ଖେଳ

ବ୍ୟାଟିଂ କରିବ ମୁମ୍ବାଇ

ଚେନ୍ନାଇ,୧୭ା୪- ଆଇପିଏଲ୍‌ର ୧୪ ତମ ସଂସ୍କରଣର ଶନିବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ନବମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପିଚ୍‌କୁ ଦେଖି ଅଧିନାୟକ ଶର୍ମା ଏଭଳି ନିଷ୍ପତ୍ତି ନେଇଛନ୍ତି।…

ଆଜି ମୁମ୍ବାଇ ବନାମ ହାଇଦ୍ରାବାଦ: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ଏହି ଆଇପିଏଲ୍‌ ମ୍ୟାଚ୍‌

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌ର ୯ମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଉଭୟ ଟିମ ଚଳିତ ସିଜିନରେ ଦୁଇଟି ଲେଖାଏ ମ୍ୟାଚ୍‌ ଖେଳି ସାରିଛନ୍ତି। ପୂର୍ବଥରର ଚାମ୍ପିୟନ ମୁମ୍ବାଇ କୋଲକାତାକୁ ହରାଇ ଗୋଟିଏ ବିଜୟ ହାସଲ କରିଥିଲା। ସେହିଭଳି…

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ଜାଡେଜା; ଦେଖାଇଥିଲେ ଫିଲ୍ଡିଂରେ…

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌-୨୦୨୧ର ଶୁକ୍ରବାର ଅନୁଷ୍ଠିତ କିଙ୍ଗ୍ସ ଲଢ଼େଇରେ ଚେନ୍ନାଇ ସୁପରକିଙ୍ଗ୍ସ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ମୁକାବିଲାରେ ପ୍ରଥମେ ବ୍ୟାଟିଂ କରିଥିଲା ପଞ୍ଜାବ ଟିମ୍‌। ଦଳରେ କେ.ଏଲ୍‌ ରାହୁଲ ଏବଂ କ୍ରିସ ଗେଲଙ୍କ ଭଳି ଧୁଆଁଧାର ବ୍ୟାଟ୍ସମ୍ୟାନ ଥିବାରୁ…

ପ୍ରଥମ ବିଜୟ ପରେ ଚହରଙ୍କୁ ନେଇ ବଡ ବୟାନ ଦେଲେ ଚେନ୍ନାଇ ଅଧିନାୟକ, ୨୦୦ତମ ମ୍ୟାଚ୍‌ ଖେଳିବାକୁ ନେଇ…

ନୂଆଦିଲ୍ଲୀ,୧୭।୪: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ବିଜେତା ହେବା ପରେ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଚଳିତ ସିଜିନର ପ୍ରଥମ ବିଜୟ ପରେ ଧୋନୀ ଯୁବ ଦ୍ରୁତ ବୋଲର ଦୀପକ…

ଏବେ କହିବାକୁ ବିଶେଷ କିଛି ନାହିଁ: ଚେନ୍ନାଇଠାରୁ ଲଜ୍ଜାଜନକ ପରାଜୟ ପରେ କିଛି ଏଭଳି ପ୍ରତିକ୍ରିୟା ରଖିଲେ…

ନୂଆଦିଲ୍ଲୀ,୧୭।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମୁକାବିଲା ହୋଇଥିଲା। ଏଥିରେ ଚେନ୍ନାଇ ୬ ଉଇକେଟରେ ପଞ୍ଜାବକୁ ପରାସ୍ତ କରିଥିଲା। ପ୍ରତିଟି ବିଭାଗରେ ଧୋନୀଙ୍କ ନେତୃତ୍ୱାଧିନ ଚେନ୍ନାଇ ବିରୋଧୀ ଟିମ୍‌…

ସୋମବାର ଷ୍ଟୋକ୍ସଙ୍କ ଅଙ୍ଗୁଳି ଅସ୍ତ୍ରୋପଚାର

ଲଣ୍ଡନ, ୧୭।୪(ପି.ଟି.)- ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ବାମହାତ ବିଶି ଅଙ୍ଗୁଳିରେ ଅସ୍ତ୍ରୋପଚାର ଆସନ୍ତା ସୋମବାର ହେବ। ଫଳରେ ସେ ଅତିକମ୍‌ରେ ୧୨ ସପ୍ତାହ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଦ୍ୱିତୀୟ ଥର ପାଇଁ ଏକ୍ସ-ରେ ଓ ସିଟି ସ୍କାନରୁ ଜଣାପଡ଼ିଛି…

ଅବସରରୁ ଫେରିପାରନ୍ତି ଡି’ଭିଲର୍ସ

କେପ୍‌ଟାଉନ, ୧୭।୪- ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅବସରରୁ ଫେରିପାରନ୍ତି। ଆସନ୍ତା ଟି୨୦ ବିଶ୍ୱକପରେ ତାଙ୍କୁ ପୁଣି ଦକ୍ଷିଣ ଆଫ୍ରିକା ଜର୍ସିରେ ଦେଖିବାକୁ ମିଳିପାରେ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଦକ୍ଷିଣ ଆଫ୍ରିକା କୋଚ୍‌ ମାର୍କ ବାଉଚର। ଡି’ଭିଲର୍ସ…

ଅଲିମ୍ପିକ୍ସରେ ଭାଗ ନେବେନି କୋଲ୍‌ମ୍ୟାନ

ଜେନେଭା, ୧୭ା୪(ଏପି)- ଆମେରିକାନ୍‌ ସ୍ପ୍ରିଣ୍ଟର ଖ୍ରିଷ୍ଟିଆନ୍‌ କୋଲ୍‌ମ୍ୟାନ ଅଲିମ୍ପିକ୍ସରେ ଭାଗ ନେଇପାରିବେ ନାହିଁ। ଜାଣିଶୁଣି ଡୋପିଂ ଟେଷ୍ଟ ଦେଇ ନ ଥିବାରୁ ତାଙ୍କ ଉପରେ୧୦୦ମିଟର ବିଶ୍ୱଚାମ୍ପିୟନଙ୍କୁ ୨ବର୍ଷ ବାସନ୍ଦ କରାଯାଇଥିଲା। ତାହାକୁ ଉଠାଇବା ଲାଗି ସେ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର…

ବୋଟାସ ଦ୍ରୁତତମ

ଇମୋଲା(ଇଟାଲୀ),୧୭ା୪(ଏପି)-ଇମିଲିଆ-ରେମାଗ୍ନା ଗ୍ରାଁ ପ୍ରି ପାଇଁ ଶୁକ୍ରବାର ଅନୁଷ୍ଠିତ ଦୁଇଟି ପ୍ରାକ୍ଟିସ ସେସନରେ ମର୍ସିଡିଜ୍‌ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ସିଜନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ରେଡ୍‌ବୁଲ୍‌ ପାଇଁ ଏହା ସମସ୍ୟା ସୃଷ୍ଟି କରିଛି। ଦୁଇଟି ଯାକ ପ୍ରାକ୍ଟିସ ସେସନରେ ଦ୍ରୁତତମ…

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ: ଭିନେଶ ଓ ଅଂଶୁଙ୍କୁ ପ୍ରଥମ ସ୍ବର୍ଣ୍ଣ

ଅଲମାଟି, ୧୬ା୪ (ପି.ଟି.)-ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଥିବା ଭାରତୀୟ ରେସ୍‌ଲର ଭିନେଶ ଫୋଗତ ଓ ଅଂଶୁ ମଲିକ ଏସିଆନ ଚାମ୍ପିୟନଶିପ୍‌ରେ ସେମାନଙ୍କର ପ୍ରଥମ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଚାଇନିଜ ଓ ଜାପାନିଜ୍‌ ପ୍ରତିଦ୍ୱନ୍ଦ୍ୱୀଙ୍କ ଅନୁପସ୍ଥିତିରେ ଭିନେଶ ଶୁକ୍ରବାର ଗୋଟିଏ ହେଲେ…

ଯୁବ ବକ୍ସିଂ ଚାମ୍ପିୟନଶିପ: କ୍ୱାର୍ଟରରେ ଅରୁନ୍ଧତି, ବେବିରୋଜିସାନା

ନୂଆଦିଲ୍ଲୀ,୧୭।୪(ପି.ଟି.): ପୋଲାଣ୍ଡର କିଏଲ୍‌ସିଠାରେ ପୁରୁଷ ଓ ମହିଳାଙ୍କୁ ନେଇ ଚାଲିଥିବା ଯୁବ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ଖେଲୋ ଇଣ୍ଡିଆ ସ୍ବର୍ଣ୍ଣ ପଦକ ବିଜୟିନୀ ଅରୁନ୍ଧତି ଚୌଧୁରୀ ୬୯ କେ.ଜି. ବର୍ଗରେ ଓ ବେବିରୋଜିସାନା ଚାନୁ ୫୧ କେ.ଜି. ବର୍ଗରେ କ୍ୱାର୍ଟର ଫାଇନାଲରେ…

ଧୋନୀ, ରାଇନାଙ୍କୁ ସ୍ବତନ୍ତ୍ର ଗୀତ ଉତ୍ସର୍ଗ କଲେ ରହମାନ

ଚେନ୍ନାଇ,୧୭।୪: ଓସ୍କାର ବିଜେତା ସଙ୍ଗୀତକାର ଏ.ଆର. ରହମାନ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ୨୦୦୧ର ଫିଲ୍ମ ‘ଲଗାନ’ର ଲୋକପ୍ରିୟ ଗୀତ ‘ଚଲେ ଚଲୋ’ ଗୀତ ଉତ୍ସର୍ଗ କରିଛନ୍ତି। ସେହିପରି ଚେନ୍ନାଇର ତାରକା ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ ୧୯୯୫ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?