Odisha Elections 2024

ଖେଳ

ଦିନିକିଆରେ ରୋହିତଙ୍କ ୯ ହଜାର

ବେଙ୍ଗାଲୁରୁ,୧୯।୧(ପି.ଟି.)- ଭାରତୀୟ ଓପନର ରୋହିତ ଶର୍ମା ରବିବାର ଦିନିକିଆ କ୍ରିକେଟରେ ୯ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର ତୃତୀୟ ଦ୍ରୁତତମ ବ୍ୟାଟ୍ସମ୍ୟାନ। ଅଷ୍ଟ୍ରେଲିଆ ବିପକ୍ଷରେ ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ତୃତୀୟ...

କମ୍ପ୍ୟୁଟର ଗେମ୍‌ବେଳେ ଖେଳାଳି ଆହତ

ମେଲବୋର୍ନ,୧୯।୧(ଏଏଫ୍‌ପି)- ଗାଏଲ ମନଫାଇଲ୍ସଙ୍କ ହାତରେ ଆଘାତ ଲାଗିଛି। କମ୍ପୁଟର ଗେମ୍‌ ଖେଳୁଥିବାବେଳେ ବିରକ୍ତ ହୋଇ ସେ ହାତକୁ ପିଟି ଦେଇଛନ୍ତି। କିନ୍ତୁ ଏହି ଆହତ ସମସ୍ୟା ତାଙ୍କ ଅଷ୍ଟ୍ରେଲିଆନ ଓପନ ଅଭିଯାନକୁ ପ୍ରଭାବିତ କରିବ ନାହିଁ ବୋଲି ଆଶା କରାଯାଉଛି।...

ଭାରତକୁ ୨୮୭ ରନ୍‌ର ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ

ବେଙ୍ଗାଲୁରୁ,୧୯।୧: କର ବା ମର ମ୍ୟାଚ୍‌ରେ ଭାରତକୁ ୨୮୭ ରନ୍‌ର ଟାର୍ଗେଟ ଦେଇଛି ଭ୍ରମଣକାରୀ ଅଷ୍ଟ୍ରେଲିଆ ଦଳ। ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ୍‌ ହରାଇ ୨୮୬ ରନ୍‌ ସଂଗ୍ରହ...

କଳାପଟି ପିନ୍ଧି ଖେଳୁଛନ୍ତି ଭାରତୀୟ ଖେଳାଳି

ବେଙ୍ଗାଲୁରୁ,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚରେ ଭାରତୀୟ ଖେଲାଳିମାନେ...

ଅଷ୍ଟ୍ରେଲିଆ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି: ସ୍ମିଥ୍‌, ଲାବୁସେନଙ୍କ ଅର୍ଦ୍ଧଶତକ

ବେଙ୍ଗାଲୁରୁ,୧୯।୧: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ଚାଲିଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦଳ ୩୦ ଓଭର ବ୍ୟାଟିଂ...

ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଲେ ସଚିନ ତେନ୍ଦୁଲକର

ରାୟପୁର, ୧୯।୧: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଛତିଶଗଡ଼ର ବସ୍ତର ଜିଲାର ଜଣେ ୧୨ ବର୍ଷ ବୟସ୍କ ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଛନ୍ତି। ସେ ବାଳକ ଜଣକ ହେଉଛନ୍ତି ମଡ୍ଡାରାମ କବାସୀ। ମଡ୍ଡାରାମ ହ୍ବିଲ୍‌ଚେୟାର କ୍ରିକେଟ ଖେଳୁଥିବାର ଏକ...

ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ : ଶୀର୍ଷକୁ ଉଠିଲା ଏଟିକେ

କୋଲକାତା, ୧୯।୧ (ପି.ଟି.)- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଏଟିକେ ୨-୦ ଗୋଲରେ ଏଫ୍‌ସି ଗୋଆକୁ ପରାସ୍ତ କରିଛି। ସ୍ଥାନୀୟ ସଲ୍ଟ ଲେକ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲା। ତେବେ...

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ: ନେଦରଲାଣ୍ଡ୍ସକୁ ହରାଇଲା ଭାରତ

ଭୁବନେଶ୍ୱର,୧୯।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ ଲିଗ୍‌ରେ ଘରୋଇ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଭାରତ ୫-୨ ଗୋଲରେ ଶକ୍ତିଶାଳୀ ନେଦରଲାଣ୍ଡ୍ସକୁ ହରାଇଛି। ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ ଭାରତୀୟ...

ଅନ୍ତିମ ଦିନିକିଆ: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୧୯।୧(ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ରବିବାର ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ସିରିଜ ୧-୧ ସମାନସ୍ତରରେ ଥିବା ବେଳେ ଏହି ମ୍ୟାଚ୍‌ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଛି। ସିରିଜ ଜିତିବା...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶାକୁ ୧ ସ୍ବର୍ଣ୍ଣ ସହ ୪ ପଦକ

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)-  ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ଶନିବାର ଓଡ଼ିଶାକୁ ଗୋଟିଏ ସ୍ବର୍ଣ୍ଣ ସହିତ ୪ ପଦକ ମିଳିଛି। ପୁରୁଷ ୬୭ କେଜି ଭାରୋତ୍ତୋଳନରେ ଓଡ଼ିଶାର କୁଲଦୀପ ସାହୁ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।...

କଳିଙ୍ଗରେ ସ୍ପୋର୍ଟ୍ସ ଆଇଟି ୨୦୨୦ ଆରମ୍ଭ

ଭୁବନେଶ୍ୱର,୧୯।୧(ସ୍ପୋର୍ଟ୍ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଶନିବାର ସ୍ପୋଟର୍‌ସ ଆଇଟି ୨୦୨୦ ଆରମ୍ଭ ହୋଇଛି। ଜାଭିୟର ଏମ୍‌ଲିୟନ ବିଜ୍‌ନେସ ସ୍କୁଲ (ଏକ୍ସଇବିଏସ୍‌) ଓ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ମିଳିତ ଆନୁକୂଲ୍ୟରେ ଏହି ସ୍ପୋଟର୍‌ସ ଆଣ୍ଡ ଇନୋଭେଶନ ଫେଷ୍ଟିଭାଲ...

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକାର ସଂଘର୍ଷ

ପୋର୍ଟ ଏଲିଜାବେଥ,୧୯।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri