ଖେଳ

ଜୁନିୟର ମହିଳା ହକି ଦଳ ଚିଲି ଗସ୍ତ କରିବ: ଭାରତୀୟ ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୯।୧(ପି.ଟି.): ଭାରତୀୟ ଜୁନିୟର ମହିଳା ହକି ଦଳ ଗୋଟିଏ ବର୍ଷ ପରେ ପୁଣି ଥରେ ପେସାଦାର ଖେଳକୁ ଫେରିିବ। କୋଡିଡ୍‌-୧୯ କାରଣରୁ ପାଖାପାଖି ଗୋଟିଏ ବର୍ଷର ବ୍ରେକ୍‌ ପରେ ଭାରତୀୟ ଦଳ ଏବେ ଚିଲି ଗସ୍ତ କରିବ। ଏହି ଗସ୍ତରେ...

ପୂର୍ବତନ ଫୁଟବଲ ଖେଳାଳିଙ୍କୁ ସରକାରଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି)-ରାଜ୍ୟର ପୂର୍ବତନ ଫୁଟବଲ ଖେଳାଳିମାନେ ଆଗକୁ ବଢ଼ିବାପାଇଁ ଆସିଛି ସୁବର୍ଣ୍ଣ ସୁଯୋଗ। ପ୍ରୋତ୍ସାହନ ସ୍ବରୂପ ଓଡ଼ିଶାରେ ଫୁଟବଲ ରେଫରିଙ୍କ ସଂଖ୍ୟା ବୃଦ୍ଧିସହ ସେମାନଙ୍କ ଦକ୍ଷତାର ବିକାଶ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଖେଳ ଜୀବନ ପରେ ଘରେ...

ମୋ କ୍ୟାରିୟରର ଶ୍ରେଷ୍ଠ ଥ୍ରୋ ଥିଲା : ଜାଡେଜା

ସିଡ୍‌ନୀ,୮।୧- ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ପୂରା ଛାଇ ରହିଥିଲେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା। ବୋଲିଂ ହେଉ କି ଫିଲ୍ଡିଂ, ସବୁ ବିଭାଗରେ ତାଙ୍କ ପ୍ରଦର୍ଶନ ଥିଲା ଉଚ୍ଚକୋଟିର।...

ଦମ୍‌ଦାର ବ୍ୟାଟିଂକୁ ନେଇ ହୃଦୟ ଜିତିଲେ ଏହି ଭାରତୀୟ କ୍ରିକେଟର; କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ..

ସିଡନୀ,୮।୧: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ପ୍ରଶଂସନୀୟ ପାଳି ଖେଳିଛନ୍ତି ଯୁବ କ୍ରିକେଟର ଶୁଭମନ ଗିଲ। ନିଜ କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ ଶୁକ୍ରବାର ସେ ଅର୍ଦ୍ଧଶତକ କରିଥିଲେ। ଏଥିରେ ୮ ଚଉକା ରହିଥିଲା। ଘରୋଇ ଦଳକୁ ୩୩୮ ରନ୍‌ରେ...

ଅଷ୍ଟ୍ରେଲିଆ ବିପକ୍ଷରେ ହିଟ୍‌ମ୍ୟାନଙ୍କ ରେକର୍ଡ: ଏହି ସ୍ପେଶାଲ ଶତକ କରିବାରେ ପାଲଟିଲେ ବିଶ୍ୱରେ ପ୍ରଥମ କ୍ରିକେଟର

ସିଡନୀ,୮।୧: ଭାରତର ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ରେକର୍ଡ କରିଛନ୍ତି। ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୦୦ ଛକା ମାରିଥିବା ବିଶ୍ୱର ପ୍ରଥମ ଖେଳାଳି ପାଲଟିଛନ୍ତି ସେ। ଏଯାବତ ସେ ୬୫ଟି ମ୍ୟାଚ୍‌ର ୬୭ପାଳିରେ ୨୮୩୪ ରନ୍‌...

ଦ୍ୱିତୀୟ ଦିନ ଖେଳ ଶେଷ: ଭାରତ ୯୬/୨

ସିଡନୀ,୮।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ ଭାରତୀୟ ଭଲ ଆରମ୍ଭ ଦେଇଛନ୍ତି ରୋହିତ୍‌ ଶର୍ମା ଓ ଶୁବମାନ ଗିଲ। ଷ୍ଟିଭ ସ୍ମିଥଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୩୩୮ ରନ କରି ଅଲଆଉଟ ହୋଇଥିଲା।...

ପଡ଼ିଆରେ କେବେହେଲେ ଜାତୀୟ ସଂଗୀତ ଗାଇ ନାହାନ୍ତି ଏହି କ୍ରିକେଟର

ଯେକୌଣସି ଖେଳ ହେଉ, ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କ ପାଇଁ ସବୁଠାରୁ ଗର୍ବର ବିଷୟ ହେଉଛି ପଡ଼ିଆରେ ନିଜ ଦେଶର ଜାତୀୟ ସଂଗୀତ ଗାନ କରିବା। ଅଲମ୍ପିକରେ ହେଉ ଅବା କ୍ରିକେଟ ମ୍ୟାଚ୍‌ ପୂର୍ବରୁ, ଦଳ ଦ୍ୱାରା ଜାତୀୟ ସଂଗୀତ ଗାନ କରାଯାଇଥାଏ।...

ଟେଷ୍ଟ ମ୍ୟାଚ୍‌ରେ କାହିଁକି ଧଳା ଶର୍ଟ ପିନ୍ଧନ୍ତି କ୍ରିକେଟର

୧୯୦୦ ମସିହା ପୂର୍ବରୁ କ୍ରିକେଟରଙ୍କ ଡ୍ରେସ୍‌ କୋଡ୍‌ ନିର୍ଦ୍ଧାରଣ ନ ଥିଲା। ସାଧାରଣ ଡ୍ରେସ୍‌ ପିନ୍ଧି କ୍ରିକେଟରମାନେ ପଡିଆକୁ ଓହ୍ଲାଉଥିଲେ। ସେ ସମୟରେ କେବଳ ଟେଷ୍ଟ କ୍ରିକେଟ ଖେଳାଯାଉଥିଲା। ପ୍ରତି ଟେଷ୍ଟ ମ୍ୟାଚ୍‌ ୬ ଦିନ ଯାଏ ସକାଳୁ-ସନ୍ଧ୍ୟା ପର୍ଯ୍ୟନ୍ତ...

ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୮।୧: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଅନେକ ଥର  ରନ୍‌ ନ କରି ଆଉଟ୍‌ ହୋଇଛନ୍ତି। ଶ୍ରୀଲଙ୍କାର ମୁଥେୟା...

ସ୍ତ୍ରୀଙ୍କ ହାତରୁ ଗାଜର ହାଲଓ୍ବା ଖାଇ ଖୁସିହେଲେ ଏହି କ୍ରିକେଟର

ଭାରତୀୟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ନିକଟରେ ଦୁବାଇରୁ ହନିମୁନ୍‌ ସାରି ଭାରତ ଫେରିଛନ୍ତି। ଦିଲ୍ଲୀ ଫେରିବା ପରେ ସ୍ତ୍ରୀ ଧନଶ୍ରୀ ବର୍ମା ଶାଶୁ ଘରେ ବହୁତ ଏନ୍‌ଜୟ କରୁଛନ୍ତି। କେତେବେଳେ ନଣନ୍ଦଙ୍କର ଜନ୍ମଦିନ ପାଳନ କରୁଛନ୍ତି ତ...

ଜାଡେଜାଙ୍କ ‘ରକେଟ୍‌ ଥ୍ରୋ’ରେ ଧରାଶାୟୀ ସ୍ମିଥ୍‌: ପ୍ରଶଂସକ କହିଲେ ବାଃ ବାଃ

ସିଡନୀ,୮।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ଭାରତ ଉପରେ ଦୃଢ଼ ପ୍ରଦର୍ଶନ କରିଥିଲା, କିନ୍ତୁ ରବିନ୍ଦ୍ର ଜାଡେଜା ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ହୃଦୟ ଜିତିଥିଲେ। ରବିନ୍ଦ୍ର ଜାଡେଜା ପ୍ରଥମ ଇନିଂସରେ ୪ଟି ଉଇକେଟ ନେଇ ଅଷ୍ଟ୍ରେଲିଆକୁ ଧରାଶାୟୀ...

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୮।୧: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri