Odisha Elections 2024

ଖେଳ

କୋହଲି ଦ୍ରୁତତମ ଅଧିନାୟକ

ବେଙ୍ଗାଲୁରୁ,୨୦।୧ – ବିରାଟ କୋହଲି ଦିନିକିଆ ଫର୍ମାଟ୍‌ରେ ଅଧିନାୟକ ଭାବେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର ଦ୍ରୁତତମ ଅଧିନାୟକ। ୫ ହଜାର ରନ୍‌ କରିବା ପାଇଁ କୋହଲିଙ୍କୁ ମାତ୍ର ୮୨...

ଓଡ଼ିଶାର ଇନିଂସ ଅଗ୍ରଣୀ

ଭୁବନେଶ୍ୱର,୨୦।୧- କଟକର ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ଜମ୍ମୁ-କଶ୍ମୀର ବିପକ୍ଷ ରଣଜୀ ମ୍ୟାଚ୍‌ରେ ଓଡ଼ିଶା ଦଳ ପ୍ରଥମ ଇନିଂସରେ ୩୭ ରନ୍‌ର ଅଗ୍ରଣୀ ହାସଲ କରିଛି। ପ୍ରଥମ ଇନିଂସରେ ଓଡ଼ିଶା ୧୬୧ ରନ୍‌ରେ ସୀମିତ ରହିଥିବାବେଳେ ଭ୍ରମଣକାରୀ ଜମ୍ମୁ-କଶ୍ମୀର ତା’ର...

ଆତ୍ମହତ୍ୟା ଉଦ୍ୟମ କରିଥିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୧- ଭାରତୀୟ ଦଳର ପୂର୍ବତନ ପେସର ପ୍ରବୀଣ କୁମାର ନିଜର ଲୋକପ୍ରିୟତା ଓ ଡିପ୍ରେଶନ ଉପରେ ଏକ ଖୋଲା ଆଲୋଚନା କରିଛନ୍ତି। ଏକ ଇଂଲିଶ ଖବର କାଗଜକୁ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି, ଏକଦା ମୁଁ ଆତ୍ମହତ୍ୟା କରିବାକୁ ଚିନ୍ତା...

ଧୋନୀଙ୍କୁ ପଛରେ ପକାଇଲେ କୋହଲି

ବେଙ୍ଗାଲୁରୁ,୨୦।୧ – ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତ ପାଇଁ ୮୯ (୯୧ ବଲ, ୮ ଚୌକା) ରନ ଇନିଂସ ଖେଳିଥିଲେ ଭାରତୀୟ ଅଧିନାୟକ ବିରାଟ କୋହଲି। ଏଥିସହ ସେ ପୂର୍ବତନ ଅଧିନାୟକ...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତର ବିଜୟ ଅଭିଯାନ

ବ୍ଲୋଏମ୍‌ଫୋଣ୍ଟେନ,୨୦।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ୧୩ତମ ସଂସ୍କରଣରେ ଗତଥରର ଚାମ୍ପିୟନ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଅଧିନାୟକ ପ୍ରିୟମ ଗର୍ଗ (୫୬), ଓପନର ୟଶସ୍ବୀ ଜୈସୁଆଲ...

ଋତୁପର୍ଣ୍ଣା ଚାମ୍ପିୟନ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ପ୍ରତିଭା ସମ୍ପନ୍ନ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା କ୍ୟାରିୟରରେ ଆଉ ଏକ ଟାଇଟଲ ହାସଲ କରିଛନ୍ତି। ଗୋଆରେ ଅନୁଷ୍ଠିତ ୟୋନେକ୍ସ ସନ୍‌ରାଇଜ୍‌ ସର୍ବଭାରତୀୟ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସରେ ସେ ଚାମ୍ପିୟନ ହୋଇଛନ୍ତି।...

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକା ଫଲୋଅନ୍‌

ପୋର୍ଟ ଏଲିଜାବେଥ,୨୦।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ଫଲୋଅନ୍‌ ହୋଇ ପରାଜୟ ଦ୍ୱାରରେ ପହଞ୍ଚିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯ ରନ...

ଓଡ଼ିଶା ପ୍ରିମିୟର ଲିଗ୍‌ ଉଦ୍‌ଯାପିତ; ଜଗତ୍‌ସିଂହପୁର କଳିଙ୍ଗସ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ୟୁଥ୍‌ ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ଓଡ଼ିଶା ପ୍ରିମିୟର ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ଭୁବନେଶ୍ୱର ବାଉନ୍ସର୍ସକୁ ୩ ଉଇକେଟରେ ହରାଇ ଜଗତ୍‌ସିଂହପୁର କଳିଙ୍ଗସ୍‌ ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ କରି ବାଉନ୍ସର୍ସ ୧୮...

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ଶୁଟ୍‌ ଆଉଟରେ ଜିତିଲା ଭାରତ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ନିର୍ଦ୍ଧାରିତ ସମୟ ଖେଳ ୩-୩ରେ ସମାନ ରହିଲା। ଫଳାଫଳ ନିର୍ଣ୍ଣୟ ପାଇଁ ଶୁଟ୍‌ ଆଉଟର ସହାୟତା ନିଆଗଲା। ଏହି ପର୍ଯ୍ୟାୟରେ ଚାପର ବଶବର୍ତ୍ତୀ ନ ହୋଇ ଭାରତ ୩-୧ ଗୋଲରେ ବିଜୟୀ ହେଲା। ଭାଗ୍ୟ ସହାୟ...

କଳିଙ୍ଗ କର୍ନର ଗ୍ୟାଲେରିରେ ହରେନ୍ଦ୍ର

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ରବିବାର ଭାରତ-ନେଦରଲାଣ୍ଡ୍ସ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ ମ୍ୟାଚ୍‌ ଅବସରରେ ପୂର୍ବତନ କୋଚ୍‌ ହରେନ୍ଦ୍ର ସିଂ ଗ୍ୟାଲେରିରେ ବସି ମ୍ୟାଚ୍‌ ଉପଭୋଗ କରୁଥିବା ପରିଲକ୍ଷିତ ହୋଇଥିଲା। ୨୦୧୮ ହକି ବିଶ୍ୱକପ୍‌ ଅବସରରେ ହରେନ୍ଦ୍ର...

ସ୍କାନ ପରେ ମ୍ୟାଚ୍‌ରୁ ବାଦ୍‌ ପଡ଼ିଲେ ଆହତ ଧାଓ୍ବନ

ବେଙ୍ଗାଲୁରୁ,୨୦।୧(ପି.ଟି.)- ଭାରତୀୟ ଦଳର ସିନିୟର ଓପନର ଶିଖର ଧାଓ୍ବନ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ବାମ କାନ୍ଧରେ ଆଘାତ ପାଇଥିଲେ। ଅଷ୍ଟ୍ରେଲିଆ ଇନିଂସର ୫ମ ଓଭରରେ ପ୍ରତିପକ୍ଷ ଅଧିନାୟକ ଆରୋନ ଫିଞ୍ଚଙ୍କ ଏକ...

ବଜରଙ୍ଗ, ରବିଙ୍କୁ ସ୍ବର୍ଣ୍ଣ

ରୋମ,୨୦।୧(ପି.ଟି.)- ଫୁଲ ଫର୍ମରେ ନ ଥିଲେ ବି ବଜରଙ୍ଗ ପୁନିଆ ଓ ରବି କୁମାର ଡାହିୟା ରୋମ ର଼୍ୟାଙ୍କିଙ୍ଗ୍‌ ସିରିଜ୍‌ରେ ସ୍ବର୍ଣ୍ଣ ପଦକ ଜିତି ଅଲିମ୍ପିକ୍ସ ଲାଗି ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ୨୫ ବର୍ଷୀୟ ବଜରଙ୍ଗ ୪-୩ ବ୍ୟବଧାନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri