ଖେଳ

ବିରୁଷ୍କାଙ୍କୁ ନିଆରା ବଧେଇ ଜଣାଇଲା ଅମୁଲ ଇଣ୍ଡିଆ, କାର୍ଟୁନ୍‌ କରି ଲେଖିଲା..

ନୂଆଦିଲ୍ଲୀ, ୧୩।୧: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀ ପିତା ହୋଇଛନ୍ତି। ତାଙ୍କର ଏକ କନ୍ୟା ସନ୍ତାନ ଜନ୍ମ ହୋଇଛି। ଏହାକୁ ନେଇ ଉଭୟ ବିରାଟ ଏବଂ ପତ୍ନୀ ଅନୁଷ୍କାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି କ୍ରମରେ...

ବ୍ରିସବେନରେ ଟ୍ରେନିଂ ଆରମ୍ଭ କଲା ସମସ୍ୟାରେ ଘେରି ହୋଇଥିବା ଟିମ୍‌ ଇଣ୍ଡିଆ

ବ୍ରିସବେନ,୧୩।୧: ଆହତ ସମସ୍ୟାରେ ଘେରି ହୋଇଥିବା ଟିମ୍‌ ଇଣ୍ଡିଆ ବ୍ରିସବେନ ଟେଷ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ୧୧ ଫିଟ୍‌ ଖେଳାଳିଙ୍କୁ ନେଇ ଫିଲ୍ଡ ଓହ୍ଲାଇବାକୁ ଲକ୍ଷ୍ୟ ରଖି ବୁଧବାର...

୩୫୦ ବଲ୍‌ ଖେଳି ସବୁଠାରୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୩।୧: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ। ହେଲେ କିଛି ଖେଳାଳି ବହୁତ ଧିର ଖେଳନ୍ତି। ସେଭଳି କିଛି ଖେଳାଳି ଅଛନ୍ତି ଯେଉଁମାନେ...

ଅଷ୍ଟ୍ରେଲିଆକୁ ଲାଗିଲା ବଡ଼ ଝଟ୍‌କା

ବ୍ରିସ୍‌ବେନ୍‌,୧୩।୧: ଭାରତୀୟ ଦଳ ଆହତ ଖେଳାଳିଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ଅଷ୍ଟ୍ରେଲିଆ ମଧ୍ୟ ଏକ ଅସୁବିଧାର ସମ୍ମୁଖୀନ ହୋଇଛି। ସିଡନୀ ଟେଷ୍ଟରେ ଡେବ୍ୟୁ କରିଥିବା ୱିଲ ପୁକୋସ୍କି ଶେଷ ଟେଷ୍ଟରୁ ବାଦ୍‌ ପଡିବାର ସମ୍ଭାବନା ସୃଷ୍ଟି ହୋଇଛି।...

ଏହି ଖେଳାଳିଙ୍କୁ ବଡ ଭାଇ ଆଖ୍ୟା ଦେଲେ ହନୁମା ବିହାରୀ

ବ୍ରିସବେନ୍‌,୧୩।୧: ସିଡନୀ ଟେଷ୍ଟର ଶେଷ ଦିନରେ ଆର.ଅଶ୍ୱିନଙ୍କ ସହ ଦୃଢ ଇନିଂସ ଖେଳି ଭାରତକୁ ପରାଜୟରୁ ରକ୍ଷା କରିଥିଲେ ହନୁମା ବିହାରୀ। ସିଡନୀ ଟେଷ୍ଟର ପଞ୍ଚମ ଦିନରେ ୪୦୭ ରନର ଟାର୍ଗେଟକୁ ପିଛା କରୁଥିବା ଟିମ ଇଣ୍ଡିଆ ରିଷଭ ପନ୍ତ...

ସିଡନୀରେ ପନ୍ତଙ୍କ ବ୍ୟାଟିଂ ଗାର୍ଡ ଘୋଡାଇବା ନେଇ ଏଭଳି ସ୍ପଷ୍ଟୀକରଣ ଦେଲେ ସ୍ମିଥ୍‌: କହିଲେ..

ବ୍ରିସ୍‌ବେନ୍‌,୧୩।୧: ଭାରତ ବିପକ୍ଷରେ ସିଡନୀରେ ଖେଳାଯାଇଥିବା ସିରିଜର ତୃତୀୟ ଟେଷ୍ଟରେ ରିଷଭ ପନ୍ତଙ୍କ ବ୍ୟାଟିଂ ଗାର୍ଡକୁ ଗୋଡରେ ଘୋଡାଉଥିବାର ନଜର ଆସିଥିଲେ ପୂର୍ବ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌। ଏହାକୁ ନେଇ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ ମଧ୍ୟ କରାଯାଉଛି। ଘଟଣା...

ଧୋନୀଙ୍କ ଫାର୍ମ ପାଇଁ ମିଳିଲାନି କଡ଼କନାଥ କୁକୁଡ଼ା

ଇନ୍ଦୋର,୧୩।୧: ଭାରତର ୧୦ଟି ରାଜ୍ୟରେ ବାର୍ଡ ଫ୍ଲୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ବାର୍ଡ ଫ୍ଲୁ ଯୋଗୁ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଧୋନୀଙ୍କ କୁକୁଡ଼ା ଫାର୍ମ ପାଇଁ ଝାବୁଆର ରୁଣ୍ଡିପଡ଼ା ଗାଁରେ ଥିବା କୁକୁଡ଼ା...

ଏହି ବିଳାସପୂର୍ଣ୍ଣ ଫ୍ଲାଟ୍‌ରେ ରହିବେ ବିରାଟ-ଅନୁଷ୍କାଙ୍କ ଲାଡ୍‌ଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ୧୧ ଜାନୁୟାରୀ, ୨୦୨୧ରେ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ଦମ୍ପତି ତାଙ୍କ ଝିଅର ଗୃହ ପ୍ରବେଶରେ କୌଣସି ଅଭାବ ରଖିବାକୁ ଚାହୁଁ ନାହାନ୍ତି। ଏମିତିରେ...

ଟଏଲେଟ୍‌ ସଫା କରୁଛନ୍ତି ଭାରତୀୟ ଖେଳାଳି

ବ୍ରିସବେନ୍‌,୧୩।୧: ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ବ୍ରିସବେନ୍‌ରେ ପହଞ୍ଚିଛି। ଏଠାରେ ଦଳ ଉପରେ ଅନେକ ‘ପ୍ରତିବନ୍ଧକ’ ଅଛି। ଖେଳାଳିମାନେ ହୋଟେଲରେ ବିଭିନ୍ନ ସୁବିଧା ପାଉନାହାଁନ୍ତି। ଯେଉଁ ହୋଟେଲରେ ଭାରତୀୟ ଦଳ ରହିଛନ୍ତି, ସେଠାରେ ଖେଳାଳିମାନେ ହାଉସକିପିଂ...

ଭାରତର ଏହି ଅଲରାଉଣ୍ଡର ଖେଳାଳିଙ୍କୁ ଚୋର କହିଲେ ଲୋକେ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ମୁମ୍ବାଇରେ ଅଛନ୍ତି। ନିକଟରେ ମୁମ୍ବାଇ ରାସ୍ତାରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏହି ଅବସରରେ ହାର୍ଦ୍ଦିକଙ୍କ ନୂଆ ରୂପ ଦେଖି ଲୋକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଦେଇଛନ୍ତି। କେହି ତାଙ୍କୁ...

ପିତାଙ୍କୁ ହରାଇବା ପରେ ୫ ଦିନ ପର୍ଯ୍ୟନ୍ତ ନିଖୋଜ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ବ୍ରିସବେନ୍‌,୧୩।୧: ଅଷ୍ଟ୍ରେଲିଆ ଗସ୍ତରେ ହନୁମା ବିହାରୀ ଅନେକ ସମାଲୋଚନାର ସମ୍ମୁଖୀନ ହୋଇଥିଲେ। ପ୍ରଥମେ ଖରାପ ବ୍ୟାଟିଂ ପାଇଁ ଏବଂ ପରେ ଖରାପ ଫିଲ୍ଡିଂ ପାଇଁ । ପ୍ରଶଂସକମାନେ ଏହା ମଧ୍ୟ କହିଥିଲେ ଯେ ବିହାରୀ ଅନ୍ତର୍ଜାତୀୟ ସ୍ତରର ଖେଳାଳି ନୁହଁନ୍ତି।...

ଭାରତୀୟ ଦଳର ୯ ଖେଳାଳି ଆହତ:ସେହ୍ବାଗ କହିଲେ, ମୁଁ ଅଷ୍ଟ୍ରେଲିଆ ଯିବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩।୧: ବ୍ରିସବେନ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିଛି। ଭାରତୀୟ କ୍ରିକେଟ ଦଳ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ତଥା ଅନ୍ତିମ ମ୍ୟାଚ୍‌ ପୂର୍ବରୁ ଅନ୍ତିମ-୧୧ ଖେଳାଇବାକୁ ନେଇ ଚିନ୍ତାରେ ପଡିଛି। ଅଷ୍ଟ୍ରେଲିଆ ଗସ୍ତରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri