ଜାନୁୟାରୀ ୪ ର୍ପୂବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳ ସିଡ୍ନୀ ଯିବେନି: ହୋକ୍ଲି
ମେଲବୋର୍ନ,୩୧।୧୨ (ପି.ଟି.): ଜାନୁୟାରୀ ୪ ତାରିଖ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ କ୍ରିକେଟ ଦଳ ସିଡ୍ନୀ ଗସ୍ତ କରିବେ ନାହିଁ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍ ହୋକ୍ଲି କହିଛନ୍ତି। ଦୁଇ ଦଳ ଆଉ କିଛିଦିନ ମେଲବୋର୍ନରେ...
ଥାଇଲାଣ୍ଡ ଅନ୍ତର୍ଜାତୀୟ ବ୍ୟାଡ୍ମିଣ୍ଟନ: ସହଜ ଡ୍ର’ରେ ସିନ୍ଧୁ, ସାଇନାଙ୍କ ପାଇଁ କଷ୍ଟସାଧ୍ୟ
ନୂଆଦିଲ୍ଲୀ, ୩୧।୧୨(ପି.ଟି.)- କୋଭିଡ-୧୯ ମହାମାରୀ ପାଇଁ ପାଖାପାଖି ୧୦ ମାସର ବ୍ରେକ୍ ପରେ ଭାରତର ଦୁଇ ତାରକା ମହିଳା ଖେଳାଳି ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲ ଅନ୍ତର୍ଜାତୀୟ ବ୍ୟାଡ୍ମିଣ୍ଟନକୁ ଫେରିବାକୁ ଯାଉଛନ୍ତି। ଥାଇଲାଣ୍ଡରେ ହେବାକୁ ଯାଉଥିବା ଟୁର୍ନାମେଣ୍ଟ ପାଇଁ...
ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ର଼୍ୟାଙ୍କିଙ୍ଗ୍: ଭାରତ ଦ୍ୱିତୀୟ ସ୍ଥାନ ବଜାୟ ରଖିଲା
ଦୁବାଇ,୩୧।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ର଼୍ୟାଙ୍କିଙ୍ଗ୍ରେ ଭାରତ ତା’ର ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ମେଲବୋର୍ନରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବିଜୟୀ ହୋଇ ଭାରତ ଅପରିବର୍ତ୍ତିତ...
ସଚିନଙ୍କ ‘ହ୍ୟାଲୋ’ ଶୁଣି ଏହି ଖେଳାଳିଙ୍କୁ ହାତରୁ ଖସିପଡିଥିଲା ଖାଦ୍ୟ ଥାଳି
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ବିଶ୍ୱର ଜଣେ ମହାନ ବ୍ୟାଟ୍ସମ୍ୟାନ୍ ଭାବେ ଜଣାଶୁଣା। ଜଣେ ମହାନ କ୍ରିକେଟର୍ ହୋଇଥିବାରୁ ଯୁବ କ୍ରିକେଟରମାନେ ତାଙ୍କୁ ଭେଟିବାକୁ ମଧ୍ୟ ଡରନ୍ତି। ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସହ ମଧ୍ୟ ଏମିତି ହୋଇଥିଲା।...
ଇଣ୍ଡିଆନ ସୁପର ଲିଗ୍: ଗୋଆ ବିଜୟୀ
ଭାସ୍କୋଡାଗାମା,୩୧।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍(ଆଇଏସ୍ଏଲ୍)ରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ଗୋଆ ୨-୧ ଗୋଲରେ ହାଇଦ୍ରାବାଦ ଏଫ୍ସିକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧ ସଂଘର୍ଷପୂର୍ଣ୍ଣ ରହିଥିଲା ଓ ଗୋଲ ସ୍କୋର ହୋଇପାରି ନ ଥିଲା। ଦ୍ୱିତୀୟାର୍ଦ୍ଧରେ ସ୍ପେନ୍ ଷ୍ଟ୍ରାଇକର ଆଡ୍ରିଆନା ସାଣ୍ଟାନା ୫୮ତମ...
ପ୍ରଥମ ଟେଷ୍ଟ: ନ୍ୟୁଜିଲାଣ୍ଡର ବୃହତ୍ ବିଜୟ
ମାଉଣ୍ଟ ମାଉନ୍ଗାନୁଇ,୩୧।୧୨(ଏପି): ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ ୧୦୧ ରନରେ ବିଜୟ ହାସଲ କରିଛି। ଦୁଇ ମ୍ୟାଚବିଶିଷ୍ଟ ସିରିଜ୍ରେ ନ୍ୟୁଜିଲାଣ୍ଡ ୧-୦ରେ ଅଗ୍ରଣୀ ହାସଲ କରିଛି। ପ୍ରଥମ ଇନିଂସର ୧୨୯...
ସିଡ୍ନୀ ଟେଷ୍ଟ: ଅଷ୍ଟ୍ରେଲିଆ ଦଳରେ ଓ୍ବାର୍ନର, ପୁକୋଭସ୍କି
ମେଲବୋର୍ନ, ୩୦।୧୨- ଭାରତ ବିପକ୍ଷ ଟେଷ୍ଟ ସିରିଜର ଅବଶିଷ୍ଟ ୨ ମ୍ୟାଚ ପାଇଁ ଅଷ୍ଟ୍ରେଲିଆ ଦଳରୁ ଓପନର ଜୋ ବନର୍ସ ବାଦ୍ ପଡ଼ିଛନ୍ତି। ଡେଭିଡ ଓ୍ବାର୍ନର ଓ ଓ୍ବିଲ୍ ପୁକୋଭସ୍କିଙ୍କୁ ଦଳରେ ସାମିଲ କରାଯାଇଛି। ପ୍ରଥମ ଦୁଇ ଟେଷ୍ଟର ୪...
କ୍ରିକେଟ ଟୁର୍ନାମେଣ୍ଟ: ଅଙ୍କରିଆପଦର ଚାମ୍ପିୟନ
ଲୋଇସିଂହା,୩୦।୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ ଭାଲୁପାଲିଠାରେ ଚାଳିଥିବା ଜୟ ବାରପାହାଡ଼ ବୁଢା କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚରେ ୧୩ ରନ୍ରେ କଦଳୀପାଲି ଦଳକୁ ହରାଇ ଅଙ୍କରିଆପଦର ଦଳ ବିଜୟୀ...
ଗଣେଶ କ୍ରିକେଟ ଟୁର୍ନାମେଣ୍ଟ: ସରଗଡ଼ା ଚାମ୍ପିୟନ
ଗୁଡଭେଲା, ୩୦।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଡୁଙ୍ଗିବାହାଲ ଗ୍ରାମ ଖେଳପଡ଼ିଆରେ ଚାଲିଥିବା ଗଣେଶ କ୍ରିକେଟ ଟୁର୍ନାମେଣ୍ଟ ମଙ୍ଗଳବାର ଶେଷ ହୋଇଛି। ଫାଇନାଲ ଖେଳ ସରଗଡ଼ା ଓ ଥାଳବନ୍ଧ ମଧ୍ୟରେ ହୋଇଥିଲା। ୧୦ ଓଭର ଖେଳରେ ଟସ୍ ଜିତି ସରଗଡା...
ଟିମ୍ ଇଣ୍ଡିଆରେ ଯୋଗଦେଲେ ରୋହିତ
ମେଲବୋର୍ନ,୩୦ା୧୨- ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଦୁଇ ସପ୍ତାହ କ୍ୱାରାଣ୍ଟାଇନ୍ ପିରିୟଡ୍ ଶେଷ କରିଛନ୍ତି। ଭାରତୀୟ ଦଳରେ ବୁଧବାର ଯୋଗ ଦେଇଛନ୍ତି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ। ଆଇପିଏଲ ପରଠୁ କ୍ରିକେଟରୁ ଦୂରେଇ ରହିଥିବା ରୋହିତ ଦୀର୍ଘ ଦିନର ବ୍ୟବଧାନ ପରେ...
ନଟରାଜନଙ୍କୁ ମିଳିପାରେ ଟେଷ୍ଟ ପଦାର୍ପଣ ସୁଯୋଗ
ସିଡ୍ନୀ,୩୦ା୧୨- ଚଳିତ ଅଷ୍ଟ୍ରେଲିଆ ସିରିଜ୍ରେ ଦିନିକିଆ ଓ ଟି୨୦ ଫର୍ମାଟରେ ପଦାର୍ପଣ କରିଥିବା ତାମିଲନାଡୁର ଉଦୀୟମାନ ପେସର ଟି. ନଟରାଜନଙ୍କୁ ଏବେ ଟେଷ୍ଟ ଫର୍ମାଟରେ ମଧ୍ୟ ସୁଯୋଗ ମିଳିପାରେ। ସିଡ୍ନୀଠାରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ସେ...
ଦୁର୍ଘଟଣାର ଶିକାର ହେଲେ ଭାରତର ଏହି ପୂର୍ବତନ ଅଧିନାୟକ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ହାଇଦ୍ରାବାଦ କ୍ରିକେଟ ଆସୋସିଏଶନର ସଭାପତି ମହମ୍ମଦ ଆଝାରୁଦ୍ଦିନ ଦୁର୍ଘଟଣାର ଶିକାର ହୋଇଛନ୍ତି। ହେଲେ ସୌଭାଗ୍ୟ ବଶତଃ ତାଙ୍କର କୌଣସି କ୍ଷତି ହୋଇ ନାହିଁ। ରାଜସ୍ଥାନର ଲାଲସୋଟ-କୋଟା ହାଇୱେରେ ସୁରୱାଲ ଥାନା ଦେଇ...
Archives


