ଖେଳ

ସୌଦି ଆରବରୁ ଆସିଲା ବର୍ଷର ପ୍ରଥମ ଦୁଃଖଦ ଖବର: କୋମାକୁ ଚାଲିଗଲେ ଜଣାଶୁଣା ଭାରତୀୟ ବାଇକ୍‌ ରାଇଡର

ନୂଆଦିଲ୍ଲୀ,୭।୧- ଜଣାଶୁଣା ଭାରତୀୟ ମୋଟରସାଇକେଲ ରେସର ସି. ଏସ୍‌. ସନ୍ତୋଷ ସୌଦି ଆରବରେ ଚାଲିଥିବା ଡାକରା ରାଲିରେ ମର୍ମନ୍ତୁଦ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏୟାରଲିଫ୍ଟ ଯୋଗେ ରିୟାଦସ୍ଥିତ ମେଡିକାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। କିନ୍ତୁ ସେ କୋମାକୁ ଚାଲିଯାଇଥିବା ଡାକ୍ତର...

ସିରାଜଙ୍କ ଦେଶଭକ୍ତିକୁ ସଲାମ କଲେ କୈଫ, ଜାଫର କହିଲେ ‘କ୍ରିକେଟର ଦର୍ଶକଙ୍କ ପାଇଁ ନୁହେଁ ଦେଶ ପାଇଁ ଖେଳେ’

ନୂଆଦିଲ୍ଲୀ,୭।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ସିରିଜର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଏକ ହୃଦୟସ୍ପର୍ଶୀ ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍‌ ଆରମ୍ଭ ପୂର୍ବରୁ ଜାତୀୟସଂଗୀତ ଗାନ ସମୟରେ ମହମ୍ମଦ ସିରାଜ ଭାବବିହ୍ବଳ ହୋଇଯାଇଥିଲେ। ଏହି ସମୟର...

୬ ବଲ୍‌ରେ ୭୭ ରନ୍‌: ଗୋଟିଏ ଓଭରରେ ସର୍ବାଧିକ ରନ୍‌ କରି ହାସଲ କରିଥିଲେ ବିରଳ ରେକର୍ଡ

ନୂଆଦିଲ୍ଲୀ,୭।୧: ଗୋଟିଏ ଓଭରର ୬ ବଲ୍‌ରେ ୬ ଛକା ମାରିବାର ମୂହୁର୍ତ୍ତ ବହୁତ କମ୍‌ ଦେଖିବାକୁ ମିଳେ। ଏହାକୁ କ୍ରିକେଟ ପ୍ରଶଂସକ ସହଜରେ ଭୁଲି ନ ଥାନ୍ତି। ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦକ୍ଷିଣ ଆଫ୍ରିକାର ହର୍ଶଲ ଗିବ୍ସ ବିଶ୍ୱକପ୍‌ରେ ଏହି କମାଲ...

ଏହି କ୍ରିକେଟରଙ୍କ ବଡି ଦେଖି ପାଗଳ ହୋଇଯାଆନ୍ତି ସବୁଝିଅ: କୋହଲି ବି ପଡିଯିବେ ପଛରେ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ମ୍ୟାଚରେ ଭାରତୀୟ ଦଳର ଜଣେ ଯୁବ ଖେଳାଳି ନବଦୀପ ସାଇନି ଡେବ୍ୟୁ କରିଛନ୍ତି। ୨୮ ବର୍ଷୀୟ ଡାହାଣହାତୀ ଦ୍ରୁତ ବୋଲର ଉମେଶ ଯାଦବଙ୍କ ସ୍ଥାନରେ ନବଦୀପ ଦଳରେ ସ୍ଥାନ ପାଇଛନ୍ତି। ୨୦୧୯ରେ...

ଗର୍ଭାବସ୍ଥାର ଶେଷ ମାସରେ ଏହା ଖାଇବାକୁ ମନ ବଳାଇଲେ ଅନୁଷ୍କା: ରେଷ୍ଟୁରାଣ୍ଟ ନେଲେ ବିରାଟ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କୁ ଗର୍ଭାବସ୍ଥାର ଶେଷ ମାସରେ ଏକାକୀ ଛାଡିବାକୁ ଚାହୁଁ ନ ଥିଲେ। ତେଣୁ ସେ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍‌କୁ ଅଧାରୁ ଛାଡି ଭାରତ ଫେରିଆସିଥିଲେ। ଏବେ ବିରାଟ ଅନୁଷ୍କାଙ୍କର...

ପ୍ରଥମ ଦିନରେ ନିରାଶ କଲେ ବୋଲର୍‌

ସିଡନୀ,୭।୧୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟର ପ୍ରଥମ ଦିନ ମାତ୍ର ୫୫ ଓଭର ଖେଳ ହୋଇଛି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ଟେଷ୍ଟରେ ଅଷ୍ଟ୍ରେଲିଆ କ୍ୟାପଟେନ ଟିମ ପେନ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି...

ଏହି ଖାସ୍‌ ବନ୍ଧୁଙ୍କ ପାଇଁ ଭାବପ୍ରବଣ ହେଲେ ଗାଙ୍ଗୁଲି

କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସୌରଭ ଗାଙ୍ଗୁଲିଙ୍କୁ ଗୁରୁବାର କୋଲକାତାର ଉଡଲାଣ୍ଡ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଡାକ୍ତରଖାନାରୁ ଡିସଚାର୍ଜ ହେବା ପରେ ସେ ତାଙ୍କ ପିଲାଦିନର ବନ୍ଧୁ ଜୟଦୀପଙ୍କୁ ଜୀବନର କଠିନ ସମୟରେ ତାଙ୍କ ପାଖରେ ଠିଆ ହୋଇଥିବାରୁ...

ଅନୁଷ୍କାଙ୍କ ହାତଧରି କ୍ଲିନିକ୍‌ ନେଇ ଗଲେ ବିରାଟ କୋହଲି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ସମୟରେ ସେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। କେବଳ ସୋସିଆଲ ମିଡିଆରେ ନୁହେଁ, ନିଜ ଶୁଟିଂରେ ମଧ୍ୟ ବ୍ୟସ୍ତ ରହୁଛନ୍ତି। ଏହାସହ ସେ ଚେକ୍‌ଅପ୍‌ ପାଇଁ ମଧ୍ୟ କ୍ଲିନିକ୍‌...

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଗାଙ୍ଗୁଲି

କୋଲକାତା,୭।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଗୁରୁବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ହସ୍ପିଟାଲରୁ ବାହାରକୁ ଆସି ଗାଙ୍ଗୁଲି କହିଛନ୍ତି, ମୁଁ ଏବେ ଠିକ୍‌ ଅଛି ଏବଂ ଖୁବ୍‌ଶୀଘ୍ର ଫେରିବି। କୋଲକାତାର ଉଡ୍‌ଲ୍ୟାଣ୍ଡ୍‌ ହସ୍ପିଟାଲରେ ଗାଙ୍ଗୁଲିଙ୍କ...

ସାର୍କ ଧରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ କୁନି ପୁଅ

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ନିଜ ପରିବାର ସହ ସମୟ ବିତାଉଛନ୍ତି। ନିକଟରେ ନିଜ ପୁଅ ସହ ଏକ ଫଟୋ ଶେୟାର କରିଛନ୍ତି। ଯାହା ଭାଇରାଲ ହୋଇଛି। ଫଟୋରେ ତାଙ୍କ ପୁଅ ଏକ ସାର୍କ ଧରିଥିବା ନଜର...

ଏହି ମହିଳା ରଚିଲେ ଇତିହାସ, ପୁରୁଷ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ମହିଳା ଭାବେ କଲେ ଅମ୍ପାୟାରିଂ

ସିଡନୀ,୭।୧: ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ଲେର୍‌ ପୋଲୋସାକ ଅମ୍ପାୟାର୍‌ ହୋଇଛନ୍ତି। ଏହା ସହ ସେ ପୁରୁଷ କ୍ରିକେଟ ମ୍ୟାଚରେ ଅଫିସିଆଲ ପ୍ରଥମ ମହିଳା ଅମ୍ପାୟାର ହେବାର ସୌଭାଗ୍ୟ ଅର୍ଜନ...

ଦିନେ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ ଗୌତମ ଗମ୍ଭୀର, ଆଜି ଭାରତୀୟ ଦଳରେ ପାଇଲେ ସ୍ଥାନ

ସିଡନୀ,୭।୧: ଭାରତୀୟ ଦ୍ରୁତ ବୋଲର ନବଦୀପ ସଇନି ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଫଳରେ ସେ ଭାରତର ୨୯୯ତମ ଟେଷ୍ଟ କ୍ରିକେଟର ହୋଇଛନ୍ତି। ଆହତ ଉମେଶ ଯାଦବଙ୍କ ସ୍ଥାନରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ପାଇଁ ସେ ଏକାଦଶରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri