ଖେଳ

ଏକଦା ପଙ୍କଚର ମାରିବା ପାଇଁ ସାଙ୍ଗମାନଙ୍କଠାରୁ ଟଙ୍କା ଉଧାର ନେଉଥିଲେ; ଏବେ କୋଟିପତି ଏହି ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୧: ଭାରତୀୟ କ୍ରିକେଟର ମହମ୍ମଦ ସିରାଜଙ୍କୁ ଏକାଦଶରେ ସ୍ଥାନ ମିଳିଛି। ଏଯାବତ ସେ ୬ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିସାରିଲେଣି। ଉପରକୁ ସ୍ବାଭାବିକ ଲାଗୁଥିଲେ ହେଁ ଏହି ଷ୍ଟାର ବୋଲରଙ୍କ ଜୀବନ ବହୁତ ସଂଘର୍ଷମୟ ଥିଲା। ଏକ ସମୟରେ ସାମାନ୍ୟ...

ସାମ୍ନାକୁ ଆସିଲା ସତ: ଭାରତୀୟ ବୋଲର୍‌ଙ୍କୁ ଏମିତି କହି ଗାଳି ଦେଲେ ଦର୍ଶକ

ସିଡନୀ, ୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟରେ ଅଷ୍ଟ୍ରେଲିଆର କିଛି ଦର୍ଶକ ସମସ୍ତ ସୀମା ଅତିକ୍ରମ କରିଥିଲେ। ବିସିସିଆଇ ସୂତ୍ର ଅନୁଯାୟୀ, ପଡ଼ିଆରେ ଉପସ୍ଥିତ ଥିବା କିଛି ଦର୍ଶକ ଫିଲ୍ଡିଂ କରୁଥିବା ମହମ୍ମଦ ସିରାଜଙ୍କୁ...

ଭାରତକୁ କ୍ଷମା ମାଗିଲା ଅଷ୍ଟ୍ରେଲିଆ

ସିଡନୀ,୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିନରେ ଅଷ୍ଟ୍ରେଲୀୟ ଦର୍ଶକ ପୁଣି ଥରେ ସୀମା ଅତିକ୍ରମ କରିଛନ୍ତି। ଭାରତୀୟ ବୋଲର୍‌ ମହମ୍ମଦ ସିରାଜଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇଥିଲେ। ମ୍ୟାଚର ତୃତୀୟ ଦିନରେ...

ଇଞ୍ଜେକସନ୍‌ ନେଇ ବ୍ୟାଟିଂ କରିବେ ଜାଡେଜା!

ସିଡନୀ,୧୦।୧: ଭାରତୀୟ ଦଳ ପାଇଁ ବଡ଼ ଆଶ୍ୱସ୍ତିକର ଖବର ଆସିଛି। ଅଷ୍ଟ୍ରେଲିଆ ବିପକ୍ଷ ସିଡନୀ ଟେଷ୍ଟର ଚତୁର୍ଥ ଇନିଂସରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବ୍ୟାଟିଂ କରିବେ। ସିଡନୀ ଟେଷ୍ଟରେ ଯଦି ଆବଶ୍ୟକ ହୁଏ, ଜାଡେଜା ଯନ୍ତ୍ରଣାରୁ ମୁକ୍ତି ଇଞ୍ଜେକ୍ସନ ନେଇ...

ବିରାଟ-ଅନୁଷ୍କାଙ୍କ ହେବ ଝିଅ!

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ନୂଆବର୍ଷ ଏକ ଖୁସି ନେଇ ଆସିବ। କାରଣ ଖୁବ୍‌ଶୀଘ୍ର ଉଭୟ ପିତାମାତା ହେବାକୁ ଯାଉଛନ୍ତି। ଚଳିତ ମାସ ଶେଷ ସପ୍ତାହରେ ଅନୁଷ୍କା ପ୍ରଥମ ସନ୍ତାନ...

ଏହି କ୍ରିକେଟରଙ୍କ ନାମରେ ରହିଛି ଦିନିକିଆ ମ୍ୟାଚ୍‌ରେ ସବୁଠାରୁ ଲମ୍ବା ଓଭର୍‌ର ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୦।୧: ପାକିସ୍ତାନର କିଛି ବୋଲର୍‌ ବିଶ୍ୱ କ୍ରିକେଟ ଇତିହାସରେ ଚମକିଛନ୍ତି। ହେଲେ ଏଭଳି କେତେଜଣ ବୋଲର୍‌ ଅଛନ୍ତି ଯେଉଁମାନେ ଲଜ୍ଜାଜନକ ରେକର୍ଡ କରିଛନ୍ତି। ସେଭଳି ଜଣେ ଖେଳାଳି ହେଲେ ମହମ୍ମଦ ଶାମି। ୧୯ ବର୍ଷ ବୟସରେ କ୍ରିକେଟରେ ଡେବ୍ୟୁ କରିଥିଲେ...

କପିଲଙ୍କ ଯୋଗୁ ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ଶପଥ ନେଇଥିଲେ ‘ଲିଟିଲ୍‌ ମାଷ୍ଟର’: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୦।୧: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍‌ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ...

ଏମ୍‌ଜିଏମ୍‌ ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ପାନ୍ଥର୍ସ ୪ ରନରେ ବିଜୟୀ

ଭୁବନେଶ୍ୱର,୧୦।୧(ସ୍ପୋର୍ଟ୍ସ ବ୍ୟୁରୋ): ଏମ୍‌ଜିଏମ୍‌ ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ରେ ଶନିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ୪ ରନରେ ଓଡ଼ିଶା ଜାଗୁଆର୍ସକୁ ପରାସ୍ତ କରିଛି। ଟସ୍‌ ଜିତି ଜାଗୁଆର୍ସ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି...

୧୦୦ବର୍ଷରେ ପଦାର୍ପଣ କଲେ ଅଲିମ୍ପିକ ଚାମ୍ପିୟନ

ବୁଦାପେଷ୍ଟ, ୧୦ା୧ (ଏପି)-ବିଶ୍ୱରେ ଜୀବିତ ଥିବା ସବୁଠାରୁ ବୟସ୍କା ଅଲିମ୍ପିକ ଚାମ୍ପିୟନ ହେଲେ ଆଗ୍ନିସ କେଲେଟି। ଏବେ ସେ ୧୦୦ ବର୍ଷରେ ପଦାର୍ପଣ କରିଛନ୍ତି। କେଲେଟି ଜିମ୍ନାଷ୍ଟିକ୍ସରେ ୧୦ ଅଲିମ୍ପିକ ପଦକ ଜିତିଛନ୍ତି। ତନ୍ମଧ୍ୟରେ ୫ ସ୍ବର୍ଣ୍ଣ ରହିଛି। ଶନିବାର...

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁକୁ ହରାଇଲା ଇଷ୍ଟ ବେଙ୍ଗଲ

ମାର୍ଗାଓ,୧୦।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଇଷ୍ଟ ବେଙ୍ଗଲ ୧-୦ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ବେଙ୍ଗାଲୁରୁ ଆଶାନୁରୂପ ପ୍ରଦର୍ଶନ କରି ନ ଥିଲା। ବେଙ୍ଗାଲୁରୁ...

ବୁମ୍‌ରା, ସିରାଜଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ମ୍ୟାଚ ରେଫରିଙ୍କ ନିକଟରେ ବିସିସିଆଇର ଅଭିଯୋଗ

ସିଡ୍‌ନୀ,୧୦।୧(ପି.ଟି.): ତୃତୀୟ ଟେଷ୍ଟର ତୃତୀୟ ଦିବସରେ ଏକ ଅଭାବନୀୟ ଘଟଣା ଘଟିଛି। ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରା ଓ ମହମ୍ମଦ ସିରାଜ ବର୍ଣ୍ଣବୈଷମ୍ୟ ଆକ୍ଷେପର ଶିକାର ହୋଇଛନ୍ତି। ଜଣେ ମଦ୍ୟପ ଦର୍ଶକ ଏହି ଦୁଇଜଣଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ।...

ଆହତ ଜାଡେଜା ଚତୁର୍ଥ ଟେଷ୍ଟରୁ ବାଦ୍:‌ ଇଞ୍ଜୁରି ସତ୍ତ୍ୱେ ପନ୍ତ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବେ

ସିଡ୍‌ନୀ, ୧୦।୧(ପି.ଟି.): ଭାରତ ପାଇଁ ଏବେ ଖରାପ ସମୟ ଚାଲିଛି। ତୃତୀୟ ଟେଷ୍ଟର ତୃତୀୟ ଦିବସରେ ଭାରତର ଦୁଇଜଣ ଖେଳାଳି ରବୀନ୍ଦ୍ର ଜାଡେଜା ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବ୍ୟାଟିଂ କରିବା ଅବସରରେ ଆହତ ହୋଇଛନ୍ତି। ଫଳରେ ଭାରତକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri