ଖେଳ

ଲଜ୍ଜାଜନକ ରେକର୍ଡର ଅଧିକାରୀ ହେଲେ ଏହି କ୍ରିକେଟର୍‌

ଗଲ,୧୪।୧: ଶ୍ରୀଲଙ୍କା ଏବଂ ଇଂଲଣ୍ଡର ମଧ୍ୟରେ ଗଲ୍‌ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ଆଜିଠୁ ଆରମ୍ଭ ହୋଇଛି। କରୋନା ମହାମାରୀ ଭିତରେ ୧୦ ପରେ ଶ୍ରୀଲଙ୍କା ନିଜ ମାଟିଲେ ପ୍ରଥମ ଟେଷ୍ଟ ଖେଳୁଛି। ଇଂଲଣ୍ଡ ବିପକ୍ଷରେ ପ୍ରଥମ ଦିନ ଶ୍ରୀଲଙ୍କାର...

ମୁରଲୀଧରନଙ୍କ ଭବିଷ୍ୟବାଣୀ: ଏହି ବୋଲର୍‌ ହିଁ ଭାଙ୍ଗିପାରିବ ମୋ ରେକର୍ଡ  

ଶ୍ରୀଲଙ୍କାର ମହାନ ସ୍ପିନର ମୁଥିଆ ମୁରଲୀଧରନ ବିଶ୍ୱର ସର୍ବଶ୍ରେଷ୍ଠ ବୋଲର୍‌। ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ୮୦୦ ଉଇକେଟ୍‌ ନେଇଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଆଜିକାଲି କ୍ରିକେଟର୍‌ଙ୍କ ପାଇଁ ବେଶ୍‌ କଷ୍ଟସାଧ୍ୟ। ତେବେ ମୁରଲୀଧରନ ବିଶ୍ୱାସ କରନ୍ତି ଯେ, ବର୍ତ୍ତମାନ ପିଢିିର...

୧୨୩ ବର୍ଷ ପୂର୍ବେ ଆଜିର ଦିନରେ ମରାଯାଇଥିଲା କ୍ରିକେଟ ଇତିହାସର ପ୍ରଥମ ଛକା: କିଛି ଏଭଳି ଥିଲା..

ନୂଆଦିଲ୍ଲୀ,୧୪।୧: ଖେଳଜଗତରେ ଏଭଳି ଅନେକ ଘଟଣା ଘଟେ ଯାହାକୁ ସହଜରେ ଭୁଲି ହୁଏନା। ସେଭଳି ଏକ ଘଟଣାକ୍ରମରେ କ୍ରିକେଟ ଇତିହାସରେ ଜାନୁୟାରୀ ୧୪ରେ ପ୍ରଥମ ଛକା ମରାଯାଇଥିଲା। ଆଜିଠାରୁ ୧୨୩ ବର୍ଷ ପୂର୍ବେ ୧୮୯୮ରେ କ୍ରିକେଟରେ ପ୍ରଥମ ଛକା ଦେଖିବାକୁ...

କରୋନାର ନୂଆ ଷ୍ଟ୍ରେନ୍‌ରେ ଆକ୍ରାନ୍ତ ଏହି କ୍ରିକେଟର୍‌: ଖେଳିଗଲା ଆତଙ୍କ

କଲମ୍ବୋ,୧୪।୧: ଇଲଂଣ୍ଡର ଅଲରାଉଣ୍ଡର ମୋଇନ ଅଲ୍ଲୀ ଶ୍ରୀଲଙ୍କା ପହଞ୍ଚିବା ପରେ କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଅନ୍ୟ ଖେଳାଳିଙ୍କଠାରୁ ତାଙ୍କୁ ଅଲଗା ରଖାଯାଇଥିଲା। ଏବେ ମୋଇନ୍‌ ଅଲ୍ଲୀଙ୍କ ଠାରେ ନୂଆ କରୋନା ଷ୍ଟ୍ରେନ୍‌ ଦେଖାଯାଇଥିବା ଜଣାପଡିଛି। ଏହାପରେ ଶ୍ରୀଲଙ୍କାରେ ଆତଙ୍କ...

୧୪୬ ରନ୍‌ କରି ବିଶ୍ୱରେକର୍ଡ ହାସଲ କଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌, ଭାଙ୍ଗିଲେ ଅନେକ ରେକର୍ଡ

ସିଲଂ,୧୪।୧: ସୟଦ ମୁସ୍ତାକ ଅଲ୍ଲୀ ଟି-୨୦ ଟ୍ରଫିରେ ମେଘାଳୟ ଅଧିନାୟକ ପୁନିତ ବିଷ୍ଟ ବିଶ୍ୱରେକର୍ଡ ହାସଲ କରିଛନ୍ତି। ସେ ମାତ୍ର ୫୧ ବଲ୍‌ରେ ୧୪୬ ରନ୍‌ କରି ନିଜ ଟିମ୍‌କୁ ଜିତାଇଛନ୍ତି। ଏହି ବିସ୍ଫୋରକ ପାଳିରେ ସେ ମାତ୍ର ୨୩ଟି...

ଭାଜପା ଏମ୍‌ପିଙ୍କୁ ମୁହଁତୋଡ଼ ଜବାବ ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ସେହ୍ବାଗ ନେଲେ ମଜା

ବ୍ରିସବେନ୍‌,୧୪।୧: ସିଡନୀ ଟେଷ୍ଟରେ ଭାରତକୁ ପରାଜୟରୁ ରକ୍ଷା କରିଥିବା ହନୁମା ବିହାରୀ ଭାଜପା ଏମ୍‌ପି ତଥା ବଲିଉଡ୍‌ର ପ୍ରସିଦ୍ଧ ଗାୟକ ବାବୁଲ ସୁପ୍ରିଓଙ୍କୁ କଡା ଜବାବ ଦେଇଛନ୍ତି। ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ମଧ୍ୟ ଏହାର ମଜା...

ମାୟାନଗରୀ ବାହାରିଲେ ଧୋନୀ

ରାଞ୍ଚି,୧୪।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରାଞ୍ଚିରୁ ମାୟାନଗରୀ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ସେଠାରେ ନିର୍ମାଣାଧୀନ ବଙ୍ଗଳାର ନିରୀକ୍ଷଣ କରିବାକୁ ଯାଇଛନ୍ତି। ମାହି କିଛିଦିନ ପୂର୍ବରୁ ଦୁବାଇରୁ ଛୁଟି ମନାଇ ଫେରିଥିଲେ। ରାଞ୍ଚିରେ...

ମାତ୍ର ୩୮ ବଲ୍‌ରେ ଏମିତି କାରନାମା କଲେ ମହିଳା କ୍ରିକେଟର୍‌

ଅକଲାଣ୍ଡ,୧୪।୧: ନ୍ୟୁଜିଲାଣ୍ଡର ତାରକା ମହିଳା କ୍ରିକେଟର ସୋଫି ଡିଭାଇନ ଇତିହାସ ସୃଷ୍ଟି କରିଛନ୍ତି। ମହିଳା ଟି -୨୦ କ୍ରିକେଟ ଇତିହାସରେ ଦ୍ରୁତତମ ଶତକ ସୃଷ୍ଟି କରିବାରେ ଡିଭାଇନ ରେକର୍ଡ ରଖିଛନ୍ତି। ନ୍ୟୁଜିଲ୍ୟାଣ୍ଡର ସୁପର ସ୍ମାସ ପ୍ରତିଯୋଗିତାରେ ସୋଫି ମାତ୍ର ୩୬...

ଡ୍ରେସିଂ ରୁମ୍‌କୁ ଫେରି ପ୍ରବଳ କାନ୍ଦିଥିଲେ ଏହି କ୍ରିକେଟର୍‌, ସ୍ତ୍ରୀ କଲେ ଖୁଲାସା

ବ୍ରିସ୍‌ବେନ୍‌,୧୪।୧: ବର୍ଡର-ଗାଭାସ୍କର ଟ୍ରଫିର ଆଉ ଗୋଟିଏ ମ୍ୟାଚ୍‌ ବାକି ଅଛି। ସିଡନୀ ଖେଳାଯାଇଥିବା ଡ୍ର ରହିବା ପରେ ସିରିଜ ୧-୧ରେ ରହିଛି। ସିଡନୀ ଟେଷ୍ଟ ଡ୍ରରେ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଏକ ବଡ଼ ହାତ ଥିଲା। ସେ ବ୍ୟାଟ...

ମହିଳା କ୍ରିକେଟ୍‌ ଦଳ ଗଠନ କଲେ ଅମିତାଭ ବଚ୍ଚନ, ଦଳର ଅଧିନାୟକଙ୍କୁ ଦେଖିଲେ…

ନୂଆଦିଲ୍ଲୀ,୧୪।୧: ନିକଟରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଅଧିକାରୀ ହୋଇଛନ୍ତି। ବିରାଟ କୋହଲି ତାଙ୍କ ସୋସିଆଲ ମିଡିଆ ମାଧ୍ୟମରେ ଏହି ଖୁସି ଖବର ବିଷୟରେ ପ୍ରଶଂସକମାନଙ୍କୁ ଦେଇଥିଲେ।...

ବର୍ଣ୍ଣବୈଷମ୍ୟ ଆକ୍ଷେପ: ସିରାଜ ଉଦାହରଣ ସୃଷ୍ଟି କରିଛନ୍ତି

ବ୍ରିସ୍‌ବେନ,୧୪।୧(ପି.ଟି.): ବର୍ଣ୍ଣବୈଷମ୍ୟ ଆକ୍ଷେପ ନେଇ ଭାରତୀୟ ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ଭୂମିକାକୁ ଅଷ୍ଟ୍ରେଲିଆ ଅଭିଜ୍ଞ ସ୍ପିନର ନାଥନ ଲିୟନ ପ୍ରଶଂସା କରିଛନ୍ତି। ସିଡ୍‌ନୀରେ ଅନୁଷ୍ଠିତ ତୃତୀୟ ଟେଷ୍ଟ ଅବସରରେ ଘରୋଇ ଦର୍ଶକ ସିରାଜ ଓ ଯଶପ୍ରୀତ୍‌ ବୁମ୍‌ରାଙ୍କୁ...

ସାବାଲେଙ୍କାଙ୍କୁ କ୍ରମାଗତ ୩ ଟାଇଟଲ

ଆବୁଧାବି, ୧୪।୧(ଏପି)- ଆବୁଧାବି ଓପନ ଫାଇନାଲରେ ଭେରୋନିକା କୁଦର୍ମେଟୋଭାଙ୍କୁ ୬-୨, ୬-୨ ସେଟ୍‌ରେ ହରାଇ ଆର୍ୟନା ସାବାଲେଙ୍କା ଟାଇଟଲ ହାସଲ କରିଛନ୍ତି। ଆବୁଧାବି ଟୁର୍‌ରେ କ୍ରମାଗତ ୩ ଟାଇଟଲ ଜିତି ହ୍ୟାଟ୍ରିକ ଅର୍ଜନ କରିଛନ୍ତି ଏହି ବେଲାରୁଷ ମହିଳା ଖେଳାଳି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri