ଖେଳ

ବଡ଼ କ୍ଷତି ସହିବ ବିସିସିଆଇ

ମୁମ୍ବାଇ,୪।୫ : ବିଭିନ୍ନ ଦଳର ଖେଳାଳି କୋଭିଡ୍‌-୧୯ରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଆଇପିଏଲର ୧୪ତମ ସଂସ୍କରଣକୁ ସ୍ଥଗିତ କରି ଦିଆଯାଇଛି। ଏଥି ଯୋଗୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ବଡ଼ ଆକାରରେ କ୍ଷତି ସହିବାକୁ ପଡ଼ିବ। ଚଳିତ ଆଇପିଏଲ…

ଆଇପିଏଲ ପରେ ଅନ୍ଧାରରେ ଟି୨୦ ବିଶ୍ୱକପ୍‌ର ଭବିଷ୍ୟତ

ନୂଆଦିଲ୍ଲୀ,୪।୫ : ଚଳିତ ବର୍ଷ ସେପ୍ଟେମ୍ବରରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଭାରତ ପରିବର୍ତ୍ତେ ୟୁଏଇଠାରେ ଖେଳାଯାଇପାରେ। କାରଣ ଏହି ଟି୨୦ ମହାକୁମ୍ଭରେ ଅଂଶଗ୍ରହଣ କରିବାକୁ ଥିବା ୧୬ଟି ଦଳ ଭାରତ ଆସିବାକୁ ରାଜି ହେବେ ନାହିଁ। ସେହି ସମୟରେ ଭାରତରେ…

‘ଯେମିତି ହେଲେ ବିଦେଶୀ ଖେଳାଳିଙ୍କୁ ଘରକୁ ପଠାଇବୁ’

ନୂଆଦିଲ୍ଲୀ, ୪।୫: ଆଇପିଏଲରେ ଅଂଶଗ୍ରହଣ କରିଥିବା ବିଦେଶୀ ଖେଳାଳିଙ୍କୁ ଯେମିତି ହେଲେ ଘରକୁ ପଠାଯିବ। କୋଭିଡ୍‌-୧୯ ମହାମାରୀ କାରଣରୁ ଚଳିତ ସିଜନକୁ ବାତିଲ ହେବା ପରେ ଆଇପିଏଲ ଚେୟାରମ୍ୟାନ ବ୍ରିଜେଶ ପଟେଲ ଏଭଳି କହିଛନ୍ତି। ସନରାଇଜର୍ସ ହାଇଦ୍ରାବାଦ୍‌ ଉଇକେଟକିପର ରିଦ୍ଧିମାନ ଶାହ…

ବିସିସିଆଇ ନେଲା ବଡ଼ ନିଷ୍ପତ୍ତି: ଆଇପିଏଲ୍‌ ସ୍ଥଗିତ

ନୂଆଦିଲ୍ଲୀ,୪।୫: କରୋନା ସଙ୍କଟ ମଧ୍ୟରେ ଆଇପିଏଲ୍‌ ସ୍ଥଗିତ ରଖିଛି ବିସିସିଆଇ। ଗତ କିଛିଦିନ ହେବ ଅଧିକାଂଶ ଟିମ୍‌ର ଖେଳାଳି କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏଭଳି ନିଷ୍ପତ୍ତି ନେଇଛି ବିସିସିଆଇ। ଆଇପିଏଲ୍‌ର ୧୪ତମ ସିଜିନର ୨୯ଟି ମ୍ୟାଚ୍‌ ସଫଳତାର ସହ ଖେଳାଯାଇଛି।…

ସିଏସ୍‌କେ-ଆର୍‌ଆର୍‌ ମ୍ୟାଚ୍‌ ବାତିଲ

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ (ସିଏସକେ) ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ ବାତିଲ ହୋଇଛି। ଚେନ୍ନାଇ ବୋଲିଂ କୋଚ ଏଲ ବାଲାଜୀ କୋଭିଡ ପଜିଟିଭ ବୋଲି ଜଣାପଡିବା ପରେ…

ଆଇପିଏଲ୍‌ରେ କରୋନା ମାଡ: ବିସିସିଆଇର ନେଲା ବଡ଼ ନିଷ୍ପତ୍ତି

ଅହମଦାବାଦ,୪।୫: ଆଇପିଏଲର ୧୪ତମ ସିଜିନ ରେ ମଧ୍ୟ କରୋନା ବିପଦ ଦେଖାଦେଇଛିି। କିଛି ଖେଳାଳି ଏବଂ ସପୋର୍ଟ ଷ୍ଟାଫ କରୋନା ଆକ୍ରାନ୍ତ ହୋଇଛନ୍ତି ଅଛନ୍ତି। କୋଲକାତା ନାଇଟ ରାଇଡର୍ସ (କେକେଆର୍‌) କ୍ରିକେଟର ବରୁଣ ଚକ୍ରବର୍ତ୍ତୀ ଏବଂ ସନ୍ଦୀପ ୱାରିୟରଙ୍କ କୋଭିଡ ରିପୋର୍ଟ…

