ଜାତୀୟ ସଙ୍ଗୀତ ବାଜୁଥିବାବେଳେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର୍
ସିଡନୀ,୭।୧: ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଜାତୀୟ ସଂଗୀତରେ ଭାବପ୍ରବଣ ହୋଇଥିଲେ। ସିରାଜ ତାଙ୍କ ଭାବନାକୁ ନିୟନ୍ତ୍ରଣ କରିପାରି ନ ଥିଲେ...
ଅଷ୍ଟ୍ରେଲିଆକୁ ପ୍ରାରମ୍ଭିକ ଝଟ୍କା
ସିଡନୀ,୭।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟେଷ୍ଟ ସିରଜ୍ର ତୃତୀୟ ମ୍ୟାଚ ସିଡନୀରେ ଆରମ୍ଭ ହୋଇଛି। ଟସ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଘରୋଇ ଟିମ୍ ପ୍ରଥମେ ବ୍ୟାଟିଂ କରିବାକୁ ଆସି...
ତୃତୀୟ ଟେଷ୍ଟ: ପ୍ରଥମ ମହିଳା ମ୍ୟାଚ ଅଫିସିଆଲ କ୍ଲେୟାର ପୋଲୋସାକ
ସିଡ୍ନୀ, ୭।୧(ପି.ଟି.): ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚରେ ଏକ ନୂଆ କଥା ଦେଖିବାକୁ ମିଳିବ। ପ୍ରଥମଥର ପାଇଁ ଏକ ପୁରୁଷ ମ୍ୟାଚରେ ଜଣେ ମହିଳା ମ୍ୟାଚ ଅଫିସିଆଲ ଦାୟିତ୍ୱରେ ରହିବେ। ସେ ହେଉଛନ୍ତି ଅଷ୍ଟ୍ରେଲିଆର...
ଓଡ଼ିଶା ଟି୨୦ କ୍ରିକେଟ ଲିଗ୍: ପୁମାସ ୫ ଉଇକେଟରେ ବିଜୟୀ
ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍ଜିଏମ୍ ଟି୨୦ କ୍ରିକେଟ ଲିଗ୍ର ବୁଧବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପୁମାସ ୫ ଉଇକେଟରେ ଜାଗୁଆର୍ସକୁ ପରାସ୍ତ କରିଛି। ଜାଗୁଆର୍ସ ୨୦...
ବେଙ୍ଗାଲୁରୁ ଏଫ୍ସି କୋଚ୍ ବହିଷ୍କୃତ
ବେଙ୍ଗାଲୁରୁ, ୭।୧(ପି.ଟି.)- ଚଳିତ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍)ରେ ବେଙ୍ଗାଲୁରୁ ଏଫ୍ସିର ଖରାପ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ମୁଖ୍ୟ କୋଚ୍ କାର୍ଲେସ କ୍ୱାଡ୍ରାଟ୍ଙ୍କୁ ବହିଷ୍କାର କରାଯାଇଛି। ପୂର୍ବତନ ଚାମ୍ପିୟନ ବେଙ୍ଗାଲୁରୁ ଗତ ମୁମ୍ବାଇ ସିଟି ଏଫ୍ସିକୁ ମିଶାଇ କ୍ରମାଗତ ୩ ମ୍ୟାଚରେ...
ଫେବୃୟାରୀରେ ଅଲିମ୍ପିକ କ୍ୱାଲିଫାଇଙ୍ଗ ରେସ୍ ଓ୍ବାକ୍ ଇଭେଣ୍ଟ
ନୂଆଦିଲ୍ଲୀ, ୭।୧(ପି.ଟି.): ଆସନ୍ତା ମାସରୁ ଭାରତର ଆଥଲେଟିକ ସେସନ ଆରମ୍ଭ ହେବା ନିଶ୍ଚତ ହୋଇଛି। ଫେବୃୟାରୀରେ ଜାତୀୟ ଓପନ ରେସ୍ ଓ୍ବାକିଂ ଚାମ୍ପିୟନଶିପ୍ ଆରମ୍ଭ ହେବ। ଏହା ଅଲିମ୍ପିକ କ୍ୱାଲିଫାଇଙ୍ଗ ଇଭେଣ୍ଟ ଭାବେ ପରିଗଣିତ ହେବ ବୋଲି ବୁଧବାର ଜାତୀୟ...
ଟେଷ୍ଟ ସିରିଜ: ପାକିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡର କ୍ଲିନ୍ ସୁଇପ୍
ଖ୍ରୀଷ୍ଟଚର୍ଚ୍ଚ, ୭।୧(ଏପି): ଯୁବ ଦ୍ରୁତ ବୋଲର କାଇଲ ଜେମିସନଙ୍କ ଅସାଧାରଣ ପ୍ରଦର୍ଶନ ବଳରେ ନ୍ୟୁଜିଲାଣ୍ଡ ସ୍ଥାନୀୟ ହାଗଲି ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭ୍ରମଣକାରୀ ପାକିସ୍ତାନକୁ ବୁଧବାର ଏକ ଇନିଂସ ଓ ୧୭୬ ରନରେ ପରାସ୍ତ କରିଛି।...
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ନ୍ୟୁଜିଲାଣ୍ଡ ପ୍ରଥମଥର ନମ୍ବରଓ୍ବାନ
ଦୁବାଇ, ୭।୧(ପି.ଟି.)- ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ନମ୍ବରଓ୍ବାନ ସ୍ଥାନ ହାସଲ କରିଛି। ଖ୍ରୀଷ୍ଟଚର୍ଚ୍ଚରେ ବୁଧବାର ଶେଷ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପାକିସ୍ତାନକୁ ଏକ ଇନିଂସ ୧୭୬ ରନରେ ହରାଇବାପରେ ନ୍ୟୁଜିଲାଣ୍ଡ ଏହାର ଟେଷ୍ଟ କ୍ରିକେଟ ଇତିହାସରେ...
ଇଣ୍ଡିଆନ ସୁପର ଲିଗ୍: ଇଷ୍ଟ ବେଙ୍ଗଲ- ଗୋଆ ମ୍ୟାଚ୍ ଡ୍ର
ଭାସ୍କୋ, ୭।୧: ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ବୁଧବାର ଇଷ୍ଟ ବେଙ୍ଗଲ ଓ ଗୋଆ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ୧-୧ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମୁକାବିଲାର ପ୍ରଥମାର୍ଦ୍ଧ ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା। ଦ୍ୱିତୀୟାର୍ଦ୍ଧରେ...
ଆଇଏସ୍ଏଲ୍ରେ ଓଡ଼ିଶା ଏଫ୍ସିର ୯ମ ମ୍ୟାଚ; କେରଳ ବିପକ୍ଷରେ ବିଜୟ ଆଶା
ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଗୋଆରେ ଚାଲିଥିବା ଚଳିତ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍)ରେ ଓଡ଼ିଶା ଏଫ୍ସି ଗୁରୁବାର ଏହାର ୯ମ ମ୍ୟାଚ ଖେଳିବ। ଭୁବନେଶ୍ୱରଭିତ୍ତିକ ଦଳର ପରବର୍ତ୍ତୀ ପ୍ରତିଦ୍ୱନ୍ଦ୍ୱୀ ହେଉଛି କେରଳ ବ୍ଲାଷ୍ଟର୍ସ। ଷ୍ଟୁଆର୍ଟ ବକ୍ସଟରଙ୍କ ପ୍ରଶିକ୍ଷଣପ୍ରାପ୍ତ ଦଳ ବର୍ତ୍ତମାନ ସୁଦ୍ଧା...
ନକ୍ ଆଉଟ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ: ଗମ୍ଭାରୀଗୁଡ଼ା, କର୍ଲାକୋଟ ବିଜୟୀ
କୋକସରା,୬।୧: କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ପଞ୍ଚାୟତ କୁସୁମଖୁଣ୍ଟି ମିନିଷ୍ଟାଡିୟମରେ ବୁଧବାର ମା’ ଆଦିଶକ୍ତି ନକ୍ଆଉଟ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍ଘାଟିତ ହୋଇଯାଇଛି। ପ୍ରଥମ ମ୍ୟାଚ ଗମ୍ଭାରୀଗୁଡ଼ା ଓ କାଶିବାହାଲ ଦଳ ମଧ୍ୟରେ ହୋଇଥିଲା। ଗମ୍ଭାରୀଗୁଡା ବ୍ୟାଟିଂ କରି...
ପୁରୁଷ ଟେଷ୍ଟ ପରିଚାଳନା କରିବେ ପ୍ରଥମ ମହିଳା ଅଫିସିଆଲ କ୍ଲେର ପୋଲୋସାକ
ସିଡ୍ନୀ,୬।୧- ଅଷ୍ଟ୍ରେଲିଆର କ୍ଲେର ପୋଲୋସାକ ପ୍ରଥମ ମହିଳା ମ୍ୟାଚ୍ ଅଫିସିଆଲ ଭାବେ ପୁରୁଷଙ୍କ ଟେଷ୍ଟ ମ୍ୟାଚ୍ ପରିଚାଳନା କରିବାକୁ ଯାଉଛନ୍ତି। ଏଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଗୁରୁବାର ଆରମ୍ଭ ହେବାକୁ ଯାଉଛି ତୃତୀୟ ଟେଷ୍ଟ। ଏହି ମ୍ୟାଚ୍ରେ ଚତୁର୍ଥ...
Archives


