ଖେଳ

ରାଜସ୍ଥାନ ରୟାଲ୍ସ କ୍ୟାମ୍ପ ଛାଡ଼ିଲେ ଆଣ୍ଡ୍ର୍ୟୁ ଟାଇ

ମୁମ୍ବାଇ, ୨୬ା୪ (ପି.ଟି.)-ଅଷ୍ଟ୍ରେଲିଆ ପେସ୍‌ ବୋଲର ଆଣ୍ଡ୍ର୍ୟୁ ଟାଇ ଚତୁର୍ଥ ବିଦେଶୀ ଖେଳାଳି ହିସାବରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିଯାଇଛନ୍ତି। ବ୍ୟକ୍ତିଗତ କାରଣରୁ ନିଜ ଦେଶକୁ ଫେରିଯାଉଛନ୍ତି ବୋଲି ସେ ଦର୍ଶାଇଛନ୍ତି। ପୂର୍ବରୁ ଇଂଲଣ୍ଡର ଜୋଫ୍ରା ଆର୍ଚର (ହାତରେ ଅସ୍ତ୍ରୋପଚାର),…

ଗଭର୍ନର୍ସ କପ୍‌ ବକ୍ସିଂ: ଅମିତଙ୍କୁ ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)-ଭାରତୀୟ ବକ୍ସର ଅମିତ ପଙ୍ଘାଲ (୫୨କେଜି) ସେଣ୍ଟ ପିଟରବର୍ଗସଠାରେ ଚାଲିଥିବା ଗଭର୍ନର୍ସ କପ୍‌ ବକ୍ସିଂ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେମିଫାଇନାଲରେ ବିଶ୍ୱ ତଥା ଅଲିମ୍ପିକ ଚାମ୍ପିୟନ ଉଜବେକିସ୍ତାନର ସାଖୋବିଦ୍ଦିନ ଜୋଇରୋଭଙ୍କଠାରୁ ସେ ୫-୦ରେ ହାରିଯାଇଛନ୍ତି। ୨୦୧୯ ବିଶ୍ୱ…

ଦୁଇ ଇଞ୍ଚର ତ୍ରୁଟି ହାଇଦ୍ରାବାଦ ହାତରୁ ଛଡ଼ାଇ ନେଲା ମ୍ୟାଚ୍‌

ଚେନ୍ନାଇ, ୨୫।୪: ପୁଣି ଥରେ ଚେନ୍ନାଇରେ ଦେଖିବାକୁ ମିଳିଛି ଥ୍ରିଲର ମ୍ୟାଚ୍‌। ଲୋ ସ୍କୋରିଂ ମ୍ୟାଚ୍‌ ସାଙ୍ଗକୁ ସୁପର ଓଭରର ମଜା। ଦୁଇ ଦଳ ପାଇଁ ସୁପର ଓଭରରେ ବୋଲିଂ କରିଥିଲେ ସ୍ପିନର। କିନ୍ତୁ ସନରାଇଜର୍ସ ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୮…

ରାଜସ୍ଥାନର ପିଛା ଛାଡୁ ନାହିଁ ସମସ୍ୟା

ମୁମ୍ବାଇ, ୨୫।୪: ହ୍ୟାଟ୍ରିକ ପରାଜୟ ପରେ ଗୋଟିଏ ମ୍ୟାଚ୍‌ ଜିତିଥିବା ରାଜସ୍ଥାନ ରୟାଲ୍ସର ପିଛା ଛାଡ଼ୁନାହିଁ ସମସ୍ୟା। ଅଷ୍ଟ୍ରେଲିଆନ ପେସର ଆଣ୍ଡ୍ୟୁ ଟେ ବ୍ୟକ୍ତିଗତ କାରଣ ଯୋଗୁ ସ୍ବଦେଶ ଫେରି ଯାଇଛନ୍ତି। ତାଙ୍କ ପୂର୍ବରୁ ବେନ ଷ୍ଟୋକ୍ସ (ଆଙ୍ଗୁଠି ଜନିତ ଆହତ…

ଭାରତ ପାଇଁ ପାଣ୍ଠି ଯୋଗାଡରେ ଲାଗିପଡିଲେ ଏହି ପାକିସ୍ତାନୀ କ୍ରିକେଟର

ଇସଲମାବାଦ୍‌,୨୫।୪: ଭାରତରେ ଏବେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହି ସମୟରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ତାଙ୍କ ଦେଶର ଲୋକଙ୍କୁ ନିବେଦନ କରିଛନ୍ତି ଯେ, କରୋନା ଯୁଦ୍ଧରେ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ସେ କହିଛନ୍ତି…

କୋହଲି, ଧୋନୀଙ୍କ କ୍ଲବରେ ରାଇନା

ମୁମ୍ବାଇ,୨୫।୪ : ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ସୁରେଶ ରାଇନା ରବିବାର ଆଇପିଏଲରେ ୨୦୦ ଛକା ପୂରଣ କରିଛନ୍ତି। ୭ମ ବ୍ୟାଟ୍ସମ୍ୟାନ ଭାବେ ଏହି ତାଲିକାରେ ସ୍ଥାନ ପାଇଛନ୍ତି ରାଇନା। ତେବେ ରୋହିତ ଶର୍ମା, ମହେନ୍ଦ୍ର ସିଂ ଧୋନୀ ଓ…

ସିଏସ୍‌କେ ଆଗରେ ମାଟି କାମୁଡିଲା ଆରସିବି

ମୁମ୍ବାଇ,୨୫।୪ : ଲଗାତାର ବିଜୟ ସହ ଟେବୁଲ ଟପରେ ଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମହେନ୍ଦ୍ର ସିଂ ଧୋନୀଙ୍କ ସିଏସ୍‌କେ ଆଗରେ ମାଟି କାମୁଡି ପକାଇଛି। ୧୯୨ ରନ୍‌ର ବିଜୟ ଲକ୍ଷ୍ୟ ଆଗରେ ଆରସିବି ମାତ୍ର ୧୨୨ ରନ୍‌ କରିବାକୁ…

କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ବାବର

ହାରାରେ,୨୫।୪ : ନିକଟରେ ଆଇସିସି ଟି୨୦ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବିରାଟ କୋହଲିଙ୍କୁ ପଛରେ ପକାଇଥିବା ପାକିସ୍ତାନ ଅଧିନାୟକ ବାବର ଆଜାମ ରବିବାର ହାସଲ କରିଛନ୍ତି ଏକ ବିଶ୍ୱ ରେକର୍ଡ। ସେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ପୂରଣ କରିଛନ୍ତି…

ଜାଡେଜାଙ୍କ ଶୋ; ଶେଷ ଓଭରରେ ମାରିଲେ ୫ ଛକା

ମୁମ୍ବାଇ,୨୫।୪ :ଦେଖିବାକୁ ମିଳିଲା ରବୀନ୍ଦ୍ର ଜାଡେଜାଙ୍କ ଶୋ। ଶେଷ ଓଭରରେ ୫ ଛକା ସହ ଆଦାୟ କରିଥିଲେ ୩୭ ରନ୍‌। ଏହା ଆଇପିଏଲ ଇତିହାସର ସବୁଠୁ ମହାଙ୍ଗା ଓଭର। ଜାଡେଜାଙ୍କ ୬୨ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ଚେନ୍ନାଇ ସୁପର କିଙ୍ଗ୍ସ…

ରବି ଶାସ୍ତ୍ରୀ ଅବିଶ୍ୱସନୀୟ; ସେ ରାଗିବେ, ପୁଣି କିଭଳି ଭଲ ଖେଳିବ କହିବେ: ଗାଭାସ୍କର

ନୂଆଦିଲ୍ଲୀ,୨୫।୪: ପୂର୍ବତନ ଭାରତୀୟ ଅଧିନାୟକ ସୁନିଲ ଗାଭାସ୍କର ରାଷ୍ଟ୍ରୀୟ କ୍ରିକେଟ୍‌ କୋଚ୍‌ ରବି ଶାସ୍ତ୍ରୀଙ୍କ ଭୂରି ପ୍ରଶଂସା କରିଛନ୍ତି। ଯୁବ କ୍ରିକେଟରଙ୍କୁ ଖରାପ ସମୟରେ ପ୍ରେରଣା ଦେଉଥିବାର ଅବିଶ୍ୱସନୀୟ କ୍ଷମତା ଶାସ୍ତ୍ରୀଙ୍କ ପାଖରେ ଥିବା ସେ କହିଛନ୍ତି। ଏହାକୁ ଭାରତୀୟ ଦଳର…

କୋଲକାତା ଅଧିନାୟକଙ୍କ ଲଜ୍ଜାଜନକ ରେକର୍ଡ; ଏହି ମାମଲାରେ ହେଲେ ଗମ୍ଭୀରଙ୍କ ସମକକ୍ଷ

ବମ୍ବେ, ୨୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ରେ ଶନିବାର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ଅନୁଷ୍ଠିତ ହୋଇଥିଲା। ଏଥିରେ କେକେଆର୍‌ର ବ୍ୟାଟ୍ସମ୍ୟାନ୍‌ ନିରାଶଜନକ ପ୍ରଦର୍ଶନ କରିଥିଲେ। ଫଳରେ ଦଳ ୨୦ ଓଭରରେ…

ଧର୍ମ ପରିବର୍ତ୍ତନ କଲେ ଏହି କ୍ରିକେଟର୍‌

ଜୋହାନ୍ସବର୍ଗ,୨୫।୪: ଦକ୍ଷିଣ ଆଫ୍ରିକାର କ୍ରିକେଟର ବିଜୋର୍ନ ଫୋର୍ଟୁଇନ ଇସଲାମ ଧର୍ମ ଗ୍ରହଣ କରିଛନ୍ତି। ଏହି ୨୬ ବର୍ଷୀୟ କ୍ରିକେଟର ସେପ୍ଟେମ୍ବର ୨୦୧୯ରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ପବିତ୍ର ରମଜାନ ମାସରେ, ବିଜୋର୍ନ ଫୋର୍ଟୁଇନ ତାଙ୍କ ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?