୋର୍ଟ ଜାମିନବିହୀନ ଗିରଫ ପରଓ୍ବାନା ଜାରି କରିଛନ୍ତି। କେବଳ ସୁଶୀଲ ନୁହନ୍ତି ପୂର୍ବତନ ଜାତୀୟ ଜୁନିୟର ରେସ୍‌ଲିଂ ଚାମ୍ପିୟନ ୨୩ ବର୍ଷୀୟ ସାଗର ରାଣାଙ୍କୁ…

ଜୋକୋଭିଚ୍‌ଙ୍କ କଷ୍ଟସାଧ୍ୟ ବିଜୟ

ରୋମ୍‌, ୧୬ା୫ (ଏପି)- ଷ୍ଟିଫାନସ ସିତ୍‌ସିପାସଙ୍କ ବିପକ୍ଷରେ ବିଜୟ ହାସଲ କରି ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ନୋଭାକ୍‌ ଜୋକୋଭିଚ୍‌ ଏଠାେରେ ଚାଲିଥିବା ଇଟାଲିଆନ ଓପନ୍‌ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବର୍ଷା ଯୋଗୁ ବିଳମ୍ବରେ ଖେଳାଯାଇଥିବା ଏହି କ୍ୱାର୍ଟରଫାଇନାଲ ମ୍ୟାଚରେ…

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗନେବେ ଲାଲ୍‌ରିନୁଙ୍ଗା, ଶିଉଳି

ନୂଆଦିଲ୍ଲୀ, ୧୬ା୫(ପି.ଟି.)-ତାସ୍‌କେଣ୍ଟରେ ମେ’ ୨୩ରୁ ୩୧ ପର୍ଯ୍ୟନ୍ତ ହେବାକୁଥିବା ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ରେ ଭାଗ ନେବା ଲାଗି ୟୁଥ ଅଲିମ୍ପିକ୍ସ ସ୍ବର୍ଣ୍ଣ ବିଜେତା ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା (୬୭କେଜି) ମଙ୍ଗଳବାର ଗସ୍ତ କରିବେ। ତାଙ୍କ ସହିତ ଅଚିନ୍ତା ଶିଉଳି(୭୩କେଜି) ମଧ୍ୟ ଯିବେ।…

ଆଉ ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି ଭାରତୀୟ ଦଳର ଏହି ପ୍ରମୁଖ ଖେଳାଳି; କାରଣ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଏବଂ ଇଲଂଣ୍ଡ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଅନେକ ଖେଳାଳିଙ୍କୁ ଅଣଦେଖା କରାଯାଇଥିଲା, ସେମାନଙ୍କ ମଧ୍ୟରେ ଭୁବନେଶ୍ୱର କୁମାର ଥିଲେ।…

କୋହଲିଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଇଂଲଣ୍ଡର ଏହି ପୂର୍ବତନ ଅଧିନାୟକ; ଏଥର ରୋଜଗାରକୁ ବି…

ନୂଆଦିଲ୍ଲୀ,୧୫।୫: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣନା କରାଯାଏ। ହେଲେ କିଛି ଲୋକ ବିରାଟ ଅଥବା ଟିମ୍‌ ଇଣ୍ଡିଆର ସଫଳତାକୁ ସହି ପାରନ୍ତି ନାହିଁ। ସେଭଳି ଜଣେ ହେଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ…

ଫିଟ୍‌ ହୋଇପାରିବେନି ଶ୍ରେୟସ୍‌! ଶ୍ରୀଲଙ୍କା ଗସ୍ତ ପାଇଁ ତାଙ୍କ ସ୍ଥାନ ନେଇପାରନ୍ତି ଏହି ୩ ଖେଳାଳି

ନୂଆଦିଲ୍ଲୀ,୧୫।୫: ଭାରତୀୟ କ୍ରିକେଟ ଟିମ୍‌ର ମିଡିଲ୍‌ ଅର୍ଡର ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ଫିଟ୍‌ ହେବାରେ ବିଳମ୍ବ ହେବ। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜ୍‌ ବେଳେ ତାଙ୍କ କାନ୍ଧରେ ଆଘାତ ଲାଗିଥିଲା। ଏଥିଲାଗି ସେ ସିରିଜ ଏବଂ ପରେ ଆଇପିଏଲ୍‌ ୨୦୨୧…

ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ

ନୂଆଦିଲ୍ଲୀ, ୧୫।୫- ଇଂଲଣ୍ଡ ବିପକ୍ଷ ୭ ମ୍ୟାଚ ବିଶିଷ୍ଟ ଟୁର୍‌ ପାଇଁ ଶୁକ୍ରବାର ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ ହୋଇଛି। ଶେଫାଳି ବର୍ମା ପ୍ରଥମଥରପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାବେଳେ ଶିଖା ପାଣ୍ଡେ ଓ ତାନିୟା ଭାଟିଆ ପ୍ରତ୍ୟାବର୍ତ୍ତନ କରିଛନ୍ତି।…

କୋଟା ପୂରଣ ନ କରିପାରିଲେ ହାର୍ଦ୍ଦିକ ଅନ୍‌ଫିଟ୍‌

ନୂଆଦିଲ୍ଲୀ,୧୫ା୫ (ପି.ଟି.): ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟେଷ୍ଟ ଦଳରୁ ବାଦ୍‌ ଦେବା ଲାଗି ବର୍ତ୍ତମାନର ସିଲେକ୍ସନ କମିଟିର ନିଷ୍ପତ୍ତି ପ୍ରତି ସମର୍ଥନ ଜଣାଇଛନ୍ତି ଭାରତର ପୂର୍ବତନ ଚୟନକର୍ତ୍ତା ସରଣଦୀପ ସିଂ। ଅନ୍ୟପକ୍ଷରେ ଏହି ପୂର୍ବତନ ଅଲ୍‌ରାଉଣ୍ଡର ଯଦି ତାଙ୍କ କୋଟା ଓଭର ପୂରଣ…

ପୁଣି ଆଇପିଏଲ୍‌ ହେଲେ ଖେଳିବେ ଆର୍ଚର

ଲଣ୍ଡନ, ୧୫ା୫ (ପି.ଟି.)- ଆଘାତଜନିତ ସମସ୍ୟାରୁ ମୁକୁଳିବା ପରେ ଇଂଲଣ୍ଡ ସ୍ପିଡ୍‌ଷ୍ଟର ଜୋଫ୍ରା ଆର୍ଚର କ୍ରିକେଟକୁ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। କୋଭିଡ୍‌ ପାଇଁ ବର୍ତ୍ତମାନ ସସ୍‌ପେଣ୍ଡ ଥିବା ଆଇପିଏଲ୍‌ ଯଦି ବର୍ଷର ପରବର୍ତ୍ତୀ ଭାଗରେ ଖେଳାଯାଏ ତେବେ ସେ ଖେଳିବାକୁ ଚାହାନ୍ତି…

୬ ସାଥିୟଁ ଦାନ କଲେ ୧ଲକ୍ଷ

ଚେନ୍ନାଇ, ୧୫ା୫ (ପି.ଟି.)-କୋଭିଡ୍‌ ମହାମାରୀ ବିରୋଧରେ ଲଢ଼େଇ ପାଇଁ ଭାରତୀୟ ଟେବୁଲ ଟେନିସ ଖେଳାଳି ଜି. ସାଥିୟାଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ପବ୍ଲିକ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହାଛଡ଼ା ସେ ଅନ୍ୟମାନଙ୍କୁ ଯଥାସମ୍ଭବ ସାହାଯ୍ୟ ପାଇଁ ଆଗେଇ ଆସିବାକୁ…

ଇର୍ଫାନ ଓ ଅନ୍ୟ ୪ଜଣ ନେଗେଟିଭ

ନୂଆଦିଲ୍ଲୀ, ୧୫ା୫ (ପି.ଟି.)- ଗୁରୁବାର ହୋଇଥିବା ଦ୍ୱିତୀୟ କୋଭିଡ୍‌ ଟେଷ୍ଟରେ ଅଲିମ୍ପିକରେ ଭାଗ ନେବାକୁ ଥିବା ରେସ୍‌ ଓ୍ବାକର କେ.ଟି. ଇର୍ଫାନ ଓ ଅନ୍ୟ ୪ଜଣ ଆଗଧାଡ଼ି ଦୌଡ଼କୁଦ ଆଥଲେଟ୍‌ଙ୍କ ଫଳାଫଳ ନେଗେଟିଭ ଆସିଛି। ଏହାପୂର୍ବରୁ ବେଙ୍ଗାଲୁରୁସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌…

ହସି ନେଗେଟିିଭ୍‌, ରିଦ୍ଧିମାନ ପୁଣି ପଜିଟିଭ

ନୂଆଦିଲ୍ଲୀ, ୧୫ା୫ (ପି.ଟି.)-ସଦ୍ୟ କୋଭିଡ୍‌ ଟେଷ୍ଟରେ ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ ଖେଳାଳି ତଥା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟିଂ କୋଚ୍‌ ମାଇକେଲ ହସିଙ୍କର ନେଗେଟିଭ ଆସିଛି। ସେ ସମ୍ଭବତଃ ରବିବାର ଚେନ୍ନାଇରୁ ନିଜ ଦେଶକୁ ଫେରିଯାଇ ପାରନ୍ତି। ତେବେ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?