ଖେଳ

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ ଅର୍ଜନ କରିବା ସହ ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ଡିସେମ୍ୱର ୨୬ ଭୁଟାନର…

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ ହାରିବା ଯୋଗୁ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ୨୦୨୫ ଫାଇନାଲରେ ଖେଳିପାରିନଥିଲା। ଏହା…

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ, ଏହି ସମୟରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ପାଞ୍ଚଟି ଟି୨୦ ମ୍ୟାଚ ଖେଳିବେ।…

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ ଜବରଦସ୍ତ ପ୍ରଦର୍ଶନ କରିଛି। ତଥାପି, ହାର୍ଦ୍ଦିକ ପାଣ୍ଡ୍ୟା ଏହି ଫର୍ମାଟରେ ଅନେକ ମ୍ୟାଚରେ ଭାରତୀୟ…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ ହ୍ୟୁ ମୋରିସଙ୍କ ୬୨ ବର୍ଷ ବୟସରେ ପରଲୋକ ଘଟିଛି। ସେ ଗତ କିଛି ବର୍ଷ…

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ ସ୍ପୋର୍ଟିଂ ୫ ଉଇକେଟରେ ରାଉରକେଲାର ଏ.ଏସ୍‌ ଏକାଡେମୀକୁ ପରାସ୍ତକରି ଚାମ୍ପିୟନ ହୋଇଛି। ଫାଇନାଲରେ ଟସ୍‌…

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟ୍ (ଟେଷ୍ଟ, ଦିନିକିଆ ଓ ଟି-୨୦) ମିଶାଇ ୧୦,୦୦୦ ରନ୍ ପୂରଣ କରିଛନ୍ତି।…

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ କ୍ରୀଡ଼ାବିତ୍‌ ମନୋଭାବରେ ଭରି ରହିଥିବା ଉଲ୍ଲେଖନୀୟ ଅନ୍ତର୍ଜାତୀୟ କ୍ୟାରିୟର ପାଇଁ ତାଙ୍କୁ ଏହି ସମ୍ମାନରେ…

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ ଖେଳିଗଲା । ତାଙ୍କୁ କୋଚ ପଦରୁ ବିଦା କରାଯିବା ନେଇ ଖବର ସାମ୍ନାକୁ ଆସିଥିଲା…

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତିନି ମ୍ୟାଚ ସିରିଜ ପାଇଁ ବିସିସିଆଇ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ଦଳର…

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତୀୟ ଦଳ ୮ ଉଇକେଟରେ ଜିତିଥିଲା। ଏହା ଅଧିନାୟିକା ଭାବେ…

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି ଫାଇଟର୍‌ ଏବଂ ୟୁନୟନ ସ୍ପୋର୍ଟିଂ କଟକ ମଧ୍ୟରେ ହୋଇଥିଲା। ରାଞ୍ଚି ଦଳକୁ ୧୫୯ ରନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?