ଶ୍ରୀଲଙ୍କାର ସିରିଜ ବିଜୟ

ପାଲିକେଲ, ୪ା୫ (ଏପି)-ପଦାର୍ପଣ ମ୍ୟାଚରେ ପ୍ରବୀଣ ଜୟବିକ୍ରମଙ୍କ ୧୧ ଉଇକେଟ ସଫଳତା ଯୋଗୁ ଶ୍ରୀଲଙ୍କା ଏଠାରେ ବାଂଲାଦେଶ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟକୁ ୨୦୯ ରନରେ ଜିତି ନେଇଛି। ଫଳରେ ଘରୋଇ ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜ ୧-୦ରେ ବିଜୟୀ…

ପୂର୍ବତନ ଅନ୍ତର୍ଜାତୀୟ ଫୁଟବଲ ଖେଳାଳି ୟୁନୁସଙ୍କ ପରଲୋକ

  ଭୁବନେଶ୍ୱର, ୪।୫(କ୍ରୀଡ଼ା ପ୍ରତିନିଧି)- ରାଜ୍ୟର ପୂର୍ବତନ ଅନ୍ତର୍ଜାତୀୟ ଫୁଟବଲ ଖେଳାଳି ସେକ୍‌ ୟୁନୁସଙ୍କର ସୋମବାର ସକାଳ ୫ଟାରେ ପରଲୋକ ଘଟିଛି। କଟକ ସେକ୍‌ ବଜାର ବାସିନ୍ଦା ୟୁନୁସ କିଛିଦିନ ହେବ ଅସୁସ୍ଥ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।…

ଅନ୍‌ଲାଇନ ଚେସ୍‌: ଆରିନ ଚାମ୍ପିୟନ, ରବୀନ୍ଦ୍ର ରନର୍ସଅପ୍‌

ଭୁବନେଶ୍ୱର, ୪।୫(କ୍ରୀଡ଼ା ପ୍ରତିନିଧି)- ରାଜ୍ୟର ଅଗ୍ରଣୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୭ତମ ଅନ୍‌ଲାଇନ୍‌ ଚେସ୍‌ରେ ଲୋୟଲା ସ୍କୁଲର ଆରିନ ଅନ୍ବେଷ ସ୍ବାଇଁ ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସେ ୫.୫ ପଏଣ୍ଟ ହାସଲ…

ପ୍ରମୋଦଙ୍କ ପାରାଅଲିମ୍ପିକ୍ସ ପ୍ରସ୍ତୁତିରେ ବାଧା

ନୂଆଦିଲ୍ଲୀ, ୪।୫(ପି.ଟି.)-ଓଡ଼ିଶାର ଶୀର୍ଷସ୍ଥାନୀୟ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତଙ୍କ ପାରାଅଲିମ୍ପିକ୍ସ ପ୍ରସ୍ତୁତିରେ ବାଧା ସୃଷ୍ଟି ହୋଇଛି। ଦେଶର ଅନ୍ୟତମ ଖେଳାଳି ସୁକାନ୍ତ କଦମଙ୍କ ଅବସ୍ଥା ମଧ୍ୟ ତାହା। କୋଭିଡ୍‌-୧୯ ମହାମାରୀ ଯୋଗୁ ନୂଆ କ୍ୱାରାଣ୍ଟାଇନ୍‌ ନିୟମ ଅନୁସାରେ ଏ ଦୁଇ…

ଆଇପିଏଲ୍‌ରେ କରୋନା ମାଡ: ଚେନ୍ନାଇ ଦଳର ୩ ସଦସ୍ୟ ପଜିଟିଭ୍‌

ନୂଆଦିଲ୍ଲୀ,୩।୫: କରୋନା ଯୋଗୁ ଚଳିତବର୍ଷ ଆଇପିଏଲ୍‌ ଅଧାରୁ ପ୍ରଭାବିତ ହୋଇଛି। ତିନିଥର ଚାମ୍ପିଅନ ଦଳ ଚେନ୍ନାଇ ସୁପର କିଙ୍ଗ୍ସର ଆଇପିଏଲ ଦଳର ତିନିଜଣ ସଦସ୍ୟଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ଦଳର ମୁଖ୍ୟ କାର୍ଯ୍ୟର୍ନିବାହୀ କାଶୀ ବିଶ୍ୱନାଥନ, ବୋଲିଂ କୋଚ ଲକ୍ଷ୍ମୀପତି…

ମାତ୍ର ୩୨ ବର୍ଷରେ କ୍ରିକେଟ୍‌କୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୩।୫: ଶ୍ରୀଲଙ୍କା ଅଲରାଉଣ୍ଡର ଥିସାରା ପେରେରା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୦୯ରେ ଭାରତ ବିପକ୍ଷ ଏକଦିବସୀୟ ମ୍ୟାଚ୍‌ରେ ପେରେରା ଶ୍ରୀଲଙ୍କା ପାଇଁ ଆନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ଦୁଇ ବର୍ଷ ପରେ ସେ ଟେଷ୍ଟ ଖେଳିବାର ସୁଯୋଗ ପାଇଲେ। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?